କରୋନା ଭାଇରସ୍‌

ନଷ୍ଟ ହେଉଛି ଡୋଜ୍‌: ସରକାର ଜାରି କଲେ ସଚେତନତା ପୋଷ୍ଟର

ନୂଆଦିଲ୍ଲୀ, ୨୧।୧: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଜାରି ରହିଛି। ତେବେ ଟିକାର ପାର୍ଶ୍ୱ ପ୍ରତିକ୍ରିୟାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଫଳରେ ଲୋକେ ଟିକା ନେବାକୁ ଅମଙ୍ଗ ହେଉଛନ୍ତି। ଏହାଯୋଗୁ ଡୋଜ୍‌ ନଷ୍ଟ ହେବାରେ ଲାଗିଛି। ଏହାକୁ…

କରୋନା ଟିକା ନେବାକୁ ଲୋକେ ଅମଙ୍ଗ: ସ୍ୱାସ୍ଥ୍ୟମନ୍ତ୍ରୀ କହିଲେ ଏହା ସମ୍ପୂର୍ଣ୍ଣ ସୁରକ୍ଷିତ

ନୂଆଦିଲ୍ଲୀ,୨୧ ।୧: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଦେଶରେ ଆରମ୍ଭ ହୋଇଯାଇଛି କରୋନା ଟିକାକରଣ କାର୍ଯ୍ୟକ୍ରମ । ହେଲେ କରୋନାର ଟିକାକୁ ନେଇ ଏବେବି ଲୋକଙ୍କ ମନରେ ନାନା ପ୍ରଶ୍ନ ଉଙ୍କି ମାରୁଛି । ଯାହାକୁ ଦୂରେଇ ଦେବାକୁ ଏବେ କେନ୍ଦ୍ର…

ଟିକା ନେବା ପରେ ଡ୍ରାଇଭରଙ୍କ ମୃତ୍ୟୁ, ଆଶାକର୍ମୀ ଅସୁସ୍ଥ: ପରୀକ୍ଷା ନିରୀକ୍ଷା ଜାରି

ହାଇଦ୍ରାବାଦ୍‌/ଚଣ୍ଡିଗଡ଼, ୨୧।୧: କରୋନା ଟିକା ନେବା ପରେ ତେଲଙ୍ଗାନାର ନିର୍ମଳ ଜିଲାରେ ଆମ୍ବୁଲାନ୍ସ୍‌ ଡ୍ରାଇଭର ବିଠୁଲଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ସଦସ୍ୟଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଏଭଳି ହୋଇଥିବା ସେମାନେ କହିଛନ୍ତି। ଟିକାନେବାର କିଛି ଘଣ୍ଟା…

ଭାରତରେ କରୋନା ଟିକାର କମ୍‌ ପାର୍ଶ୍ୱ ପ୍ରତିକ୍ରିୟା: ଅସୁସ୍ଥଙ୍କ ସଂଖ୍ୟା ୬୦୦ ଛୁଇଁଲା

ନୂଆଦିଲ୍ଲୀ, ୨୧।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। କରୋନା ଟିକା ନେବା ପରେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଜାନୁୟାରୀ ୧୬ଠାରୁ ଇତିମଧ୍ୟରେ ୬୦୦ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ସେଥିମଧ୍ୟରୁ ୧୦ ଜଣଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି…

ଆଜି ରାଜ୍ୟରୁ ୧୪୩ କରୋନା ପଜିଟିଭ୍‌ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୧୪୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୮୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୪ଜଣ ଚିହ୍ନଟ ହୋଇଥିବା…

ମଡର୍ନା ଟିକା ପାର୍ଶ୍ୱ ପ୍ରତିକ୍ରିୟାର ତଦନ୍ତ ଆରମ୍ଭ

ନ୍ୟୁୟର୍କ, ୨୧।୧: କାଲିଫର୍ନିଆର ସାନ୍‌ ଡିଏଗୋ ଟିକା କେନ୍ଦ୍ରରେ ମଡର୍ନା କମ୍ପାନୀର କୋଭିଡ୍‌ ଟିକା ନେବା ପରେ ଅନେକଙ୍କ ଠାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇଛି। କାଲିଫର୍ନିଆ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାର ତଦନ୍ତ ଆରମ୍ଭ ହୋଇଛି। ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗ କରାଯାଉଥିବା…

ଭୁଟାନ, ମାଳଦ୍ୱୀପରେ ପହଞ୍ଚିଲା ଭାରତୀୟ ଟିକା

ନୂଆଦିଲ୍ଲୀ, ୨୧।୧: ଭାରତ ସରକାରଙ୍କ ଟିକା ମୈତ୍ରୀ ଆରମ୍ଭ ହୋଇଛି। ନୂଆଦିଲ୍ଲୀ ପଠାଇଥିବା ୧,୫୦,୦୦୦ କୋଭିଶିଲ୍ଡ ଟିକା ବୁଧବାର ଭୁଟାନରେ ପହଞ୍ଚିଛି । ଭାରତର ‘ପଡୋଶୀ ପ୍ରଥମ’ ନୀତିର ଏହା ଏକ ଉଦାହରଣ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଟୁଇଟ୍‌…

ରାଜ୍ୟରେ ନୂଆ ୧୫୭ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ୧୫୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା…

ଜମାଟ ବାନ୍ଧିଲା ୧୦୦୦ କରୋନା ଟିକା, ନଷ୍ଟ ହୋଇଥିବା ଆଶଙ୍କା

ସିଲଚର୍‌, ୨୦।୧: ହସ୍ପିଟାଲରେ ୧୦୦୦ କରୋନା ଟିକା ଜମାଟ ବାନ୍ଧି ଯାଇଛି। ଶୂନ ଡିଗ୍ରୀ ତାପମାତ୍ରାରେ ଟିକାକୁ ନ ରଖାଯିବାରୁ ଏଭଳି ହୋଇଥିବା କୁହାଯାଉଛି। ଆସାମର କଚ୍ଛାର ଜିଲାର ସିଲଚର୍‌ସ୍ଥିତ ମେଡ଼ିକାଲ କଲେଜରେ ଘଟିଛି। ଜମାଟ ବାନ୍ଧି ଯାଇଥିବା ଟିକାକୁ ପରୀକ୍ଷା…

୦.୧୮%ଙ୍କଠାରେ ପାର୍ଶ୍ୱ ପ୍ରତିକ୍ରିୟା

ନୂଆଦିଲ୍ଲୀ, ୨୦ା୧: ଭାରତରେ ଦିଆଯାଉଥିବା କରୋନା ଟିକା ସୁରକ୍ଷିତ। ଏବେ ସୁଦ୍ଧା ସାଢ଼େ ୪ ଲକ୍ଷରୁ ଅଧିକ ଲୋକଙ୍କୁ ଭାକ୍ସିନ ଦିଅ।ଯାଇସାରିଛି। ସେମାନଙ୍କ ମଧ୍ୟରୁ ମାତ୍ର ୦.୧୮ ପ୍ରତିଶତଙ୍କଠାରେ ପାର୍ଶ୍ୱ ପ୍ରତିକ୍ରିୟା ପରିଲିକ୍ଷିତ ହୋଇଛି ଏବଂ ୦.୦୦୨ ପ୍ରତିଶତ ଲୋକଙ୍କୁ ଡାକ୍ତରଖାନାରେ…

ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ଲୋକାଲ କେସ ସଂଖ୍ୟା ଅଧିକ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଫେରାଇ ନିଆଗଲା ‘ଭ୍ୟାକ୍ସିନ ନ ନେଲେ ମିଳିବ ନାହିଁ ଦରମା’ ନିର୍ଦ୍ଦେଶ

କୋଡରମା,୧୯ ।୧: କରୋନା ଭ୍ୟାକ୍ସିନକୁ ନେଇ ଝାଡ଼ଖଣ୍ଡରେ ଏକ ନିର୍ଦ୍ଦେଶ ଜାରି କରାଯାଇଥିଲା । ଯାହା ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଥିଲା । ଝାଡ଼ଖଣ୍ଡର କୋଡରମାରେ ବରିଷ୍ଠ ସ୍ୱାସ୍ଥ୍ୟ ଅଧିକାରୀ ଏକ ନିର୍ଦ୍ଦେଶ ଜାରି କରି କହିଥିଲେ ଯେଉଁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?