କରୋନାକୁ ନେଇ ଏବେବି ମିଛ କହୁଛି ଚାଇନା!
ୱାଶିଂଟନ,୮ ।୨: ଏବେ ଯଦିଓ କରୋନା ମହାମାରୀର ପ୍ରକୋପ ଚାଇନାରେ କମ୍ ହୋଇଯାଇଛି ତଥାବି ବିଶେଷଜ୍ଞଙ୍କ କହିବା କଥା ହେଲା କରୋନାକୁ ନେଇ ଏବେବି କିଛି ତଥ୍ୟ ଲୁଚାଉଛି ଚାଇନା । ଆମେରିକା ବୈଦେଶିକ ମନ୍ତ୍ରୀ କିଛିଦିନ ତଳେ କହିଥିଲେ କି…
ଆଜି ରାଜ୍ୟରେ ୭୨ ପଜିଟିଭ୍ ଚିହ୍ନଟ, ୩୩୫୬୯୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୮।୨(ବ୍ୟୁରୋ): ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୬୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…
ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ୍ ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)…
ଆଫଗାନିସ୍ତାନକୁ କରୋନା ଭ୍ୟାକ୍ସିନ ପଠାଇଲା ଭାରତ
ମୁମ୍ବାଇ,୭ ।୨: ପୁଣିଥରେ ମାନବିକତାର ପରିଚୟ ଦେଇଛି ଭାରତ । କରୋନା ମହାମାରୀକୁ ନେଇ ସାରା ବିଶ୍ୱର ମେରୁଦଣ୍ଡ ଦୋହଲି ଯାଇଥିବା ବେଳେ ଏବେବି ମାନବିକତାର ପରିଚୟ ଦେଇ ଆଫଗାନିସ୍ତାନକୁ କରୋନା ଟିକା ଦେଇଛି ଭାରତ । ରବିବାର ମୁମ୍ବାଇ-ଦିଲ୍ଲୀ-କାବୁଲ ଏୟାର…
ଆଜି ରାଜ୍ୟରେ ୭୨ ପଜିଟିଭ୍ ଚିହ୍ନଟ, ୩୩୫୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୭।୨(ବ୍ୟୁରୋ): ରବିବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୬୨୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…
କରୋନା ଟିକା ନେଲେ ଜିଲାପାଳ, ଏସ୍ପି
କେନ୍ଦୁଝର,୬।୨(ସ୍ବ.ପ୍ର.): ବିଶ୍ୱ ମହାମାରୀ କୋଭିଡ୍-୧୯ ବିରୋଧରେ ଲଢ଼େଇ ଜାରି ରଖିଥିବା ଆଗ ଧାଡ଼ିିର କୋଭିଡ୍ ଯୋଦ୍ଧାଙ୍କ ପାଇଁ ଟିକାକରଣ ଆରମ୍ଭ ହୋଇଛି। ଶନିବାର ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଜିଲାପାଳ ଆଶିଷ ଠାକ୍ରେ ଏବଂ ଏସ୍ପି ମିତ୍ରଭାନୁ ମହାପାତ୍ର ଟିକା ନେଇ…
ମାର୍ଚ୍ଚରେ ବରିଷ୍ଠ ନାଗରିକଙ୍କୁ ମିଳିବ କରୋନା ଟିକା!
ନୂଆଦିଲ୍ଲୀ,୬ ।୨: କେନ୍ଦ୍ର ସ୍ୱାସ୍ଥ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଲୋକ ସଭାରେ କହିଥିଲେ କି ସାଧାରଣ ବଜେଟରେ କରୋନା ଟିକାକରଣ ପାଇଁ ୩୫ ହଜାର କୋଟି ଟଙ୍କା ଆବଣ୍ଟନ କରାଯାଇଛି । ଯଦି ଆବଶ୍ୟକ ପଡେ ତେବେ ଏଥିପାଇଁ ଆହୁରି ଅଧିକ…
ଆଜି ଭୁବନେଶ୍ୱରରୁ ୬ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ
ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍ ୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ଆଜି ରାଜ୍ୟରୁ ୯୭ କରୋନା ପଜିଟିଭ୍ ଚିହ୍ନଟ, ୩୩୫୪୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୫।୨(ବ୍ୟୁରୋ): ଶୁକ୍ରବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୯୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୪୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…
ପ୍ରାୟ ୪୬ଲକ୍ଷ ଲୋକଙ୍କୁ ଦିଆଗଲାଣି କରୋନା ଭ୍ୟାକ୍ସିନ: ୩୪ ଜଣ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୫ ।୨: କରୋନା ମହାମାରୀକୁ ଦୂରେଇବା ଲାଗି ଟିକାକରଣ ପ୍ରକ୍ରିୟା ପାଖାପାଖି ୨୦ ଦିନ ହେବ ଲାଗି ରହିଛି । ମିଳିଥିବା ସରକାରୀ ସୂଚନା ଅନୁଯାୟୀ ଗୁରୁବାର ପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୫,୯୩,୪୨୭ ଜଣଙ୍କୁ ଏହି ଟିକା ଦିଆ ସରିଛି ।…
ଆଜି ରାଜ୍ୟରେ ୧୦୦ ତଳେ କରୋନା, ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୪।୨(ବ୍ୟୁରୋ): ଗୁରୁବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୮୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୩୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…
କରୋନା ଟିକାକରଣ: ବ୍ରିଟେନ, ଆମେରିକାକୁ ପଛରେ ପକାଇଲା ଭାରତ
ନୂଆଦିଲ୍ଲୀ,୪ ।୨: ସାରା ଦେଶରେ ଜାନୁୟାରୀ ୧୬ରେ କରୋନା ଭାଇରସ ବିରୋଧରେ ଲଢିବାକୁ ଆରମ୍ଭ କରାଗଲା ଟିକାକରଣ କାର୍ଯ୍ୟକ୍ରମ । ଏବେ ମିଳିଥିବା ସୂଚନା ଅନୁଯାୟୀ ଦେଶରେ ପାଖାପାଖି ୪୫ ପ୍ରତିଶତ ଲୋକଙ୍କୁ କୋଭିଡ-୧୯ ଟିକା ଦିଆଯାଇ ସାରିଲାଣି । ଏହାସହ…
Archives


