କରୋନା ଭାଇରସ୍‌

ଭାରତକୁ କରୋନା ଭ୍ୟାକ୍ସିନ ମାଗିଲେ କାମ୍ବୋଡିଆ ପ୍ରଧାନମନ୍ତ୍ରୀ

ନୋମ ପେନହ,୧୯ ।୧: ଭାରତରେ ନିର୍ମିତ ଦୁଇଟି କୋଭିଡ ଭ୍ୟାକ୍ସିନକୁ କରୋନା ମୁକାବିଲା ଲାଗି ଜରୁରୀ ପରିସ୍ଥିତିରେ ବ୍ୟବହାର ପାଇଁ ଅନୁମତି ମିଳିଯିବା ପରେ ୧୬ ଜାନୁୟାରୀରୁ ଦେଶରେ ସବୁଠାରୁ ବଡ ଟିକାକରଣ ଅଭିଯାନ ଆରମ୍ଭ କରାଯାଇଛି । ଏହାକୁ ଦେଖି…

କରୋନା ମହାମାରୀ ସଂକ୍ରମଣ ପାଇଁ ଚାଇନା-ଡବ୍ଲ୍ୟୁଏଚ୍‌ଓ ଦାୟୀ

ଜେନେଭା,୧୯।୧: ଚାଇନାର ଉହାନ ସହରରୁ କରୋନା ମହାମାରୀ ସୃଷ୍ଟି ହୋଇ ପୃଥିବୀର ବିଭିନ୍ନ ଦେଶକୁ ବ୍ୟାପୀ ଥିଲା। କରୋନା ସଂକ୍ରମଣ ପାଇଁ ଚାଇନା ଏବଂ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଦାୟୀ ବୋଲି ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଚାଇନା ଏବଂ…

ବାଂଲାଦେଶକୁ ୨୦ ଲକ୍ଷ କରୋନା ଟିକା ଉପହାର ଦେବ ଭାରତ

ନୂଆଦିଲ୍ଲୀ,୧୯।୧: ଭାରତରେ ସାର୍ବଜନୀକ କରୋନା ଟିକା ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଭାରତ ପକ୍ଷରୁ ବାଂଲାଦେଶକୁ ୨୦ଲକ୍ଷ କରୋନା ଟିକା ଉପହାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ଜାନୁୟାରୀ ୨୦ରେ ଟିକା ବାଂଲାଦେଶରେ ପହଞ୍ଚିବ। ଏକ ସ୍ବତନ୍ତ୍ର ବିମାନରେ ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା…

ଟିକାକୁ ଭୟ: ନେବାକୁ ଚାହୁଁ ନାହାନ୍ତି ୬୨ ପ୍ରତିଶତ ଲୋକ

ନୂଆଦିଲ୍ଲୀ,୧୯।୧: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ତେବେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଦେଶର ୬୨ ପ୍ରତିଶତ ଲୋକ ଟିକା ନେବାକୁ ଅମଙ୍ଗ ହେଉଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି।…

କୋ-ଓ୍ବିନ୍‌ ଆପ୍‌ରେ ତ୍ରୁଟି: ଟିକା ନେବା ପାଇଁ ପହଞ୍ଚି ପାରୁନି ମେସେଜ୍‌

ନୂଆଦିଲ୍ଲୀ,୧୯।୧: କରୋନା ମହାମାରୀ ବିରୋଧରେ ଭାରତରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ଏପରେ ସ୍ଥଳେ ଦେଶରେ ସାର୍ବଜନୀକ ଟିକାକରଣ ଆରମ୍ଭ ହୋଇଛି। ତେବେ ଟିକାକରଣ କାର୍ଯ୍ୟକ୍ରମରେ ପ୍ରଶାସନକୁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଟିକା ନେବା ଲାଗି ଲୋକଙ୍କ ପାଖକୁ…

ଟିକା ପରେ ଭାରତରେ ପ୍ରଥମ ମୃତ୍ୟୁ

ନୂଆଦିଲ୍ଲୀ/ଲକ୍ଷ୍ନୌ, ୧୯ା୧(ପି.ଟି.): ଉତ୍ତରପ୍ରଦେଶର ମୋରାଦାବାଦରେ କୋଭିଡ୍‌ ଟିକା ନେବାର ଦିନକ ପରେ ଜଣେ ୪୬ ବର୍ଷୀୟ ସ୍ବାସ୍ଥ୍ୟକର୍ମୀଙ୍କର ମୃତ୍ୟୁ ଘଟିଛି। ଭାରତରେ ଶନିବାରଠାରୁ କୋଭିଡ୍‌ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିବାବେଳେ ଏହା ପ୍ରଥମ ମୃତ୍ୟୁ। ମହିପାଲ ସିଂ ନାମକ ଏହି ସ୍ବାସ୍ଥ୍ୟକର୍ମୀ…

ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ୭ ସୁସ୍ଥ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଆହୁରି ମହାମାରୀ ଆଣିବ ଚାଇନା: ଆମେରିକା!

ୱାଶିଂଟନ,୧୮ ।୧: ଆମେରିକା ପ୍ରଥମଥର ପାଇଁ ଦାବି କରିଛି ଯେ ମହାମାରୀ ବ୍ୟାପୁଥିବା କରୋନା ଭାଇରସ ଚାଇନାର ଉହାନ ଇନଷ୍ଟିଚ୍ୟୁଟ ଅଫ୍ ଭାଇରୋଲୋଜି(ଡବ୍ଲୁଆଇବି)ରୁ ଆସିଛି । ଏହାକୁ ଚାଇନା ସେନା ଗୁପ୍ତ ଗବେଷଣା ପାଇଁ ବ୍ୟବହାର କରୁଛନ୍ତି । ଏହି ଅଭିଯୋଗରୁ…

ଆଜି ରାଜ୍ୟରୁ ୧୩୪ ପଜିଟିଭ୍‌ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ସୋମବାର ରାଜ୍ୟରେ ୧୩୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୪୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୯ ଜଣ ଚିହ୍ନଟ…

କରୋନା ଟିକା ଯୋଗୁ ଓ୍ବାର୍ଡ ବୟଙ୍କ ହୋଇନି ମୃତ୍ୟୁ: ପୋଷ୍ଟମୋର୍ଟମ ରିପୋର୍ଟ

ମୋରାଦାବାଦ୍‌,୧୮।୧: କରୋନା ଟିକା ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଉତ୍ତରପ୍ରଦେଶ ମୋରାଦାବାଦ୍‌ରେ ଜିଲା ହସ୍ପିଟାଲରେ କାମ କରୁଥିବା ୪୬ ବର୍ଷ ବୟସ୍କ ଓ୍ବାର୍ଡ ବୟ ମହିପାଳ ସିଂଙ୍କୁ ଜାନୁୟାରୀ ୧୬ରେ କରୋନା ଟିକା ଦିଆଯାଇଥିଲା। ଟିକା ନେବାର କିଛି…

ଦିଲ୍ଲୀରେ ୧୦ ମାସ ପରେ ଖୋଲିଲା ସ୍କୁଲ

ନୂଆଦିଲ୍ଲୀ,୧୮।୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ରାଜଧାନୀ ଦିଲ୍ଲୀରେ ଗତ ୧୦ ମାସ ଧରି ସ୍କୁଲ ବନ୍ଦ ରହିଥିଲା। ତେବେ ସୋମବାର ସ୍କୁଲ ଖୋଲିଛି। ଏନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ସେମାନେ ବିଜୟ ସୂଚକ ଚିହ୍ନ ଦେଖାଇ ସ୍କୁଲରେ…

ଭାରତ ପାଇଁ ସତର୍କ ଘଣ୍ଟି

ନୂଆଦିଲ୍ଲୀ, ୧୮।୧: ମହାମାରୀ କରୋନା ମୁଣ୍ଡ ପରେ ମୁଣ୍ଡ ଗଡ଼ାଇ ଚାଲିଥିବାବେଳେ ସମସ୍ତଙ୍କ ଅପେକ୍ଷା ଥିଲା ଟିକାକୁ। ସଂକ୍ରମଣର ପ୍ରାୟ ବର୍ଷେ ପରେ ଆମେରିକା, ବ୍ରିଟେନ, ରୁଷିଆ, ଚାଇନା ସମେତ ବିଶ୍ୱର ବିଭିନ୍ନ ଦେଶକୁ ଭାକ୍ସିନ୍‌ ଆସିଛି। କୋଭିଡ୍‌ ମହାମାରୀ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?