କରୋନା ଭାଇରସ୍‌

ଏମ୍ସ ଉପନିର୍ଦ୍ଦେଶକ ନେଲେ ଟିକା

ନୂଆଦିଲ୍ଲୀ, ୨୫।୧: କରୋନା ଟିକା ନେବାକୁ ନେଇ ଏବେ ଲୋକଙ୍କ ମନରେ ଉତ୍ସାହଠାରୁ ଅଧିକ ଆଶଙ୍କା ଓ ଭୟ ଦେଖାଦେଉଛି। ଏହାକୁ ପ୍ରତିହତ କରିବା ପାଇଁ ସରକାରୀ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଏହି…

ପଦାରେ ପଡୁଛି ଚାଇନାର ଚାଲାକି

ନୂଆଦିଲ୍ଲୀ,୨୪ ।୧: ଚାଇନା ତା’ର ଚତୁରତା ପାଇଁ ସାରା ବିଶ୍ୱରେ ବେଶ୍ ପରିଚିତ । ଗୋଟିଏ ପଟେ ଭାରତର ସହୃଦୟ ଦେଖି ଚାଇନା ନିଜ ପଡୋଶୀ ଦେଶ ବାଂଲାଦେଶକୁ ମାଗଣାରେ ଲକ୍ଷ ଲକ୍ଷ ଡୋଜ କରୋନା ଟିକା ପଠାଇଥିବା ଜଣାପଡିଛି ।…

ଆଜି ରାଜ୍ୟରୁ ୧୫୦ ପଜିଟିଭ୍‌ ଚିହ୍ନଟ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୪।୧(ବ୍ୟୁରୋ): ରବିବାର ରାଜ୍ୟରେ ୧୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୩୦୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୯ ଜଣ ଚିହ୍ନଟ…

ଜୁଲାଇ ୧୭ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌

ଲଣ୍ଡନ, ୨୪।୧: ବ୍ରିଟେନ୍‌ରେ କରୋନା ମହାମାରୀ ସଂକ୍ରମଣର ନୂଆ ଷ୍ଟ୍ରେନ୍‌ ନେଇ ଆତଙ୍କ ସୃଷ୍ଟି ହୋଇଛି। ସରକାରୀ ପ୍ରତିବନ୍ଧକ ସତ୍ତ୍ୱେ କରୋନା ସଂକ୍ରମଣକୁ ରୋକିବା ସମ୍ଭବ ହୋଇ ପାରୁ ନାହିଁ। ଦେଶରେ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ଜାରି…

ଆଜି ରାଜଧାନୀରେ ୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଶନିବାର ରାଜଧାନୀରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଏକ ଅଙ୍କକୁ ଖସିଛି। ତେବେ ଆଜି ରାଜଧାନୀରୁ ମାତ୍ର ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ…

ରାଜ୍ୟରେ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ: ଜଣେ ମୃତ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଶନିବାର ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଖୋଲା ବଜାରରେ ମିଳିବନି କରୋନା ଟିକା

ନୂଆଦିଲ୍ଲୀ, ୨୩।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ କରୋନା ଟିକା ଖୋଲା ବଜାରରେ ମିଳିବ କି ନାହିଁ, ସେନେଇ ଲୋକଙ୍କ ମଧ୍ୟରେୀ ନାନା କଳ୍ପନା ଜଳ୍ପନା ବୃଦ୍ଧି ପାଉଛି। ତେବେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ରାଜେଶ…

ବାଇଡେନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ : ମୁତୟନ ହୋଇଥିବା ୨୦୦ ସୁରକ୍ଷାକର୍ମୀ କରୋନା ପଜିଟିଭ୍‌

ଓ୍ବାଶିଂଟନ, ୨୩।୧: ଆମେରିକାର ନୂଆ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସୁରକ୍ଷା କାର୍ଯ୍ୟରେ ମୁତୟନ ହୋଇଥିବା ୨୦୦ ସୁରକ୍ଷାକର୍ମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପିଜିଟିଭ୍‌ ଆସିଛି। ସୁରକ୍ଷା କାର୍ଯ୍ୟରେ ୨୫ ହଜାର ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଥିଲା।…

ପରେଡ୍‌ରେ ସ୍ଥାନ ପାଇବ କୋଭିଡ୍‌ ଟିକା

ନୂଆଦିଲ୍ଲୀ, ୨୩।୧(ଆଇଏଏନ୍‌ଏସ୍‌): ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର ରାଜପଥରେ ଅନୁଷ୍ଠିତ ହେବାକୁ ଥିବା ପରେଡ୍‌ରେ କୋଭିଡ୍‌ ଟିକାର ବିକାଶ ପ୍ରକ୍ରିୟା ପ୍ରଦର୍ଶନ ହେବ। କରୋନା ମହାମାରୀରେ ଦେଶରେ ୧,୦୬,୨୫,୪୨୮ ଲୋକ ସଂକ୍ରମିତ ହୋଇଥିବାବେଳେ ୧,୫୩,୦୩୨ ଜଣଙ୍କ ଜୀବନ ଯାଇଛି।…

ଭୁବନେଶ୍ୱରରୁ ଆଜି ପୁଣି ୫ ପଜିିଟିଭ୍‌ ଚିହ୍ନଟ: ୭ ସୁସ୍ଥ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଭିଡିଓ କନଫରେନସିଂ ଜରିଆରେ କରୋନା ୱାରିୟର୍ସଙ୍କୁ ସମ୍ବୋଧିତ କଲେ ମୋଦି

ବାରାଣସୀ,୨୨ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବାରାଣସୀର କରୋନା ଯୋଦ୍ଧାଙ୍କୁ ସମ୍ବୋଧିତ କରିଛନ୍ତି । ମୋଦି କହିଥିଲେ ୨୦୨୧ର ଆରମ୍ଭ ଶୁଭ ରହିଛି । ଦେଶରେ ଏବେ ବିଶ୍ୱର ସବୁଠାରୁ ବଡ ଟିକାକରଣ କାର୍ଯ୍ୟକ୍ରମ ଚାଲୁ ରହିଛି । ଦେଶରେ…

ଆଜି ରାଜ୍ୟରୁ ୧୫୪ ପଜିଟିଭ୍‌ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୧୫୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୦୨୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୯ ଜଣ ଚିହ୍ନଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri