କରୋନା ଭାଇରସ୍‌

ଆଜି ରାଜ୍ୟରେ ୧୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୭୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୮୫୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୨ ଜଣ ଚିହ୍ନଟ…

ଆଜି ଦେଶରେ ୧୮,୮୫୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୧: ଦେଶରେ ଆଜି ଦିନକରେ ଆଉ ୧୮ ହଜାର ୮୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୨୦ ହଜାର ୦୪୮କୁ ବୃଦ୍ଧି ପାଇଛି। ଦେଶରେ ଚିକିତ୍ସାଧୀନ ଆକ୍ରାନ୍ତଙ୍କ…

ଗତ ୭ଦିନ ମଧ୍ୟରେ ୧୪୭ ଜିଲାରେ ଚିହ୍ନଟ ହୋଇ ନାହାଁନ୍ତି ଜଣେ ବି କରୋନା ସଂକ୍ରମିତ

ନୂଆଦିଲ୍ଲୀ,୨୮ ।୧: କରୋନା ଭାଇରସ ସଂକ୍ରମଣ ସାରା ବିଶ୍ୱକୁ ଅସ୍ଥିର କରି ପକାଇଛି । ତେବେ ଦେଶରେ ବେଳକୁ ବେଳ ନୂଆ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବା ସାମାନ୍ୟ ଆଶ୍ୱସ୍ତି ପ୍ରଦାନ କରୁଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଗତ…

ଟିକା ନେଲେ ଡାକ୍ତର, ରାଗିଲେ ପତ୍ନୀ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୮ ।୧: ରାଜଧାନୀ ଦିଲ୍ଲୀର ଜଣେ ବରିଷ୍ଠ ତଥା ନାଁକରା ଡାକ୍ତର ଏକେଲା କରୋନା ଟିକା ନେଇଯିବା ପରେ ତାଙ୍କ ପତ୍ନୀ ଫୋନ୍‌ରେ ହିଁ ତାଙ୍କୁ ଟୁଇସନ କରିଥିବା ଜଣାପଡିଛି । ସବୁଠାରୁ ମଜାକଥା ହେଲା ଯେତେବେଳେ ତାଙ୍କପତ୍ନୀ ତାଙ୍କୁ ଗାଳି…

ରାଜ୍ୟରୁ ଚିହ୍ନଟ ହେଲେ ନୂଆ ୧୩୮ କରୋନା ପଜିଟିଭ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୪୬୬୭ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୧(ବ୍ୟୁରୋ): ଗତ ମଙ୍ଗଳବାର ରାଜ୍ୟରେ ଶତେ ତଳକୁ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୩୮। ଏଥିମଧ୍ୟରୁ ୮୧ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୭ ଲୋକାଲ କେସ୍‌ ରହିଛି।…

ଆମେରିକାରେ ବ୍ରାଜିଲ କରୋନା ଭାଇରସ!

ୱାଶିଂଟନ,୨୬ ।୧: କରୋନା ମାହାମରୀ ଦ୍ୱାରା ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ଆମେରିକା । ଏବେ ପୁଣିଥରେ ଆମେରିକାବାସୀଙ୍କ ଚିନ୍ତା ବୃଦ୍ଧି ପାଇଛି । ଗଣମାଧ୍ୟମର ସୂଚନା ଅନୁଯାୟୀ ବ୍ରାଜିଲରେ ମିଳିଥିବା କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଏବେ ଆମେରିକାରେ ଦେଖାଯାଇଛି…

୭ ମାସ ପରେ ରାଜ୍ୟରେ ୧୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳକୁ ଖସିଛି। ୭ ମାସ (୬ ଜୁନ୍‌ ୨୦୨୦) ପରେ ପ୍ରଥମ ଥର ରାଜ୍ୟରେ ୧୦୦ ତଳକୁ ଖସିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା। ମଙ୍ଗଳବାର ୯୯ ଜଣ ନୂଆ…

ଆଜି ଭୁବନେଶ୍ୱରରୁ ୪ ଆକ୍ରାନ୍ତ ଚିହ୍ନଟ: ସବୁ ଲୋକାଲ କେସ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସବୁ ଲୋକାଲ କେସ୍‌ ଥିବା ଜଣା ପଡ଼ିଛି। ସେହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ…

ମାସ୍କ ପିନ୍ଧିବାକୁ ରାଜି ନ ଥିବା ମେକ୍ସିକୋ ରାଷ୍ଟ୍ରପତି କରୋନା ପଜିଟିଭ

ମେକ୍ସିକୋ ସିଟି,୨୫ ।୧: ମେକ୍ସିକୋ ରାଷ୍ଟ୍ରପତି ଆନ୍ଦ୍ରେ ମେନୁୟଲ ଲୋପେଜ ଓବ୍ରାଡର କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ସୂଚନାଯୋଗ୍ୟ, ଦେଶରେ କରୋନା ଭାଇରସକୁ ଦୂରେଇ ଦେବାକୁ ନେଇ ଓବ୍ରାଡରଙ୍କର ବହୁ ସମାଲୋଚନା କରାଯାଇଥିଲା । ଏମିତିକି ସେ କରୋନା…

ଆଜି ରାଜ୍ୟରୁ ୧୩୦ ପଜିଟିଭ୍‌ ଚିହ୍ନଟ, ଜଣେ ଆକ୍ରାନ୍ତ ଆଖି ବୁଜିଲେ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ସେମବାର ରାଜ୍ୟରେ ୧୩୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୪୩୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୬ ଜଣ ଚିହ୍ନଟ…

ରାଜ୍ୟରେ ଟିକା ନେଲେଣି ଦେଢ଼ଲକ୍ଷ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ ଦେଢ଼ ଲକ୍ଷ ଲୋକଙ୍କୁ ଟିକା ଦିଆସରିଲାଣି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦେଶରେ ଟିକାକରଣରେ ଓଡ଼ିଶା ଆଗରେ ରହିଛି। ରାଜ୍ୟରେ କୋଭିଡ୍‌-୧୯ ଟିକାକରଣ ଅଭିଯାନରେ ସମୁଦାୟ ୧.୫ ଲକ୍ଷ…

କରୋନା ରୋକିବାକୁ ବାଇଡେନ୍‌ଙ୍କ ନୂଆ ପ୍ରୟାସ

ୱାଶିଂଟନ,୨୫ ।୧: କରୋନା ମହାମାରୀ ଏବେବି ଆମେରିକାରେ ଥମିବାର ନାଁ ନେଉନାହିଁ । ସଂକ୍ରମଣ ସଂଖ୍ୟାରେ ବେଳକୁ ବେଳେ ବୃଦ୍ଧି ହେଉଥିବାରୁ ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ଏହାକୁ ରୋକିବାକୁ ନୂଆ ପ୍ରୟାସ ଆରମ୍ଭ କରିଛନ୍ତି । ବିଦେଶୀଙ୍କୁ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri