କରୋନା ଭାଇରସ୍‌

କରୋନା ଭାଇରସ ନୂଆ ଷ୍ଟ୍ରେନ୍ ପୀଡ଼ିତଙ୍କ ସଂଖ୍ୟା ୮୨କୁ ବୃ୍‌ଦ୍ଧି: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୮ ।୧:କରୋନା ଭାଇରସର ପ୍ରଥମ ପର୍ଯ୍ୟାୟ ଶେଷ ହୋଇ ନ ଥିବା ବେଳେ ବ୍ରିଟେନରୁ ଆସିଥିବା ନୂଆ ଷ୍ଟ୍ରେନରେ ପାଖାପାଖି ୮୨ ଜଣ ସଂକ୍ରମିତ ହୋଇଥିବା ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ । ଏପଟେ...

ଖୁସି ଖବର: ବ୍ରିଟେନରେ ଦେଖାଦେଇଥିବା କରୋନା ନୂଆ ଷ୍ଟ୍ରେନ୍‌ରେ ବି କାମ କରିବ ଫାଇଜର ଟିକା

ଲଣ୍ଡନ,୮ ।୧: କରୋନା ଭ୍ୟାକ୍ସିନ ଓ ବ୍ରିଟେନରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନକୁ ନେଇ ଆଶ୍ୱସ୍ତି ଦେଲାଭଳି ଏକ ଖବର ସାମ୍ନାକୁ ଆସିଛି । କରୋନା ଟିକା ପ୍ରସ୍ତୁତକାରୀ କମ୍ପାନୀ ଫାଇଜର କହିଛି ସେ ପ୍ରସ୍ତୁତ କରିଥିବା ଭ୍ୟାକ୍ସିନ ବ୍ରିଟେନ...

ବ୍ରିଟେନ ବିମାନ ସେବା ବନ୍ଦ ଅବଧିକୁ ବୃଦ୍ଧି କରିବାକୁ କେଜରିୱାଲଙ୍କ ଅନୁରୋଧ

ନୂଆଦିଲ୍ଲୀ,୮ ।୧: ବ୍ରିଟେନରେ କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଆସିବା ପରେ ଏହା ଏବେ ଅନ୍ୟ ଦେଶକୁ ବି ବ୍ୟାପି ସାରିଲାଣି । ଭାରତରେ ଏମିତି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏହା ଦେଶବାସୀଙ୍କ ଚିନ୍ତା ବଢାଇ ଦେଇଛି...

ମୋଦି ପ୍ରଥମେ ନିଅନ୍ତୁ କରୋନା ଭ୍ୟାକ୍ସିନ ତା’ପରେ ଆମେ ନେବୁ: ତେଜପ୍ରତାପ

ପାଟନା,୮ ।୧: କରୋନା ଭାଇରସ ସଂକ୍ରମଣ ଲୋକଙ୍କ ମନରେ ଯେତିକି ଭୟ ସୃଷ୍ଟି କରିଥିଲା ଏହାର ଭ୍ୟାକ୍ସିନ ବା ଟିକା ଆସିବା ପରେ ଲୋକଙ୍କ ମନରେ ସେତିକି ଉତ୍ସାହ ପରିଲକ୍ଷିତ ହୋଇଛି । ହେଲେ ଏବେ ଏହି କରୋନା ଭ୍ୟାକ୍ସିନକୁ...

ଆଜି ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ, ଆଉ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୮।୧(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୧,୩୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୧...

କରୋନା ଭୟରେ ପୁଣି ଚାଇନାରେ ଲକ୍‌ଡାଉନ

ବେଜିଂ,୮ ।୧: କରୋନା ମହାମାରୀ ଏବେବି ବିଶ୍ୱବାସୀଙ୍କୁ ତା’ କବଳରେ ରଖିଛି । କରୋନାର ଉତ୍ପତି ସ୍ଥଳ ଚାଇନା ବି ଏଥିରୁ ବାଦ୍ ପଡିନାହିଁ । ଏବେ ସମସ୍ତଙ୍କ ଚିନ୍ତା ବଢାଇଛି କରୋନାର ନୂଆ ଷ୍ଟ୍ରେନ୍ । ଗତ ୫...

ଅମିତାଭଙ୍କ କଣ୍ଠରେ ଶୁଭୁଥିବା କରୋନା ହ୍ୟାଲୋ ଟ୍ୟୁନକୁ ହଟାଇବାକୁ ଦାବି: ଦିଲ୍ଲୀ ହାଇକୋର୍ଟରେ ମାମଲା

ନୂଆଦିଲ୍ଲୀ,୭ ।୧: ମୋବାଇଲ ଫୋନରେ ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନଙ୍କ କଣ୍ଠରେ କରୋନା ଭାଇରସ ସଚେତନତା ବାର୍ତ୍ତ ଥିବା ହ୍ୟାଲୋ ଟ୍ୟୁନକୁ ହଟାଇବା ପାଇଁ ଦାବି କରି ଦିଲ୍ଲୀ ହାଇକୋର୍ଟରେ ଆବେଦନ କରାଯାଇଛି । ଏଥିପାଇଁ ଆବେଦନକାରୀ ବିଭିନ୍ନ ପ୍ରକାର...

ରାଜ୍ୟରେ ୨୩୦ କରୋନା ଆକ୍ରାନ୍ତ ଚିହ୍ନଟ: ୧ ମୃତ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ...

କରୋନା ସଂକ୍ରମଣ: ଲକ୍‌ଡାଉନ ମୁହାଁ ବିଶ୍ୱ

ବର୍ଲିନ,୭ ।୧: କରୋନା ଭାଇରସ ସଂକ୍ରମଣ ବିଭିନ୍ନ ଦେଶରେ ପୁଣିଥରେ ବୃଦ୍ଧି ପାଇବାରେ ଲାଗିଛି । ବ୍ରିଟେନରେ ଦେଖାଦେଇଥିବା କରୋନାର ନୂଆ ଷ୍ଟ୍ରେନ୍ ଏବେ ବିଭିନ୍ନ ଦେଶରେ ଦେଖାଦେବା ସହ ଏହା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଏହାକୁ...

ଡବ୍ଲ୍ୟୁଏଚ୍‌ଓ ଟିମ୍‌କୁ ବାଧା ଦେଲା ଚାଇନା

ବେଜିଂ,୬।୧: କରୋନାର ଏନ୍ତୁଡ଼ିଶାଳ ପାଲଟି ଥିବା ଉହାନରେ ପ୍ରବେଶ କରିବାକୁ ଚାହୁଁଥିବା ବିଶ୍ୱସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଟିମ୍କୁ‌ ଚାଇନା ବାଧାଦେଇଛି। ଡବ୍ଲ୍ୟୁଏଚ୍‌ଓ ଟିମ୍‌କୁ ଚାଇନା ଯିବା ଲାଗି ଭିଜା ମିଳିନାହିଁ। ଉହାନରେ କରୋନା ମହାମାରୀ ଉତ୍ପତ୍ତି ସମ୍ପର୍କରେ ଯାଞ୍ଚ୍‌ କରିବାକୁ...

କରୋନା ରୋଗୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇବ ନବଜାତକର ନାଭି: ଜାଣନ୍ତୁ କିପରି…

ମହାମାରୀ କରୋନା ସମଗ୍ର ବିଶ୍ୱରେ ବ୍ୟାପିବା ପରଠାରୁ ଅନେକ ଦେଶ ଏହାର ଟିକା ବାହାର କରିବାରେ ଲାଗିପଡ଼ିଛନ୍ତି। ଅନେକ ଦେଶ ଟିକା ବାହାର କରି ଲୋକଙ୍କ ଉପରେ ପ୍ରୟୋଗ ମଧ୍ୟ କରିସାରିଲାଣି। ବର୍ତ୍ତମାନ ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ନବଜାତକର...

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୩୧ କରୋନା ପଜିଟିଭ: ମୃତ୍ୟୁ ସଂଖ୍ୟା ଶୂନ

ଭୁବନେଶ୍ୱର, ୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୩୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୨୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri