କରୋନା ଭାଇରସ୍‌

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୨ ହଜାର ଟପିଲା

ନୂଆଦିଲ୍ଲୀ,୧୧।୩: ଦେଶରେ କରୋନା ସଂକ୍ରମଣ ପୁଣି ନିୟନ୍ତ୍ରଣ ହରାଇବାକୁ ଯାଉଛି। ଗତ ୨୪ ଘଣ୍ଟାରେ ଦେଶରେ ୨୨ ହଜାର ୮୫୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧୨୬ ଜଣଙ୍କ ମୃତ୍ୟୁ ଘଟିଛି। ମହାରାଷ୍ଟ୍ର, ପଞ୍ଜାବ,…

ଚାଇନା ଲଞ୍ଚ୍‌ କଲା କରୋନା ପାସପୋର୍ଟ, ଲୋକଙ୍କୁ ମିଳିବ ଏସବୁ ସୁବିଧା

ବେଜିଂ,୧୦।୩: ଇତିମଧ୍ୟରେ କରୋନା ମହାମାରୀକୁ ବର୍ଷେ ପୂରିଗଲାଣି। ଏହି ପରିପ୍ରେକ୍ଷୀରେ ଚାଇନା ଏବେ ଡିଜିଡାଲ କରୋନା ଭ୍ୟାକ୍ସିନ ସାର୍ଟିଫିକେଟ ଲଞ୍ଚ କରିଛି। ଏହି ସାର୍ଟିଫିକେଟ ବା ପ୍ରମାଣପତ୍ର ଜରିଆରେ ଲୋକେ ବାହାରକୁ ଯାତ୍ରା କରିପାରିବେ। ଅନ୍ୟପକ୍ଷରେ କରୋନା ମହାମାରୀ ଯୋଗୁ ଦେଶର…

ରାଜ୍ୟରେ ୬୯ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଜୀବନସାଥି ବିଦେଶି ହୋଇଥିଲେ ମିଳିବ ନାହିଁ କରୋନା ଟିକା

ଇସ୍‌ଲାମାବାଦ,୯ ।୩: ପାକିସ୍ତାନରେ ବୁଧବାର ଅର୍ଥାତ୍ ମାର୍ଚ୍ଚ ୧୦ରୁ ଆରମ୍ଭ ହେବାକୁ ଯାଉଛି କରୋନା ଟିକାକରଣ କାର୍ଯ୍ୟକ୍ରମ । ଏଥିରେ କିନ୍ତୁ ସେହି ବରିଷ୍ଠ ନାଗରିକଙ୍କୁ ସାମିଲ କରାଯାଇ ନାହିଁ ଯେଉଁମାନେ ପାକିସ୍ତାନୀ ଅରିଜିନ୍ କାର୍ଡ ହୋଲଡର । ସରକାର ଏମାନଙ୍କୁ…

ରାଜ୍ୟରେ ୫୭ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

କରୋନା ସଂକ୍ରମଣ: ୧୫ ମାର୍ଚ୍ଚ ପରେ ବିବାହ ମନା

ନାସିକ,୯ ।୩: କରୋନାର ଲେଉଟାଣି ପୁଣି ଥରେ ଦେଶବାସୀଙ୍କୁ ଚିନ୍ତାରେ ପକାଇଥିବା ବେଳେ ବିଶେଷ ଭାବେ ପ୍ରଥମଥର ଭଳି ଏଥର ବି ମହାରାଷ୍ଟ୍ର ଉପରେ ଯେମିତି ଦାଉ ସାଧିଛି । ତେବେ ନାସିକରେ ବେଳକୁ ବେଳ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ…

ଆଜି ରାଜ୍ୟରୁ ୫୯ ପଜିଟିଭ୍‌ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୮।୩(ବ୍ୟୁରୋ): ସୋମବାର ରାଜ୍ୟରୁ ୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୮୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫ ଜଣ ଚିହ୍ନଟ…

କରୋନା ଆତଙ୍କ: ୯ ରାଜ୍ୟ ସରକାରଙ୍କୁ ସତର୍କ ରହିବାକୁ ପରାମର୍ଶ

ନୂଆଦିଲ୍ଲୀ,୮।୩: ଭାରତରେ କରୋନା ପୁଣି ଆତଙ୍କ ସୃଷ୍ଟି କରିଛି। ପୂର୍ବରୁ ମହାରାଷ୍ଟ୍ର ଏବଂ ପଞ୍ଜାବ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଏବେ ଏହି ତାଲିକାରେ କେରଳ, ତାମିଲନାଡୁ, ମଧ୍ୟପ୍ରଦେଶ, ଦିଲ୍ଲୀ, ଗୁଜରାଟ, କର୍ନାଟକ ଏବଂ ହରିୟାଣା ଆଦି ରାଜ୍ୟ…

ଆଜି ଭୁବନେଶ୍ୱରରୁ ୧୦ ଆକ୍ରାନ୍ତ ଚିହ୍ନଟ: ୬ ସୁସ୍ଥ

ଭୁବନେଶ୍ୱର,୭।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୬ ଲୋକାଲ କେସ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ…

ରାଜ୍ୟରେ ୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୭।୩(ବ୍ୟୁରୋ): ରାଜ୍ୟରେ ରବିବାର ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଏସବୁ ୫ କାରଣ ଯୋଗୁ କରୋନା ପୁଣି ହେଉଛି ବେକାବୁ

ନୂଆଦିଲ୍ଲୀ,୭।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଆଦି କେତେକ ରାଜ୍ୟର କିଛି ଅଞ୍ଚଳରେ ସରକାରଙ୍କ ପକ୍ଷରୁ କଡ଼ା କଟକଣା ଜାରି ହୋଇଛି। ଧୀରେଧୀରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ଗ୍ରାଫ୍‌ ବଢ଼ିବାରେ ଲାଗିଛି। ଲଗାତାର…

ଦ୍ୱିତୀୟ ଡୋଜ୍‌ ପରେ ବି ସଂକ୍ରମଣ

ଅହମଦାବାଦ/ନାଗପୁର, ୭।୩: କରୋନା ମହାମାରୀରେ ଭାରତରେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ଟିକା ଆସିଗଲେ ମହାମାରୀରୁ ରକ୍ଷା ମିଳିବ ବୋଲି ସମସ୍ତେ ଆଶା କରିଥିଲେ। ଏଥିପାଇଁ କୋଭିଡ୍‌ ଟିକାକୁ ଦୀର୍ଘଦିନ ଧରି ପ୍ରତୀକ୍ଷା କରାଯାଇଥିଲା। ସରକାର ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?