ଆଜି ରାଜ୍ୟରେ ୨୦୦ ପାର୍ କଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୨୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୪୬୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
କରୋନା ପୁଣି ଅଣାୟତ୍ତ: ଦିନକରେ ୫୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୨୫।୩: ଦେଶରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୩ ହଜାର ୪୭୬ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ…
ଆଗକୁ ହୋଲି-ଇଷ୍ଟର୍-ଇଦ୍: ରାଜ୍ୟକୁ ଚିଠି ଲେଖିଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୨୪।୩: ଆଗକୁ ହୋଲି, ଶବ୍-ଇ-ବାରାତ୍, ବିହୁ, ଇଷ୍ଟର ଏବଂ ଇଦ୍-ଉଲ୍-ଫିତର ଆଦି ପର୍ବ ପାଳନ କରାଯିବ। ତେବେ ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ମଧ୍ୟ ଜାରି ରହିଛି। ତେଣୁ ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ରସରକାରଙ୍କ ଅତିରିକ୍ତ ସ୍ବାସ୍ଥ୍ୟ ସଚିବ ଆରତି…
ବିପଦ ପୁଣି ଘନେଇଲା: ୧୮ ରାଜ୍ୟରେ ନୂଆ ଷ୍ଟ୍ରେନ୍
ନୂଆଦିଲ୍ଲୀ,୨୪।୩: ଦେଶରେ କରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ବଢୁଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ନେଇ ପୁଣି ଲକ୍ଡାଉନ୍ ଶର୍ଟଡାଉନ୍ ଘୋଷଣା କରାଯିବା ଆଶଙ୍କାରେ ଲୋକେ ଭୟଭୀତ ହେବାରେ ଲାଗିଛନ୍ତି।…
ଆମିର ଖାଁ କରୋନା ପଜିଟିଭ୍
ମୁମ୍ବାଇ,୨୪।୩: ବଲିଉଡ୍ ଅଭିନେତା ଆମିର ଖାଁଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏହାପରେ ଆମିର ନିଜକୁ ଘରେ ସେଲଫ୍ କ୍ୱାରାଣ୍ଟାଇନ୍ରେ ରଖିଥିବା ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକେ ନିଜର ନମୁନା ପରୀକ୍ଷା…
ରାଜ୍ୟରେ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବଢ଼ିଚାଲିଛି। ବୁଧବାର ୧୭୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୯ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୭୧ ଲୋକାଲ…
ଦିନକରେ ୪୭ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୨୪।୩: ଦେଶରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୭ ହଜାର ୨୬୨ରେ ପହଞ୍ଚିଛି। ସେହିପରି ଏହି…
ନୂଆ ଷ୍ଟ୍ରେନ୍ରେ ୭୯୫ ସଂକ୍ରମିତ
ନୂଆଦିଲ୍ଲୀ, ୨୪ା୩: ବ୍ରିଟେନ, ଦକ୍ଷିଣ ଆଫ୍ରିକା, ବ୍ରାଜିଲରେ ଦେଖାଦେଇଥିବା କରୋନା ଷ୍ଟ୍ରେନରେ ଭାରତର ୭୯୫ ଜଣ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ମାର୍ଚ୍ଚ ୧୮ରେ ଏହି ସଂଖ୍ୟା ୪୦୦ ଥିବାବେଳେ ମାତ୍ର ୫…
୧ ଏପ୍ରିଲ୍ରୁ ୪୫ ବର୍ଷ ବୟସ୍କଙ୍କୁ କରୋନା ଟିକା
ନୂଆଦିଲ୍ଲୀ,୨୩।୩: ,ଏପ୍ରିଲ୍ ୧ରୁ ଦେଶର ୪୫ ବର୍ଷ ବୟସ୍କ ଅବା ଏହାଠାରୁ ଅଧିକ ବୟସ୍କ ଲୋକଙ୍କୁ କରୋନା ଟିକା ଦିଆଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ କ୍ୟାବିନେଟ୍ ପକ୍ଷରୁ ନିଷ୍ପତ୍ତିି ଗ୍ରହଣ କରାଯାଇଛି। ଏନେଇ କେନ୍ଦ୍ରୀୟ ମନ୍ତ୍ରୀ ପ୍ରକାଶ ଜାଭେଡ୍କର…
ହୋଲି ରଙ୍ଗ ପଡ଼ିଲା ଫିକା: ଯୋଗୀ ସରକାର ଜାରି କଲେ କଟକଣା
ଲକ୍ଷ୍ନୌ,୨୩।୩: ଉତ୍ତରପ୍ରଦେଶରେ ଚଳିତ ବର୍ଷ ହୋଲି ରଙ୍ଗ ଫିକା ପଡ଼ିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ସାର୍ବଜନୀକ ହୋଲି ପାଳନ, ପାର୍ଟି ଏବଂ ଅନ୍ୟ ସାମୁହିକ ଆୟୋଜନ ଉପରେ ରୋକ ଲଗାଇଛନ୍ତି। ଏହା ସହିତ ମାସ୍କ୍…
ଏପ୍ରିଲ୍ ୧୮ ପର୍ଯ୍ୟନ୍ତ ଲକ୍ଡାଉନ୍
ବର୍ଲିନ୍,୨୩।୩: ଜର୍ମାନୀରେ କରୋନ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଦେଶରେ ଏପ୍ରିଲ୍ ୧୮ ପର୍ଯ୍ୟନ୍ତ ଲକ୍ଡାଉନ୍ ବୃଦ୍ଧି କରାଯିବା ସମ୍ପର୍କରେ ଘୋଷଣା କରାଯାଇଛି। ପୂର୍ବରୁ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ମଙ୍ଗଳବାର…
ରାଜ୍ୟରେ ୧୧୩ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ଦୁଇ ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ଅପେକ୍ଷା ମଙ୍ଗଳବାର ରାଜ୍ୟର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମ୍ ହୋଇଥିଲେ ମଧ୍ୟ ଚିନ୍ତା ଜନକ ପରିସ୍ଥିତି ରହିଛି। ମଙ୍ଗଳବାର ରାଜ୍ୟରେ ୧୧୩ ଜଣ କରୋନା…
Archives


