କରୋନା ଭାଇରସ୍‌

୯ ମାସ ପରେ ଖୋଲିଲା ସ୍କୁଲ: ୬୨ ଶିକ୍ଷକ କରୋନା ପଜିଟିଭ୍‌

ମୁମ୍ବାଇ,୫।୧: ମହାରାଷ୍ଟ୍ରରେ ୯ ମାସ ପରେ ସ୍କୁଲ ଖୋଲିବା ପାଇଁ ସରକାର ଅନୁମତି ଦେଇଛନ୍ତି। ସୋମବାରଠାରୁ ସ୍କୁଲ ଖୋଲିଥିବାବେଳେ ଏବେ ୬୨ ଶିକ୍ଷକଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହାକୁ ନେଇ ରାଜ୍ୟରେ ଆତଙ୍କ ଦେଖାଦେଇଛି। ଅଭିଭାବକମାନଙ୍କ...

କାନ୍ଧ ତଳକୁ ହାତରେ ଦିଆଯିବ କରୋନା ଟିକା: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର, ୫।୧(ବ୍ୟୁରୋ): କାନ୍ଧ ତଳକୁ ହାତରେ ଦିଆଯିବ କରୋନା ଟିକା । ମଙ୍ଗଳବାର ଏହି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ସେ କହିଛନ୍ତି, ଟିକା ଦେବାକୁ ଆମେ ପ୍ରସ୍ତୁତ । ଟିକାକରଣ ପାଇଁ ରାଜ୍ୟରେ ୨୯ ହଜାର...

କରୋନା ଭ୍ୟାକ୍ସିନ ନେବାର ଦୁଇ ଦିନ ପରେ ସ୍ୱାସ୍ଥ୍ୟକର୍ମୀଙ୍କ ମୃତ୍ୟୁ

ଲିସବନ୍‌,୫ ।୧: କରୋନା ଭାଇରସକୁ ଦୂରେଇ ଦେବାକୁ ଏବେ ପ୍ରାୟ ସବୁଦେଶର ନଜର ଭ୍ୟାକ୍ସିନ ବା ଟିକା ଉପରେ । କେତେକ ବିକାଶଶୀଳ ଦେଶ କିଛି ଭ୍ୟାକ୍ସିନ ଦେବା ଆରମ୍ଭ କରିଥିବା ବେଳେ ଆଉ କିଛି ଦେଶ ଏବେବି ପରୀକ୍ଷା...

ଲଗାତାର ରାଜ୍ୟରେ ୨୦୦ରୁ କମ୍‌ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ୨ ମୃତ

ଭୁବନେଶ୍ୱର,୫।୧(ବ୍ୟୁରୋ): ଲଗାତାର ୩ ଦିନହେଲା ରାଜ୍ୟରେ ୨୦୦ରୁ କମ୍‌ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ରାଜ୍ୟରେ ମଙ୍ଗଳବାର ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍‌ରୁ...

କରୋନାର ନୂଆ ଷ୍ଟ୍ରେନ୍ ବଢାଇଲାଣି ଚିନ୍ତା ଆଉ ୨୦ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୫ ।୧: ବ୍ରିଟେନରୁ ଫେରିଥିବା ଯାତ୍ରୀଙ୍କ ମଧ୍ୟରେ ସାର୍ସ କୋଭିଡ-୨ ନୂଆ ଷ୍ଟ୍ରେନରେ ଏବେ ପର୍ଯ୍ୟନ୍ତ ଦେଶରେ ୫୮ ଜଣଙ୍କୁ ଚିହ୍ନଟ କରାଗଲାଣି । ମଙ୍ଗଳବାର ବ୍ରିଟେନରୁ ଫେରିଥିବା ୨୦ ଜଣଙ୍କ ନିକଟରେ ନୂଆ ଷ୍ଟ୍ରେନ୍ ମିଳିବା ପରେ ଏବେ...

କରୋନା ପ୍ରଭାବ: ଦେଶରେ ବର୍ଷକରେ ସୃଷ୍ଟି ହେବେ ୧୦ ଲକ୍ଷ ନୂଆ ଟିବି ରୋଗୀ

ନୂଆଦିଲ୍ଲୀ,୫।୧: କରୋନା ମହାମାରୀ ପ୍ରଭାବ ଯୋଗୁ ଦେଶରେ ନୂଆ ସଙ୍କଟ ଦେଖାଦେବାର ଆଶଙ୍କା ରହିଛି। ବର୍ଷକରେ ଦେଶରେ ୧୦ ଲକ୍ଷ ନୂଆ ଟିବି ରୋଗୀ ସୃଷ୍ଟି ହେବେ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ବରିଷ୍ଠ ବୈଜ୍ଞାନିକ ତଥା ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ...

କରୋନା ଭ୍ୟାକ୍ସିନକୁ ନେଇ ବିବାଦ: କୋଭାକ୍ସିନକୁ ପାଣି କହିବାରୁ ରାଗିଲେ ବାୟୋଟେକ ଅଧ୍ୟକ୍ଷ

ନୂଆଦିଲ୍ଲୀ,୫ ।୧: କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ଦେଶ ଦୁଇଟି ଭ୍ୟାକ୍ସିନକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର କରିବାକୁ ମଞ୍ଜୁରୀ ପ୍ରଦାନ କରି ସାରିଛି । ଇତିମଧ୍ୟରେ ଭାରତ ବାୟୋଟେକର ଅଧ୍ୟକ୍ଷ ଡା. କୃଷ୍ଣା ଇଲ୍ଲା ସୋମବାର କୋଭାକ୍ସିନକୁ ଜରୁରୀ...

ବ୍ରିଟେନରେ ବଢୁଛି କରୋନା ସଂକ୍ରମଣ ସଂଖ୍ୟା: ଜରୁରୀ ବୈଠକ ପରେ ସମ୍ପୂର୍ଣ୍ଣ ଦେଶ ଲକ୍‌ଡାଉନ

ଲଣ୍ଡନ,୫ ।୧: ବ୍ରିଟେନରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖି ପ୍ରଧାନମନ୍ତ୍ରୀ ବୋରିସ ଜନସନ ସମ୍ପୂର୍ଣ୍ଣ ଦେଶକୁ ଲକ୍‌ଡାଉନ ଘୋଷଣା କରିଛନ୍ତି । କାରଣ ଏବେ ଦେଶ ଭାଇରସର ନୂଆ ଷ୍ଟ୍ରେନ୍ ସହ ଲଢୁଥିବାରୁ ପ୍ରଧାନମନ୍ତ୍ରୀ...

୩-୪ ଡଲାରରେ ଟିକା ଯୋଗାଇବ ସେରମ୍‌

ନୂଆଦିଲ୍ଲୀ, ୫।୧(ପି.ଟି.): ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଓ ଅଷ୍ଟ୍ରାଜେନିକା ଦ୍ୱାରା ବିକଶିତ ତଥା ଭାରତର ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ପ୍ରସ୍ତୁତ କରୋନା ଟିକା ‘କୋଭିଶିଲ୍ଡ’ ସରକାରଙ୍କୁ ସ୍ବତନ୍ତ୍ର ମୂଲ୍ୟ ୩ରୁ ୪ ଡଲାର (୨୧୯ରୁ ୨୯୨ ଟଙ୍କା)ରେ ଯୋଗାଇ ଦିଆଯିବ ବୋଲି ସେରମ୍‌...

କିଡ୍‌ନୀ ରୋଗୀଙ୍କୁ ପ୍ରଥମ କୋଭିଶିଲ୍ଡ ଡୋଜ୍‌

ଲଣ୍ଡନ, ୫ା୧: ବ୍ରିଟେନରେ ଫାଇଜର ପରେ ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା ଟିକା କୋଭିଶିଲ୍ଡର ଜରୁରିକାଳୀନ ବ୍ୟବହାରକୁ ଅନୁମତି ମିଳିସାରିଛି। କିଡ୍‌ନୀ ରୋଗରେ ପୀଡ଼ିତ ୮୨ ବର୍ଷୀୟ ବ୍ରିଏନ ପିଙ୍କର ସୋମବାର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ହସ୍ପିଟାଲରେ କୋଭିଶିଲ୍ଡର ପ୍ରଥମ ଡୋଜ ନେଇଛନ୍ତି। ପିଙ୍କରଙ୍କ ପରେ...

ଭୁବନେଶ୍ୱରରୁ ଆଜି ପୁଣି ୧୧ ପଜିିଟିଭ୍‌ ଚିହ୍ନଟ: ୧୯ ସୁସ୍ଥ

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ଏବେ ନେବି ନାହିଁ କରୋନା ଟିକା: ଶିବରାଜ

ଭୋପାଳ,୪ ।୧: ଦେଶକୁ କରୋନା ମୁକ୍ତ କରିବାକୁ ପ୍ରୟାସ ଜାରି ରହିଛି । ଇତିମଧ୍ୟରେ ରବିବାର ୨ଟି ଭ୍ୟାକ୍ସିନ ବ୍ୟବହାର ଲାଗି ମଞ୍ଜୁରୀ ପ୍ରଦାନ କରାଯାଇଛି । ଏହି ଭ୍ୟାକ୍ସିନକୁ ନେଇ ପ୍ରଥମେ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ତଥା ଉତ୍ତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri