କରୋନା ଭାଇରସ୍‌

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୧ କରୋନା ପଜିଟିଭ: ୩୩୫୨୮୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୩।୨(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଆଜି ୭୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୨୮୨ରେ ପହଞ୍ଚିଛି । ଏ ନେଇ ରାଜ୍ୟ…

କୋଭିଡ ନେଇଛି ୩୧୩ ଡାକ୍ତର, ନର୍ସ, ଆଶାକର୍ମୀଙ୍କ ଜୀବନ

ନୂଆଦିଲ୍ଲୀ,୨ ।୨: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଛି । ଏଥିରେ କୋଟି କୋଟି ଲୋକ ସଂକ୍ରମିତ ହୋଇଥିବା ବେଳେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ବି ଯାଇଛି । ଦେଶରେ ଜାନୁୟାରୀ…

ଭୁବନେଶ୍ୱରରୁ ଆଜି ପୁଣି ୯ ପଜିିଟିଭ୍‌ ଚିହ୍ନଟ: ୮ ସୁସ୍ଥ

ଭୁବନେଶ୍ୱର,୧।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ଜଣେ ରହିଥିବା ବେଳେ ଲୋକାଲ କେସ୍‌ ୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ…

ଆଜି ରାଜ୍ୟରେ ୧୦୦ ତଳେ କରୋନା, ଜାଣନ୍ତୁ କେଉଁ ଜିଲାରେ କେତେ କମିଲା

ଭୁବନେଶ୍ୱର,୧।୨(ବ୍ୟୁରୋ): ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୧୫୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

କୁୱେତ ପହଞ୍ଚିଲା ଭାରତର କରୋନା ଭ୍ୟାକ୍ସିନ, ବୈଦେଶିକ ମନ୍ତ୍ରୀ କହିଲେ ଘନିଷ୍ଠ ବନ୍ଧୁତାର ପ୍ରତିକ

ନୂଆଦିଲ୍ଲୀ/କୁୱେତ ସିଟି ,୧ ।୨: କରୋନା ମହାମାରୀ ସହ ସାରା ବିଶ୍ୱ ଲଢୁଥିବା ବେଳେ ବିକଶିତ ଦେଶର ଭ୍ୟାକ୍ସିନ ଉପରେ ଏବେ କିଛି ଦେଶ ନିର୍ଭର କରୁଛନ୍ତି । ସେମିତି ଭାରତରେ ପ୍ରସ୍ତୁତ ୨ଟି ଭ୍ୟାକ୍ସିନକୁ ମଧ୍ୟ ଦେଶ ଅନ୍ୟ ଦେଶକୁ…

ଗୋଟିଏ ଶ୍ରେଣୀର ୨୨ ପିଲା କରୋନା ପଜିଟିଭ

କୋଣ୍ଡାଗାଓଁ,୩୧ ।୧: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ କମ୍ ହେବା ପରିଲକ୍ଷିତ ହେଉଛି । ହେଲେ ଛତିଶଗଡ଼ କୋଣ୍ଡାଗାଓଁରେ ଗୋଟିଏ ଶ୍ରେଣୀରେ ୨୨ ପିଲା କରୋନା ପଜିଟିଭ ଚିହ୍ନଟ ହେବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଜିଲାର ବଡେରାଜପୁର…

ଆଜି ରାଜ୍ୟରୁ ୧୧୪ ପଜିଟିଭ୍‌ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରବିବାର ୧୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୮ ଜଣ ଚିହ୍ନଟ ହୋଇଥିବା…

ଟିକା ପରେ ଜୀବନ ହାରିଲେଣି ୧୦

ନୂଆଦିଲ୍ଲୀ, ୩୧ା୧: କରୋନା ଟିକା ନେବା ପରେ ବର୍ତ୍ତମାନ ସୁଦ୍ଧା ଦେଶରେ ପ୍ରାୟ ୧୦ ଜଣଙ୍କ ଜୀବନ ଗଲାଣି। ଭାକ୍ସିନ ନେବାର ୫ ଦିନ ମଧ୍ୟରେ କର୍ନାଟକ, ଉତ୍ତରପ୍ରଦେଶ, ରାଜସ୍ଥାନ, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ହରିୟାଣା ଓ ଓଡ଼ିଶାରେ ଏହି ମୃତ୍ୟୁ ଘଟିଥିବା…

ଆଜି ରାଜଧାନୀରେ ୪ କରୋନା ଆକ୍ରାନ୍ତ ଚିହ୍ନଟ, ୫ ସୁସ୍ଥ

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଶନିବାର ରାଜଧାନୀରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଏକ ଅଙ୍କକୁ ଖସିଛି। ତେବେ ଆଜି ରାଜଧାନୀରୁ ମାତ୍ର ୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସମସ୍ତ…

ଆକ୍ସନ ମୁଡ୍‌ରେ ଡବ୍ଲୁଏଚ୍‌ଓ!

ବେଜିଂ,୩୦ ।୧: କରୋନା ମହାମାରୀ ସାରା ବିଶ୍ୱର ମେରୁଦଣ୍ଡକୁ ଦୋହଲାଇ ଦେଇଥିବା ବେଳେ ଏବେ ଏହାକୁ ନେଇ ଖୋଳତାଡ ଆରମ୍ଭ କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) । ଏହି ମହାମାରୀ ପ୍ରଥମେ ଚାଇନାରେ ୨୦୧୯ରେ ଦେଖାଦେଇଥିବା ବେଳେ ୨୦୨୦ ସୁଦ୍ଧା ଏହା…

ରାଜ୍ୟରେ ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଫେବୃୟାରୀ ୨୮ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ୍ ଅବଧି: ମହାରାଷ୍ଟ୍ର ସରକାର

ମୁମ୍ବାଇ,୨୯ ।୧: ଗୋଟିଏ ପଟେ କରୋନା ମହାମାରୀ ସାରା ଦେଶରେ ଏକ ପ୍ରକାର କମ୍ ହାଇଯାଇଥିବା ବେଳେ ଅନ୍ୟପଟେ କିନ୍ତୁ ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ସ୍ଥିତି ସୁଧୁରି ନାହିଁ କହିଲେ ଚଳେ । ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ସରକାର ପୁଣିଥରେ ଫେବୃୟାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri