ଦିଦିଙ୍କ ନିର୍ବାଚନୀ ଥୋପ: ମାଗଣାରେ ମିଳିବ କରୋନା ଟିକା
କୋଲକାତା,୧୭।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ନେଇ ଭାଜପା ଏବଂ ଶାସକ ତୃଣମୂଳ କଂଗ୍ରେସ ମଧ୍ୟରେ ସିଧାସଳଖ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ଭାଜପା ରାଜ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କ୍ଷମତାଚ୍ୟୁତ କରିବା ଲାଗି ଯୋଜନା କରିଥିବାବେଳେ ମମତା ପୁଣି ଥରେ କ୍ଷମତା ଦଖଲ ଲାଗି…
୨୫ ସହରରେ ନାଇଟ୍ କର୍ଫ୍ୟୁ
ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ୨୫ଟି ସହରରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନାଇଟ୍ କର୍ଫ୍ୟୁ ଜାରି ହୋଇଛି। ମହାରାଷ୍ଟ୍ରର ୧୦ ଜିଲାରେ ଲକ୍ ଡାଉନ୍ ଘୋଷଣା କରାଯାଇଛି। ରାଜ୍ୟର ନାଗପୁର, ପୁଣେ, ନାସିକ୍, ରାୟଗଢର ପନଓ୍ବେଲ…
ଟିକାକରଣ ନେଇ ମହାରାଷ୍ଟ୍ର ସରକାରଙ୍କୁ କେନ୍ଦ୍ରର ଟାର୍ଗେଟ
ନୂଆଦିଲ୍ଲୀ,୧୭।୩: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାରଙ୍କୁ ଟାର୍ଗେଟ୍ କରାଯାଇଛି। ଏହି ମର୍ମରେ କେନ୍ଦ୍ର ପ୍ରକାଶ ଜାଭେଡ୍କର କହିଛନ୍ତି ଯେ, ମହାରାଷ୍ଟ୍ର ସରକାରଙ୍କୁ ୫୪ ଲକ୍ଷ କରୋନା…
ରାଜ୍ୟରେ ଚିହ୍ନଟ ହେଲେ ନୂଆ ୮୨ ପଜିଟିଭ: ସର୍ବାଧିକ ମୟୂରଭଞ୍ଜରୁ
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ରାଜ୍ୟରେ କରୋନାକୁ ବର୍ଷେ ପୁରିଛି। ଏବେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି କ୍ରମରେ ବୁଧବାର ରାଜ୍ୟରୁ ୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୩୮୪୦୫ରେ ପହଞ୍ଚିଛିି।…
୨୪ ଘଣ୍ଟାରେ ୨୮ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୯୦୩ରେ ପହଞ୍ଚିଥିବାବେଳେ ଏହି ସମୟ…
ଆଷ୍ଟ୍ରାଜେନିକାକୁ ଅବିଶ୍ୱାସ
ଜେନେଭା, ୧୭ା୩: ଭାରତର ସିରମ୍ ଇନଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ ଆଷ୍ଟ୍ରାଜେନିକା ଟିକାର ବ୍ୟବହାର ଉପରେ ଜର୍ମାନୀ, ଇଟାଲୀ, ଫ୍ରାନ୍ସ ସମେତ ୟୁରୋପିଆନ ୟୁନିୟନର ଅନେକ ଦେଶ ସୋମବାର ଅସ୍ଥାୟୀ ଭାବେ ରୋକ ଲଗାଇଛନ୍ତି। ଏହି ଟିକା ନେବା ଦ୍ୱାରା ଶରୀରରେ ରକ୍ତ…
୪ ମେଟ୍ରୋରେ ରାତ୍ରକାଳୀନ କର୍ଫ୍ୟୁ
ଅହମଦାବାଦ,୧୬।୩: ଗୁଜରାଟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅହମଦାବାଦ, ବଡୋଦରା, ସୁରଟ ଏବଂ ରାଜକୋଟ ଆଦି ୪ ମେଟ୍ରୋ ସହରରେ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ମାର୍ଚ୍ଚ ୧୭ରୁ ୩୧ ପର୍ଯ୍ୟନ୍ତ ଏହା…
ମାସ୍କ୍ ନ ପିନ୍ଧି ଜେଲ୍ ଗଲେ ୨୦୦ରୁ ଅଧିକ ଅମାନିଆ
ଉଜ୍ଜୟନୀ,୧୬।୩: ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ କଡ଼ା କଟକଣା ଜାରି କରାଯାଇଛି। କରୋନା ମାର୍ଗଦର୍ଶିକା ପାଳନକୁ ପୁଣି ବାଧ୍ୟତାମୂଳକ କରାଯାଇଛି। ମାସ୍କ୍ ପିନ୍ଧିବା ଏବଂ ୨ ଗଜ ସାମାଜିକ ଦୂରତା ବଜାୟ ରଖିବା ଉପରେ ଗୁରୁତ୍ୱାରୋପ…
କରୋନା ରିଟର୍ନସ୍: ରେଷ୍ଟୁରାଣ୍ଟ୍-ସିନେମା ହଲ ଉପରେ ବଢ଼ିଲା କଟକଣା
ମୁମ୍ବାଇ,୧୬।୩: ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବା ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ରରେ ସ୍ଥିତ ବେକାବୁ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାରଙ୍କ ପକ୍ଷରୁ କେତେକ ସହରରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ସେହିପରି କିଛି…
ବିଚାରପତି-ଆଇନଜୀବୀ-ଶିକ୍ଷକ-ଗଣମାଧ୍ୟମ ପ୍ରତିନିଧିଙ୍କୁ ଦିଆଯିବ କରୋନା ଟିକା
ଲୁଧିଆନା,୧୬।୩: ପଞ୍ଜାବରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଲୁଧିଆନା ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହା ସହିତ ବ୍ୟାଙ୍କ କର୍ମଚାରୀ, ବେସରକାରୀ ସଂଗଠନରେ କାମ କରୁଥିବା…
ଚିନ୍ତା ବଢ଼ାଇଲାଣି ସଂକ୍ରମଣ
ନୂଆଦିଲ୍ଲୀ,୧୬।୩: କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଗୋଟିଏ ଦିନରେ ଦେଶରେ ମୋଟ ୨୬,୨୯୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୧୮ ଜଣଙ୍କ ଜୀବନ ଯାଇଛି। ନୂଆ ମାମଲାର ୭୮.୪୧ ପ୍ରତିଶତ କେବଳ ୫ଟି ରାଜ୍ୟରେ ଦେଖିବାକୁ ମିଳିଛି।…
ଏହି ଦେଶରେ ଚଳାଚଳ କରିବ ‘କରୋନା ଫ୍ରି’ ଟ୍ରେନ୍
ରୋମ୍,୧୫।୩: ଇଟାଲୀରେ ସବୁଠୁ ଅଧିକ କରୋନା ସଂକ୍ରମଣ ଦେଖାଦେଇଥିଲା। ଏବେ ଏହି ଦେଶ ‘କରୋନା ଫ୍ରି’ ଟ୍ରେନ୍ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି। ସାଧାରଣ ସ୍ଥାନକୁ ଛାଡ଼ିଦେଲେ ପର୍ଯ୍ୟଟନ ସ୍ଥଳକୁ ବି ‘କରୋନା ଫ୍ରି’ ଟ୍ରେନ୍ ସୁବିଧା ଉପଲବ୍ଧ ହେବ। କରୋନା…
Archives


