କରୋନା ଭାଇରସ୍‌

ଚାଇନାର କରୋନା ଭ୍ୟାକ୍ସିନକୁ ସ୍ଥଗିତ ରଖିଲା ଶ୍ରୀଲଙ୍କା, ଏବେ ନେବ ଭାରତର ଭ୍ୟାକ୍ସିନ

କଲମ୍ବୋ,୨୭ ।୨: ଶ୍ରୀଲଙ୍କା ଚାଇନାର କୋଭିଡ-୧୯ ଭ୍ୟାକ୍ସିନ ସାଇନୋଫାର୍ମ ବ୍ୟବହାର କରିବ ନାହିଁ ବୋଲି ଜଣାପଡିଛି । ଏହା ବଦଳରେ ସେ ଭାରତର ଭ୍ୟାକ୍ସିନ ବ୍ୟବହାର କରିବ । ଶ୍ରୀଲଙ୍କା ୧.୪ କୋଟି ଲୋକଙ୍କ ପାଇଁ ଭାରତର ଭ୍ୟାକ୍ସିନ ବ୍ୟବହାର କରିବ…

ପୁଣି ଆଇସୋଲେଶନ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ରାଜ୍ୟକୁ ପୁଣି ଫେରିଛି କୋଭିଡ୍‌ କଟକଣା ‘ହୋମ୍‌ ଆଇସୋଲେଶନ’ ପ୍ରକ୍ରିୟା। ୧୧ ରାଜ୍ୟ ଏବଂ ଚଣ୍ଡିଗଡ଼ରୁ ଫେରୁଥିବା ପ୍ରବାସୀଙ୍କ ଲାଗି ଏହି କଟକଣା ଲାଗୁ ହୋଇଛି। ୧୧ ରାଜ୍ୟ ହେଲା ମହାରାଷ୍ଟ୍ର, କେରଳ, ତାମିଲନାଡୁ, ଛତିଶଗଡ଼, ମଧ୍ୟପ୍ରଦେଶ, ତେଲଙ୍ଗାନା,…

ଆଜି ରାଜ୍ୟରୁ ୮୯ ପଜିଟିଭ୍‌ ଚିହ୍ନଟ, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୯୨୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୩ ଜଣ ଚିହ୍ନଟ…

ପ୍ରସ୍ତୁତ ହେଲା ସିଙ୍ଗଲ ଡୋଜ୍‌ କରୋନା ଟିକା

ଓ୍ବାଶିଂଟନ,୨୫।୨: କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏପରିସ୍ଥଳେ ଭାରତ ସମେତ କେତେକ ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ମଧ୍ୟ ଆରମ୍ଭ ହୋଇସାରିଛି। ଏସବୁ ପ୍ରତିଷେଧକ ଟିକାର ୨ଟି ଡୋଜ୍‌ ନେବାକୁ ପଡୁଛି। କିଛି ଦିନ ବ୍ୟବଧାନରେ ଏହି ୨ ଡୋଜ୍‌…

ପୁଣି କରୋନା ଆତଙ୍କ: ସ୍କୁଲ ହଷ୍ଟେଲର ୧୯୦ ଛାତ୍ର ଆକ୍ରାନ୍ତ

ମୁମ୍ବାଇ,୨୫।୨: ଦେଶର କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ, ଛତିଶଗଡ଼ ଆଦି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରର ଓ୍ବାଶିମ୍‌ ଜିଲାର ରେସୋଡ ତହସିଲ୍‌ର…

୨ୟ ପର୍ଯ୍ୟାୟ ଟିକାକରଣ ନେଇ ଗାଇଡ୍‌ଲାଇନ ଜାରି

ଭୁବନେଶ୍ୱର,୨୪।୨(ବ୍ୟୁରୋ) : ମାର୍ଚ୍ଚ ୧ରୁ ବୟସ୍କମାନଙ୍କୁ ଟିକାକରଣ ନେଇ ଗାଇଡ୍‌ଲାଇନ ଜାରି କରାଯାଇଛି। ଏନେଇ ସମସ୍ତ ଜିଲାପାଳଙ୍କୁ ସ୍ବାସ୍ଥ୍ୟ ବିଭାଗ ଏସିଏସ୍‌ ଗାଇଡ୍‌ଲାଇନ ପଠାଇଛନ୍ତି। ରବିବାରକୁ ବାଦ୍‌ ଦେଇ ସପ୍ତାହରେ ୫ ଦିନ ଟିକାକରଣ କରାଯିବ। ଅତିରିକ୍ତ ଟିକା କର୍ମୀ ଓ…

