କରୋନା ଭାଇରସ୍‌

କରୋନା ଗ୍ରାଫ୍‌ ଟପିଲା ୪୩ ହଜାର: ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୯୭

ନୂଆଦିଲ୍ଲୀ,୨୧।୩: ଦେଶରେ କରୋନାର ଦ୍ୱିତୀୟ ସଂକ୍ରମଣ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୩ ହଜାର ୮୪୬ରେ ପହଞ୍ଚିଛି। ସେହିପରି ଏହି ସମୟ…

ଚାଇନା ଟିକା ନେଇଥିବା ଇମ୍ରାନଙ୍କୁ କରୋନା

ଇସ୍‌ଲାମାବାଦ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ସେ ଚାଇନା ଦ୍ୱାରା ପ୍ରସ୍ତୁତ କୋଭିଡ୍‌ ଟିକାର ପ୍ରଥମ ଡୋଜ୍‌ ନେଇଥିବାବେଳେ ସେହିଦିନ ହିଁ ତାଙ୍କ ଶରୀରରେ କରୋନା ଲକ୍ଷଣ ଦେଖାଦେଇଥିଲା। ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିବା ପରେ…

ପୁଣି ଉପରମୁହାଁ କରୋନା: ଆଜି ବି କଟକ ଆଗରେ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଶନିବାର ରାଜ୍ୟରୁ ୧୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୭୧୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୧ ଜଣ…

୪ ମାସ ପରେ ସମାନ ସ୍ଥିତିରେ କରୋନା

ନୂଆଦିଲ୍ଲୀ,୨୦।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ହଜାର ୯୫୩ରେ ପହଞ୍ଚିଥିବାବେଳେ ଏହି ସମୟ…

ଭୂତାଣୁ ପୁଣି ଉପରମୁହଁ।

ନୂଆଦିଲ୍ଲୀ/ ମୁମ୍ବାଇ/ ଅମୃତସର,୨୦।୩: ନୂଆ ଧାରାରେ ଭିନ୍ନ ଅବତାର ନେଇ ଫେରିଛି କରୋନାର ଆଉ ଏକ ପ୍ରବାହ । ମହାମାରୀର ଲେଉଟାଣିକୁ ରୋକିବା ପାଇଁ ପୂର୍ବଭଳି ଲକ୍‌ଡାଉନ୍‌ ବା ଶଟ୍‌ଡାଉନ୍‌ ଜାରି କଲେ ଏଥିରୁ ଦେଶକୁ ଫାଇଦା ମିଳିବ ନାହିଁ ବୋଲି…

ଆଜି ୧୦୦ ଟପିଲା ସଂକ୍ରମଣ: କଟକରୁ ସର୍ବାଧିକ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ କରୋନା ସଂକ୍ରମଣ ୧୦୦ ଟପିଥିବା ବେଳେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୫୯୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୪ ଜଣ ଚିହ୍ନଟ ହୋଇଥିବା ବେଳେ…

ନୂଆ ଷ୍ଟ୍ରେନ୍‌ ସଂଖ୍ୟା ୪୦୦ ଛୁଇଁଲା

ନୂଆଦିଲ୍ଲୀ,୧୮।୩: ଭାରତରେ କରୋନାର ନୂଆ ଷ୍ଟ୍ରେନ୍‌ ସଂଖ୍ୟା ୪୦୦ ଛୁଇଁଛି। ଏସବୁ ମଧ୍ୟରେ ବ୍ରିଟେନ, ବ୍ରାଜିଲ୍‌ ଏବଂ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା ଷ୍ଟ୍ରେନ୍‌ ରହିଛି। ୨ ସପ୍ତାହ ମଧ୍ୟରେ ଏସବୁ ୩ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫୮ ବଢ଼ିଛି। ପୂର୍ବରୁ ମାର୍ଚ୍ଚ…

ରାତ୍ର ୯ରୁ ଭୋର୍‌ ୫: ଘରୁ ବାହାରିବା ମନା

ଚଣ୍ଡିଗଡ଼,୧୮।୩: ପଞ୍ଜାବରେ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ହଜାର ୪୫ ଜଣଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେହିପରି ଏହି ସମୟ ମଧ୍ୟରେ କରୋନା…

ଆଜି ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ, କଟକରେ ସର୍ବାଧିକ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୪୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯ ଜଣ ଚିହ୍ନଟ…

ଏହି ଶିକ୍ଷାନୁଷ୍ଠାନରେ ୯୨ କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୧୮।୩: କର୍ନାଟକର ମଣିପାଳ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜିରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଇତିମଧ୍ୟରେ ୯୨ରେ ପହଞ୍ଚିଛି। ପୂର୍ବରୁ ୫୯ ଜଣଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ବୁଧବାର ପୁଣି ୩୩ ଜଣଙ୍କର ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିବା ଉଡୁପି…

ଗୁରୁଧାମ ମନ୍ଦିର କୋଭିଡ୍‌ ହଟ୍‌ସ୍ପଟ୍‌

ଲକ୍ଷ୍ନୌ,୧୮।୩(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ପ୍ରତାପଗଡ଼ ନିକଟରେ ଥିବା ଗୁରୁଧାମ ମନ୍ଦିର କୋଭିଡ୍‌ ହଟ୍‌ସ୍ପଟରେ ପରିଣତ ହୋଇଛି। ସେଠାରେ ଅନୁଷ୍ଠିତ ହୋଇଥିବା ୩ ଦିନିଆ ଧର୍ମସଭାକୁ ଆସିଥିବା ଅନେକ ଭକ୍ତ ଏବେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତବର୍ଷ ନୂଆଦିଲ୍ଲୀର ତବଲିଘି ଜମାତ୍‌ ସମ୍ମିଳନୀରୁ…

ମୋଦିଙ୍କ କରୋନା ସମୀକ୍ଷା ବୈଠକ: ଟ୍ରିପଲ ‘ଟି’ ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ କେନ୍ଦ୍ର ଏବଂ ରାଜ୍ୟ ସରକାର ଆଲର୍ଟରେ ରହିଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?