କରୋନା ଭାଇରସ୍‌

କରୋନା ଟିକା ପାଇଁ ମୋଦିଙ୍କୁ ପତ୍ର ଲେଖିଲେ ବ୍ରାଜିଲ ରାଷ୍ଟ୍ରପତି

ବ୍ରାସିଲିୟା,୯ ।୧: ଭାରତରେ ପ୍ରସ୍ତୁତ ସ୍ୱଦେଶୀ କରୋନା ଭ୍ୟାକ୍ସିନକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର ପାଇଁ ମଞ୍ଜୁରୀ ମିଳିଯିବା ପରେ ଏବେ ଖୁବଶୀଘ୍ର କରୋନା ଟିକାକରଣ ଆରମ୍ଭ ହୋଇଯିବ ବୋଲି ଆଶା କରାଯାଉଛି । ଇତିମଧ୍ୟରେ ବ୍ରାଜିଲ ରାଷ୍ଟ୍ରପତି ଜାୟର ବୋଲସୋନାରୋ ପ୍ରଧାନମନ୍ତ୍ରୀ…

କରୋନା ଟ୍ରାଏଲ ଡୋଜ ପରେ ସ୍ୱେଚ୍ଛାସେବୀଙ୍କ ମୃତ୍ୟୁ

ଭୋପାଳ,୯ ।୧: ମଧ୍ୟପ୍ରଦେଶର ରାଜଚଧାନୀ ଭୋପାଳରେ ଭାରତ ବାୟୋଟେକର କରୋନା ଭ୍ୟାକ୍ସିନ କୋଭାକ୍ସିନର ଟ୍ରାଏଲ ୭ ଜାନୁୟାରୀରେ ଶେଷ ହୋଇଛି । ଏପଟେ ଭୋପାଳର ପିପୁଲ୍ସ ମେଡିକାଲ କଲେଜରେ ୧୨ ଡିସେମ୍ବରରେ କୋଭାକ୍ସିନର ଟ୍ରାଏଲ ଟିକା ନେଇଥିବା ୪୫ ବର୍ଷୀୟ ସ୍ୱେଚ୍ଛାସେବୀ…

ଟିକା ପରିବହନ ଲାଗି ଗାଇଡ୍‌ଲାଇନ

ନୂଆଦିଲ୍ଲୀ, ୯।୧(ପି.ଟି.): କୋଭିଡ୍‌ ଟିକା ପରିବହନ ଯୋଜନାରେ ଥିବା ସମସ୍ତ ବିମାନ ଅପରେଟରଙ୍କ ପାଇଁ ବିମାନ ଚଳାଚଳ ମହାନିର୍ଦ୍ଦେଶକ (ଡିଜିସିଏ) ଶୁକ୍ରବାର ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହି ଟିକାକୁ ଡ୍ରାଏ ଆଇସ୍‌ରେ ପ୍ୟାକ୍‌ କରି ଦେଶର ବିଭିନ୍ନ ସ୍ଥାନକୁ ନେବାକୁ ହେବ।…

କରୋନା ଭାଇରସ ନୂଆ ଷ୍ଟ୍ରେନ୍ ପୀଡ଼ିତଙ୍କ ସଂଖ୍ୟା ୮୨କୁ ବୃ୍‌ଦ୍ଧି: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୮ ।୧:କରୋନା ଭାଇରସର ପ୍ରଥମ ପର୍ଯ୍ୟାୟ ଶେଷ ହୋଇ ନ ଥିବା ବେଳେ ବ୍ରିଟେନରୁ ଆସିଥିବା ନୂଆ ଷ୍ଟ୍ରେନରେ ପାଖାପାଖି ୮୨ ଜଣ ସଂକ୍ରମିତ ହୋଇଥିବା ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ । ଏପଟେ ଦେଶର…

ଖୁସି ଖବର: ବ୍ରିଟେନରେ ଦେଖାଦେଇଥିବା କରୋନା ନୂଆ ଷ୍ଟ୍ରେନ୍‌ରେ ବି କାମ କରିବ ଫାଇଜର ଟିକା

ଲଣ୍ଡନ,୮ ।୧: କରୋନା ଭ୍ୟାକ୍ସିନ ଓ ବ୍ରିଟେନରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନକୁ ନେଇ ଆଶ୍ୱସ୍ତି ଦେଲାଭଳି ଏକ ଖବର ସାମ୍ନାକୁ ଆସିଛି । କରୋନା ଟିକା ପ୍ରସ୍ତୁତକାରୀ କମ୍ପାନୀ ଫାଇଜର କହିଛି ସେ ପ୍ରସ୍ତୁତ କରିଥିବା ଭ୍ୟାକ୍ସିନ ବ୍ରିଟେନ ଓ…

ବ୍ରିଟେନ ବିମାନ ସେବା ବନ୍ଦ ଅବଧିକୁ ବୃଦ୍ଧି କରିବାକୁ କେଜରିୱାଲଙ୍କ ଅନୁରୋଧ

ନୂଆଦିଲ୍ଲୀ,୮ ।୧: ବ୍ରିଟେନରେ କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଆସିବା ପରେ ଏହା ଏବେ ଅନ୍ୟ ଦେଶକୁ ବି ବ୍ୟାପି ସାରିଲାଣି । ଭାରତରେ ଏମିତି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏହା ଦେଶବାସୀଙ୍କ ଚିନ୍ତା ବଢାଇ ଦେଇଛି ।…

ମୋଦି ପ୍ରଥମେ ନିଅନ୍ତୁ କରୋନା ଭ୍ୟାକ୍ସିନ ତା’ପରେ ଆମେ ନେବୁ: ତେଜପ୍ରତାପ

ପାଟନା,୮ ।୧: କରୋନା ଭାଇରସ ସଂକ୍ରମଣ ଲୋକଙ୍କ ମନରେ ଯେତିକି ଭୟ ସୃଷ୍ଟି କରିଥିଲା ଏହାର ଭ୍ୟାକ୍ସିନ ବା ଟିକା ଆସିବା ପରେ ଲୋକଙ୍କ ମନରେ ସେତିକି ଉତ୍ସାହ ପରିଲକ୍ଷିତ ହୋଇଛି । ହେଲେ ଏବେ ଏହି କରୋନା ଭ୍ୟାକ୍ସିନକୁ ନେଇ…

ଆଜି ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ, ଆଉ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୮।୧(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୩୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୧ ଜଣ…

କରୋନା ଭୟରେ ପୁଣି ଚାଇନାରେ ଲକ୍‌ଡାଉନ

ବେଜିଂ,୮ ।୧: କରୋନା ମହାମାରୀ ଏବେବି ବିଶ୍ୱବାସୀଙ୍କୁ ତା’ କବଳରେ ରଖିଛି । କରୋନାର ଉତ୍ପତି ସ୍ଥଳ ଚାଇନା ବି ଏଥିରୁ ବାଦ୍ ପଡିନାହିଁ । ଏବେ ସମସ୍ତଙ୍କ ଚିନ୍ତା ବଢାଇଛି କରୋନାର ନୂଆ ଷ୍ଟ୍ରେନ୍ । ଗତ ୫ ମାସ…

ଅମିତାଭଙ୍କ କଣ୍ଠରେ ଶୁଭୁଥିବା କରୋନା ହ୍ୟାଲୋ ଟ୍ୟୁନକୁ ହଟାଇବାକୁ ଦାବି: ଦିଲ୍ଲୀ ହାଇକୋର୍ଟରେ ମାମଲା

ନୂଆଦିଲ୍ଲୀ,୭ ।୧: ମୋବାଇଲ ଫୋନରେ ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନଙ୍କ କଣ୍ଠରେ କରୋନା ଭାଇରସ ସଚେତନତା ବାର୍ତ୍ତ ଥିବା ହ୍ୟାଲୋ ଟ୍ୟୁନକୁ ହଟାଇବା ପାଇଁ ଦାବି କରି ଦିଲ୍ଲୀ ହାଇକୋର୍ଟରେ ଆବେଦନ କରାଯାଇଛି । ଏଥିପାଇଁ ଆବେଦନକାରୀ ବିଭିନ୍ନ ପ୍ରକାର ଯୁକ୍ତି…

ରାଜ୍ୟରେ ୨୩୦ କରୋନା ଆକ୍ରାନ୍ତ ଚିହ୍ନଟ: ୧ ମୃତ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ…

କରୋନା ସଂକ୍ରମଣ: ଲକ୍‌ଡାଉନ ମୁହାଁ ବିଶ୍ୱ

ବର୍ଲିନ,୭ ।୧: କରୋନା ଭାଇରସ ସଂକ୍ରମଣ ବିଭିନ୍ନ ଦେଶରେ ପୁଣିଥରେ ବୃଦ୍ଧି ପାଇବାରେ ଲାଗିଛି । ବ୍ରିଟେନରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନ୍ ଏବେ ବିଭିନ୍ନ ଦେଶରେ ଦେଖାଦେବା ସହ ଏହା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଏହାକୁ ଦେଖି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri