କରୋନା ଭାଇରସ୍‌

କଥା ରଖିଲେ ନୀତୀଶ

ପାଟନା,୧ ।୩: ବିହାର ବିଧାନସଭା ନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟବାସୀଙ୍କୁ କଥା ଦେଇଥିଲେ ଯେ କରୋନା ଟିକା ମାଗଣାରେ ଦେବେ । ଏବେ ଏହା କାର୍ଯ୍ୟକାରୀ ହେବାକୁ ଯାଉଛି । ବିହାର ସରକାର ସ୍ଥିର କରିଛନ୍ତି ଯେ ମାର୍ଚ୍ଚ…

ଆଜି ରାଜ୍ୟରୁ ୮୬ ପଜିଟିଭ୍‌ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୧।୩(ବ୍ୟୁରୋ): ସୋମବାର ରାଜ୍ୟରୁ ୮୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୨୭୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୦ ଜଣ ଚିହ୍ନଟ…

କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବିଧାନସଭା ପରିସରସ୍ଥ ଚିକିତ୍ସାଳୟରେ କରୋନା ଟିକା ନେଇଛନ୍ତି। ଏ ସମ୍ପର୍କରେ ନବୀନ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ଆଜି କରୋନା ଟିକା ନେଇ ବହୁତ ଖୁସି। ଟିକା ନେବା…

ଆଜିଠୁ ବୟସ୍କଙ୍କୁ ଟିକା

ଭୁବନେଶ୍ୱର, ୧।୩(ବ୍ୟୁରୋ): ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ବୟସ୍କ ଲୋକ ଟିକା ନେବେ। ୬୦ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କୁ ପ୍ରାଥମିକତା ଦିଆଯିବା ସହ ବହୁବିଧ ରୋଗ ଥିବା ୪୫ ବର୍ଷରୁ ଊର୍ଦ୍ଧ୍ୱ…

ଲକ୍‌ଡାଉନ ଯୋଗୁ କମିଛି ୯୬ ପ୍ରତିଶତଙ୍କ ରୋଜଗାର

ମୁମ୍ବାଇ,୨୮ ।୨: କରୋନା ମହାମାରୀ ପାଇଁ ଗତ ବର୍ଷ ଲଗାଯାଇଥିବା ଳକ୍‌ଡାଉନକୁ ଏବେ ବର୍ଷେ ପୂରଣ ହେବାକୁ ଯାଉଛି । ତେବେ କରୋନା ଯୋଗୁ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ମହାରାଷ୍ଟ୍ରରେ ଲକ୍ ଡାଉନ ଯୋଗୁ ପ୍ରାୟ ୯୬ ପ୍ରତିଶତ ଲୋକଙ୍କର…

ମାର୍ଚ୍ଚ ୧୪ ପର୍ଯ୍ୟନ୍ତ ସ୍କୁଲ, କଲେଜ ବନ୍ଦ

ପୁଣେ,୨୮।୨: ଦେଶରେ କରୋନା ଆତଙ୍କ ଯୋଗୁ ପୁଣି କୋକୁଆ ଭୟ ସୃଷ୍ଟି ହୋଇଛି। ମହାରାଷ୍ଟ୍ରର କେତେକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁଦିନ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ପୁଣେରେ ମାର୍ଚ୍ଚ ୧୪ ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜକୁ ବନ୍ଦ…

ଅରୁଣାଚଳ ପ୍ରଦେଶ ହେଲା କରୋନା ମୁକ୍ତ ରାଜ୍ୟ

ଇଟାନଗର,୨୮ ।୨: ଅରୁଣାଚଳ ପ୍ରଦେଶ ଏବେ କରୋନା ମୁକ୍ତ ରାଜ ପାଲଟି ଯାଇଛି । ରବିବାର ଜଣେ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସୂଚନା ଅନୁଯାୟୀ, ରାଜ୍ୟରେ ଥିବା ୩ କରୋନା ସଂକ୍ରମିତ ସୁସ୍ଥ ହେବା ପରେ ଏବେ ଏହି ରାଜ୍ୟ କରୋନା…

ଗୋଟିଏ ସୋସାଇଟିରେ ୨୦ରୁ ଅଧିକ କରୋନା ପଜିଟିଭ ଚିହ୍ନଟ

ଗୁରୁଗ୍ରାମ,୨୮ ।୨: କରୋନା ମହାମାରୀର କଡ ଲେଉଟାଣି ପୁଣି ଦେଶବାସୀଙ୍କୁ ଚିନ୍ତାରେ ପକାଇଲାଣି । ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ କମ୍ ହୋଇ ଆସିଥିବା ବେଳେ ଗତ କିଛିଦିନ ହେବ କିଛି ରାଜ୍ୟରେ ପୁଣି ଏହା ବୃଦ୍ଧି ପାଇବାରେ ଲାଗିଛି ।…

ଜନସନ୍‌ ଟିକାକୁ ଆମେରିକାରେ ବ୍ୟବହାର ପାଇଁ ଅନୁମତି

ଓ୍ବାଶିଂଟନ,୨୮।୨: ଜନସନ୍‌ ଆଣ୍ଡ ଜନସନ୍‌ ପକ୍ଷରୁ ପ୍ରସ୍ତୁତ ହୋଇଥିବା ସିଙ୍ଗଲ ଡୋଜ୍‌ କରୋନା ଟିକାକୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ ସରକାର ବ୍ୟବହା ପାଇଁ ଅନୁମତି ପ୍ରଦାନ କରିଛନ୍ତି। ପୂର୍ବରୁ ଆମେରିକା ସରକାର ଫାଇଜର ଏବଂ ମୋର୍ଡନା କରୋନା ଟିକାକରଣ ପାଇଁ…

ଆଜି ରାଜ୍ୟରୁ ୮୭ ପଜିଟିଭ୍‌ ଚିହ୍ନଟ, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରବିବାର ରାଜ୍ୟରୁ ୮୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୧୯୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୩ ଜଣ ଚିହ୍ନଟ…

ନଜରରେ ୫ ରାଜ୍ୟ ଫେରନ୍ତା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନାର ଦ୍ୱିତୀୟ ପର୍ଯ୍ୟାୟ ଆଶଙ୍କାକୁ ନେଇ ପୁଣି କଟକଣା ଜାରି ହୋଇଛି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସଂକ୍ରମଣ ପ୍ରବଣ ରାଜ୍ୟ ଫେରନ୍ତାଙ୍କ ପାଇଁ କଡ଼ା କଟକଣା ଲାଗୁ କରାଯାଇଥିଲା। ଶନିବାର ଏଥିରେ…

ବେସରକାରୀ ଡାକ୍ତରଖାନାରେ ଉପଲବ୍ଧ ହେବ କରୋନା ଟିକା, ଦାମ୍‌ ରହିବ…

ନୂଆଦିଲ୍ଲୀ,୨୭।୨: ଭାରତରେ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ କାର୍ଯ୍ୟକ୍ରମ ୧୬ ଜାନୁୟାରୀରେ ଆରମ୍ଭ ହୋଇଥିବା ବେଳେ ମାର୍ଚ୍ଚ ୧ରୁ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। ତେବେ ଟିକାକରଣର ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀ ଏବଂ ଫ୍ରଣ୍ଟଲାଇନ୍‌ କର୍ମଚାରୀଙ୍କୁ ଟିକା ଦିଆଯାଇଥିଲା। ଏପରିସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?