ସୁସ୍ଥ ହେବା ପରେ ବି ୩ ଥର ଆସିଲା କରୋନା ପଜିଟିଭ ରିପୋର୍ଟ
ଆଗ୍ରା,୧୫ ।୨: ଆଗ୍ରାର ସରୋଜିନି ନାଇଡୁ ମେଡିକାଲ କଲେଜରେ ଏମିତି ୬ଜଣ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି ଯେଉଁମାନେ କରୋନାରେ ପୀଡ଼ିତ ହୋଇ ଚିକିତ୍ସିତ ହେବା ପରେ ଠିକ୍ ହୋଇ ଯାଇଥିଲେ । ଡାକ୍ତରଙ୍କ କହିବା ଅନୁଯାୟୀ, ସେମାନଙ୍କ ଶରୀରରେ କରୋନା ଭାଇରସ…
ଆଜି ରାଜ୍ୟରେ ୮୮ ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ରେ ରେକର୍ଡ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ସୋମବାର ରାଜ୍ୟରୁ ୮୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୨୬୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୧ ଜଣ ଚିହ୍ନଟ…
କରୋନା ଭ୍ୟାକ୍ସିନ ଘୋଟାଲା ମାମଲାରେ ଇସ୍ତଫା ଦେଲେ ପେରୁ ବୈଦେଶିକ ମନ୍ତ୍ରୀ
ଲିମା,୧୫ ।୨: ପେରୁର ବୈଦେଶିକ ମନ୍ତ୍ରୀ ଏଲିଜାବେଥ ଏଷ୍ଟେଟ କରୋନା ଭ୍ୟାକ୍ସିନ ଘୋଟାଲା ସ୍ୱୀକାର କରିବା ପରେ ଇସ୍ତଫା ଦେଇଛନ୍ତି । ସେ କରୋନା ଭ୍ୟାକ୍ସିନ ସିନୋପାର୍ମ(ଚାଇନା)ର ଗୋଟିଏ ଡୋଜ୍ ନେଇଥିବା ସ୍ୱୀକାର କରିଛନ୍ତି । ତେବେ ରାଷ୍ଟ୍ରୀୟ ଟିକାକରଣ ଆରମ୍ଭ…
ଆଜି ଭୁବନେଶ୍ୱରରୁ ୪ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୨ ଜଣ ଲୋକାଲ କେସ୍ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।…
ଆଜି ରାଜ୍ୟରେ ୭୩ ପଜିଟିଭ୍ ଚିହ୍ନଟ, ବରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୧୪।୨(ବ୍ୟୁରୋ): ରବିବାର ରାଜ୍ୟରୁ ୭୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୧୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୪ ଜଣ ଚିହ୍ନଟ…
ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଜଣେ ମାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ ହୋଇଥିବା ବେଳେ ହଂସପାଳର ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର…
ବିଧାୟକଙ୍କ ହେବ କରୋନା ଟେଷ୍ଟ
ଭୁବନେଶ୍ୱର, ୧୩।୨(ବ୍ୟୁରୋ): ଆସନ୍ତା ୧୮ରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କୋଭିଡ୍ ସ୍ଥିତିରେ ସୁଧାର ଆସିଥିଲେ ହେଁ ଚଳିତଥର ମଧ୍ୟ ଅଧିବେଶନକାଳରେ ସମସ୍ତ ନିୟମାବଳୀକୁ ପାଳନ କରାଯିବ। ପୂର୍ବରୁ ଦୁଇଟି ଅଧିବେଶନ ଭଳି ଚଳିତ ଅଧିବେଶନ ଲାଗି ମଧ୍ୟ…
ଆଜି ଭୁବନେଶ୍ୱରରୁ ମାତ୍ର ୨ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ
ଭୁବନେଶ୍ୱର,୧୨।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ଲୋକାଲ କେସ୍ ଥିବା ବେଳେ ଜଣେ କ୍ୱାରାଣ୍ଟାଇନ୍ରୁ ଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ…
ଆଜି ରାଜ୍ୟରୁ ୫୮ ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୧୨।୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ରାଜ୍ୟରୁ ୫୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୦୪୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୫ ଜଣ…
ଆଜି ରାଜ୍ୟରୁ ୯୫ ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୧୧।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୯୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୯୮୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୬ ଜଣ ଚିହ୍ନଟ…
ରାଜ୍ୟରେ ୯୨ କରୋନା ଆକ୍ରାନ୍ତ ଚିହ୍ନଟ: ବରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୩୮ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ରାଜ୍ୟରେ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪୨ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
Archives


