କରୋନା ଭାଇରସ୍‌

ଆଜି ରାଜ୍ୟରେ ୪୦୦ ପାର୍‌ କଲା କରୋନା

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୪୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୭୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ଟିକା ନେବା ପରେ ବି ୧୪ ଡାକ୍ତର କରୋନା ପଜିଟିଭ୍‌

ରୋହତକ,୧।୪: କରୋନାର ଦୋହରା ମାଡ଼ରେ ଦେଶରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ହରିୟାଣାରେ ଲୋକେ ଅଧିକ ଆତଙ୍କିତ ହୋଇପଡ଼ିଛନ୍ତି। ରୋହତକ ପିଜିଆଇଏମ୍‌ଏସ୍‌ ହସ୍ପିଟାଲରେ ୨୨ ଜଣ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସ୍ତ୍ରୀରୋଗ ବିଭାଗର ଡାକ୍ତରମାନଙ୍କ ନୁମୁନା ପରୀକ୍ଷା ରିପୋର୍ଟ…

ପ୍ରତିଦିନ କରୋନା ଟିକା

ନୂଆଦିଲ୍ଲୀ,୧।୪: ଗୁରୁବାରଠାରୁ ୪୫ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କଙ୍କୁ କରୋନା ଟିକାଦାନ ଆରମ୍ଭ ହୋଇଛି। ଏପ୍ରିଲ୍‌ରେ ମାସ ସାରା ସବୁଦିନ ଟିକାକରଣ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସରକାରୀ ଛୁଟି ଦିନ ଏବଂ…

ବଜାରରେ ଘଣ୍ଟେ ରହିଲେ ଦେବାକୁ ପଡ଼ିବ ଜରିମାନା ୫୦୦

ନାସିକ୍‌,୧।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଲୋକେ କେତେକ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକାକୁ ପାଳନ କରୁ ନ ଥିବାରୁ ସ୍ଥିତି ଧୀରେଧୀରେ ଅସମ୍ଭାଳ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ନାସିକ୍‌ ପ୍ରଶାସନ କଡ଼ା…

ରାଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ଆଜି ୩୯୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୩୯୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୧୧୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

୭୨ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୬ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ…

୧୨ରୁ ୧୫ ବର୍ଷ ପିଲାଙ୍କ ପାଇଁ ଫାଇଜର ୧୦୦% ଫଳପ୍ରଦ

ବର୍ଲିନ,୧।୪: ବାୟୋଟେକ୍‌-ଫାଇଜର କମ୍ପାନୀ ପ୍ରସ୍ତୁତ କୋଭିଡ୍‌ ଟିକା ୧୨ରୁ ୧୫ ବର୍ଷର ପିଲାଙ୍କ କ୍ଷେତ୍ରରେ ୧୦୦ ପ୍ରତିଶତ ଫଳପ୍ରଦ ବୋଲି କମ୍ପାନୀ ପକ୍ଷରୁ ବୁଧବାର ଦାବି କରାଯାଇଛି। ଆଗାମୀ ଶିକ୍ଷାବର୍ଷ ପୂର୍ବରୁ ଏହି କିଶୋର କିଶୋରୀଙ୍କୁ କୋଭିଡ୍‌ ଟିକା ଦେବା ନିମନ୍ତେ…

ଆଜି ରାଜଧାନୀରୁ ୨୯ ପଜିଟିଭ୍‌ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ବୁଧବାର ରାଜଧାନୀ ଭୁବନେଶ୍ୱରରୁ ୨୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୫ ଜଣ…

ଏପ୍ରିଲ ପହିଲାରୁ ୪୫ ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ କରୋନା ଟିକା

ନୂଆଦିଲ୍ଲୀ,୩୧।୩: ଦେଶରେ କରୋନା ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଟିକାକରଣ ପ୍ରକ୍ରିୟା ବି ଜାରି ରହିଛି। ବର୍ତ୍ତମାନ ଏହି ଟିକାକରଣ ଉପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଏଥିରେ ୪୫ ବର୍ଷ ବୟସରୁ ଅଧିକ ଲୋକଙ୍କୁ ଏପ୍ରିଲ ପହିଲାରୁ କରୋନା ଟିକା…

ବଢ଼ୁଛି ସଂକ୍ରମଣ: ରାଜ୍ୟରେ ଚିହ୍ନଟ ହେଲେ ୨୯୭ ନୂଆ ପଜିଟିଭ, କଳାହାଣ୍ଡିରୁ ସର୍ବାଧିକ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି କ୍ରମରେ ବୁଧବାର ୨୯୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୦,୯୧୭ରେ…

ରାଜ୍ୟରେ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ: ବରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସୋମବାର ରାଜ୍ୟରେ ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ରାଜ୍ୟରେ ୨୦୮ କରୋନା ଆକ୍ରାନ୍ତ ଚିହ୍ନଟ: ନୂଆପଡ଼ାରୁ ସର୍ବାଧିକ

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସୋମବାର ରାଜ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?