କରୋନା ଭାଇରସ୍‌

ପୁଣି ଡରାଇଲାଣି କରୋନା: ୧୩ ରାଜ୍ୟରେ ୨୪ ଘଣ୍ଟାରେ ୧୦,୫୮୪ ନୂଆରୋଗୀ, ୭୮ ମୃତ

ନୂଆଦିଲ୍ଲୀ,୨୩ ।୨: ଦେଶରେ କରୋନା ଭାଇରସ ପୁଣିଥରେ କାୟା ବିସ୍ତାର କରିବା ଆରମ୍ଭ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ପାୟ ୧୩ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ସୁସ୍ଥ ହାର ଅପେକ୍ଷା ନୂଆ ରୋଗୀଙ୍କ ସଂଖ୍ୟାରେ ବୃଦ୍ଧି…

କରୋନା କଟକଣା: ମାର୍ଚ୍ଚ-୭ ପର୍ଯ୍ୟନ୍ତ ସ୍କୁଲ ବନ୍ଦ, ଶନିବାର-ରବିବାର ବଜାର ବନ୍ଦ

ନାଗପୁର,୨୨।୨: ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପୁଣି କଡ଼ା କଟକଣା ଜାରି କରାଯାଇଛି। ନାଗପୁର ଜିଲାରେ ମାର୍ଚ୍ଚ ୭ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି ହୋଇଛି। ସେହିପରି…

ଆଜି ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ, ୩୩୬୭୦୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୨।୨(ବ୍ୟୁରୋ): ସୋମବାର ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୭୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୧ ଜଣ ଚିହ୍ନଟ…

ଆଜି ରାଜଧାନୀରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ୪ ସୁସ୍ଥ

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରବିବାର ରାଜଧାନୀରୁ ମାତ୍ର ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ଏହି ଆକ୍ରାନ୍ତ ଜଣଙ୍କ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ସେ ପଟିଆ ଅଞ୍ଚଳର…

ଚିନ୍ତା ବଢାଇଲାଣି କରୋନା: ପୁଣେରେ ସ୍କୁଲ-କଲେଜ ବନ୍ଦ, ଲାଗୁ ହୋଇପାରେ ନାଇଟ୍ କର୍ଫ୍ୟୁ

ମୁମ୍ବାଇ,୨୧ ।୨: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଇଛି । ଏହାକୁ ଦେଖି ପୁଣେରେ ସ୍କୁଲ-କଲେଜ ବନ୍ଦ କରି ଦିଆଯାଇଛି । ଏହାସହ ମହାରାଷ୍ଟ୍ର ସରକାର ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲଗାଇବା କଥା ଚିନ୍ତା କରୁଛନ୍ତି । ରବିବାର ସନ୍ଧ୍ୟାରେ…

ରାଜ୍ୟରେ ୫୮ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜ୍ୟରେ ରବିବାର ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ପୁଣି କଡ଼ାକଡ଼ି ହେବ କୋଭିଡ୍‌ ନିୟମ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଓଡ଼ିଶାରେ ପୁଣି କଡ଼ାକଡ଼ି ହେବ କୋଭିଡ୍‌ ନିୟମ। ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବଢ଼ିବା ସହ ଲକ୍‌ଡାଉନ୍‌ ସ୍ଥିତି ଉପୁଜିବା ପରେ ଓଡ଼ିଶାରେ ମଧ୍ୟ ଛନକା ପଶିଛି। ବର୍ତ୍ତମାନ ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଥିଲେ ମଧ୍ୟ ମହାରାଷ୍ଟ୍ର ଭଳି ପରିସ୍ଥିତି ଯେପରି ନ…

ଦେଶରେ ୩୪ ଦିନରେ ୧ କୋଟିରୁ ଅଧିକ ଟିକାକରଣ!

ନୂଆଦିଲ୍ଲୀ,୨୦ ।୨: କରୋନା ମହାମାରୀକୁ ଦୂରେଇ ଦେବାକୁ ଏବେ ବିଶ୍ୱର ଅଧିକାଂଶ ଦେଶରେ ଚାଲିଛି ଟିକାକରଣ କାର୍ଯ୍ୟକ୍ରମ । ଏହି କ୍ରମରେ ଭାରତରେ ବି ଟିକାକରଣ ଖୁବ୍ ଜୋରରେ ଚାଲିଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଗତ ୩୪ ଦିନ…

ରାଜ୍ୟରେ ୫୩ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…

କରୋନା ସଂକ୍ରମଣ: କେରଳରୁ ପୁଣେ ଯାଉଥିବା ଲୋକଙ୍କ ଆର୍‌ଟି-ପିସିଆର୍ ଟେଷ୍ଟ ଜରୁରୀ

ମୁମ୍ବାଇ,୧୯ ।୨: ଗୋଟିଏ ପଟେ ଦେଶରେ କରୋନା ସଂକ୍ରମଣ ସଂଖ୍ୟା କମ୍ ହେଉଥିବା ବେଳେ ଅନ୍ୟପଟେ ମହାରାଷ୍ଟ୍ରରେ ଏହାର ବିପରିତ ଦେଖିବାକୁ ମିଳିଛି । ଲଗାତାର ଭାବେ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାପରେ ଉଦ୍ଧବ…

ଆଜି ରାଜ୍ୟରୁ ୬୩ ପଜିଟିଭ୍‌ ଚିହ୍ନଟ, ୩୩୬୪୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୪୬୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୯ ଜଣ ଚିହ୍ନଟ…

ଆଜି ଭୁବନେଶ୍ୱରରୁ ୩ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସମସ୍ତେ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?