ମାର୍ଚ୍ଚ ୧ରୁ ବୟସ୍କଙ୍କୁ କରୋନା ଟିକା

ନୂଆଦିଲ୍ଲୀ,୨୪।୨: କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧ରୁ ଆରମ୍ଭ ହେବ। ଏହି ଟିକା ୬୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ଦିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଦକର ବୁଧବାର ସୂଚନା ଦେଇଛନ୍ତି। ଏହା ପୂର୍ବରୁ କରୋନା ଯୋଦ୍ଧାମାନଙ୍କୁ ପ୍ରଥମ ଡୋଜ୍‌…

କରୋନା ନୂଆ ଷ୍ଟ୍ରେନ୍‌: ଅଧିକ ମାରାତ୍ମକ ହେବା ଆଶଙ୍କା

ନୂଆଦିଲ୍ଲୀ,୨୪।୨: ଦେଶରେ ପୁଣି କରୋନା ଆତଙ୍କ ଆରମ୍ଭ ହୋଇଛି। ମହାରାଷ୍ଟ୍ର,କେରଳ ଏବଂ ତେଲଙ୍ଗାନାରେ କରୋନାର ନୂଆ ଷ୍ଟ୍ରେନ୍‌ ଚିହ୍ନଟକ ହୋଇଛି। ଭାରତରେ ମିଳିଥିବା ନୂଆ ଷ୍ଟ୍ରେନ୍‌ ବ୍ରିଟେନଠାରୁ ଅଧିକ ମାରାତ୍ମକ ହେବାର ଆଶଙ୍କା ରହିଥିବା ବିଶେଷଜ୍ଞ ଚେତାବନୀ ଦେଇଛନ୍ତି। ଚଣ୍ଡିଗଡ଼ ପିଜିଆଇଏମ୍‌ଇଆର୍‌…

ସଂକ୍ରମଣର କେନ୍ଦ୍ର ପାଲଟିଛି ବିଦର୍ଭ

ମୁମ୍ବାଇ/ଭୋପାଳ, ୨୪।୨ : ମହାରାଷ୍ଟ୍ରର ମୁମ୍ବାଇ ଏବଂ ପୁଣେ ପରେ ଏବେ ବିଦର୍ଭ ଅଞ୍ଚଳ କରୋନା ସଂକ୍ରମଣର କେନ୍ଦ୍ରସ୍ଥଳ ପାଲଟିଛି। ଏହି ଅଞ୍ଚଳର ୟାଭତମାଲ, ଆକୋଲା, ଅମରାବତୀ ଏବଂ ଓ୍ବାର୍ଦ୍ଧା ଜିଲାରେ ଦୈନିକ ସଂକ୍ରମଣ ହାର ବଢ଼ିଚାଲିଛି। ସେଠାରେ ସଂକ୍ରମଣ ହାର…

୫ରାଜ୍ୟରୁ ଉତ୍ତରାଖଣ୍ଡକୁ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ

ଡେରାଡୁନ,୨୩ ।୨: ମହାରାଷ୍ଟ୍ର, ଗୁଜରାଟ, କେରଳ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରୁ ଉତ୍ତରାଖଣ୍ଡ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଏନେଇ ଉତ୍ତରାଖଣ୍ଡ ସରକାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି । ଏସବୁ ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ…

ରାଜ୍ୟରେ ୬୨ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

କରୋନାରେ ମୃତ ୫ ଲକ୍ଷ ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ବାଇଡେନ୍‌

ୱାଶିଂଟନ,୨୩ ।୨: କରୋନା ମହାମାରୀରେ ପ୍ରାୟ ଗୋଟିଏ ବର୍ଷ ମଧ୍ୟରେ ଆମେରିକାରେ ପାଖାପାଖି ୫ ଲକ୍ଷରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି । ଏହା ଆମେରିକାବାସୀଙ୍କ ପାଇଁ ସବୁଠାରୁ ବଡ ଦୁଃଖଦ ସମୟ ବୋଲି କହିଛନ୍ତି ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri