ଡରାଇଲାଣି କରୋନା: ଦିନକରେ ଭୁବନେଶ୍ୱରରୁ ୩୪ ପଜିିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସମସ୍ତେ କ୍ୱାରାଣ୍ଟାଇନ୍ରୁ ଥିବା ସୂଚନା ମିଳିଛି। ଭୁବନେଶ୍ୱରରୁ ସୋମବାର ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ…
ଗାଁଗୁଡିକରେ ପୁଣି ସକ୍ରିୟ ହେବ କୋଭିଡ ପରିଚାଳନା କମିଟି: ସରପଞ୍ଚ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କୁ ଦିଆଯିବ ଦାୟିତ୍ୱ
ଭୁବନେଶ୍ୱର,୨୨।୩(ବ୍ୟୁରୋ): ଗାଁଗୁଡିକରେ ପୁଣି କୋଭିଡ ପରିଚାଳନା କମିଟି ସକ୍ରିୟ ହେବ। ତେବେ ସ୍ଥିତି ଦେଖି ଲକ୍ଡାଉନ କି ଅନ୍ୟ ଦିଗ ଉପରେ ନିଷ୍ପତ୍ତି ନିଆଯିବ। ସୋମବାର ସ୍ବତନ୍ତ୍ର ରିଲିଫ କମିଶନର (ଏସ୍ଆର୍ସି) ପ୍ରଦୀପ ଜେନା ଏହା କହିଛନ୍ତି। ତେବେ ରାଜ୍ୟରେ ତିନି…
କରୋନା ସଂକ୍ରମଣ ବୃଦ୍ଧି ପରେ ତତ୍ପର ହେଲେ ରାଜ୍ୟ ସରକାର
ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଛି। ଏଥିରେ ଏସ୍ଆର୍ସି, ସ୍ବାସ୍ଥ୍ୟ ସଚିବ ଉପସ୍ଥିତ ଥିବା ବେଳେ ଭିଡିଓ କନ୍ଫରେନ୍ସିଂ ଜରିଆରେ ସମସ୍ତ ଜିଲାପାଳଙ୍କ ସହ…
ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍
ଡେରାଡୁନ୍,୨୨।୩: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ତିରଥ ସିଂ ରାଓ୍ବତଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ନିଜ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ୍ କରି ସୋମବାର ସୂଚନା ଦେଇଛନ୍ତି। ସେ ନିଜକୁ ଆଇସୋଲେଟ୍ କରି ରଖିଥିବା କହିଛନ୍ତି। ତାଙ୍କ ସହିତ…
ପୁଣି ରାଜ୍ୟରେ ଚିନ୍ତା ବଢ଼ାଇଲାଣି କରୋନା: ଆଜି ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ, ଦ୍ୱିତୀୟରେ କଟକ
ଭୁବନେଶ୍ୱର,୨୨।୩(ବ୍ୟୁରୋ): ସୋମବାର ରାଜ୍ୟରୁ ୧୪୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୯୬୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮୭ ଜଣ ଚିହ୍ନଟ…
ବହୁ ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ: ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନ ସିଲ୍
ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ବହୁ ସଂଖ୍ୟାରେ ଛାତ୍ରୀଛାତ୍ର ଏବଂ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଏହି ଶିକ୍ଷାନୁଷ୍ଠାନକୁ ବିଏମ୍ସି ପକ୍ଷରୁ ସିଲ୍ କରି ଦିଆଯାଇଛି। ସମସ୍ତ ଆକ୍ରାନ୍ତଙ୍କୁ ଶିକ୍ଷାନୁଷ୍ଠାନର ଗୋଟିଏ ହଷ୍ଟେଲ ରୁମ୍ରେ ଆଇସୋଲେଶନରେ ରହିବାକୁ…
ଅଣାୟତ୍ତ ମୁହାଁ କରୋନା: ୨୪ ଘଣ୍ଟାରେ ୪୬ ହଜାରରୁ ଅଧିକ ନୂଆ ଆକ୍ରାନ୍ତ
ନୂଆଦିଲ୍ଲୀ,୨୨।୩: ଦେଶରେ କରୋନାର ଦ୍ୱିତୀୟ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ହଜାର ୯୫୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ…
ମହାରାଷ୍ଟ୍ର ସ୍ଥିତି ଅସମ୍ଭାଳ: ଗୋଟିଏ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ଟପିଲା
ମୁମ୍ବାଇ,୨୨।୩: କରୋନାର ଦ୍ୱିତୀୟ ସଂକ୍ରମଣ ନେଇ ମହାରାଷ୍ଟ୍ରରେ ସ୍ଥିତି ଅସମ୍ଭାଳ ହେବାକୁ ଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦ ହଜାର ୫୩୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୯ଜଣଙ୍କ…
ଲୋକ ସଭା ବାଚସ୍ପତି କରୋନା ପଜିଟିଭ୍
ନୂଆଦିଲ୍ଲୀ,୨୧।୩: ଲୋକ ସଭା ବାଚସ୍ପତି ଓମ୍ ବିରଳାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଚିକିତ୍ସା ପାଇଁ ତାଙ୍କୁ ଏମ୍ସ୍ରେ ଭର୍ତ୍ତି କରାଯାଇଛି। ମାର୍ଚ୍ଚ ୧୯ରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା। ଏହାପରେ ମାର୍ଚ୍ଚ ୨୦ରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି…
କରୋନାରେ ଆଖିବୁଜିଲେ ୧୫ ବର୍ଷୀୟ ବାଳକ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜ୍ୟରେ କରୋନା ପୁଣି ତା’ର କାୟା ମେଲାଇଲାଣି। ରବିବାର କରୋନା ଜଣେ ୧୫ ବର୍ଷୀୟ ବାଳକଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ମୃତକ ଜଣକ ଖୋର୍ଦ୍ଧା ଜିଲାର। ସେ ବି ସେଲ୍…
ଆଜି ରାଜ୍ୟରୁ ୯୮ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରେ ସର୍ବାଧିକ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ରବିବାର ରାଜ୍ୟରୁ ୯୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୮୧୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୦ ଜଣ ଚିହ୍ନଟ…
କରୋନା ଟିକା ନେବା ପରେ ମୃତ୍ୟୁ
ରାଞ୍ଚି,୨୧।୩: ଦେଶରେ କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ହୋଇଛି। ସେହିପରି ସାର୍ବଜନୀକ ଟିକାକରଣ ଅଭିଯାନ ମଧ୍ୟ ଜାରି ରହିଛି। ତେବେ ଟିକା ନେବା ପରେ କେତେକ ଲୋକଙ୍କର ମୃତ୍ୟୁ ଘଟୁଥିବାରୁ ଆତଙ୍କ ବୃଦ୍ଧି ପାଉଛି। ଝାଡ଼ଖଣ୍ଡର ସିମଡେଗା ଜିଲାର କେଶରପୁର ପଞ୍ଚୟତର…
Archives


