କରୋନା ଭାଇରସ୍‌

‘୨ ଭାକ୍ସିନ୍‌ ୧୧୦% ନିରାପଦ’

ନୂଆଦିଲ୍ଲୀ, ୪।୧: କରୋନା ମହାମାରୀରୁ ବର୍ତ୍ତିବା ଲାଗି ଟିକାକୁ ସାରା ଦେଶ ଦୀର୍ଘଦିନ ହେଲା ପ୍ରତୀକ୍ଷା କରିଥିବାବେଳେ ଏବେ ତାହାର ଅନ୍ତ ହୋଇଛି। କରୋନା ଟିକା କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌କୁ ଜରୁରୀ ବ୍ୟବହାର ନିମନ୍ତେ ଭାରତର ଔଷଧ ମହାନିୟନ୍ତ୍ରକ ବା ଡ୍ରଗ୍ସ…

ଆମେରିକାରେ ବିଗୁଡିଛି କରୋନା ସ୍ଥିତି: କାଲିଫର୍ନିଆରେ ମୃତଦେହ ସଂସ୍କାର ପାଇଁ ସ୍ଥାନର ଅଭାବ

କାଲିଫର୍ନିଆ,୩ ।୧: ଆମେରିକାରେ କରୋନାର ସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି । କାଲିଫର୍ନିଆରେ ମୃତଦେହ ସଂସ୍କାର କରିବାକୁ ଶ୍ମଶାନରେ ସ୍ଥାନର ଅଭାବ ପରିଲକ୍ଷିତ ହୋଇଥିବା କୁହାଯାଉଛି । ଦକ୍ଷିଣ କାଲିଫର୍ନିଆରେ ଏକ ଅନ୍ତେଷ୍ଟି ସ୍ଥାନରେ ମୃତଦେହ ସଂସ୍କାର କରିବାକୁ ଆଉ…

‘କରୋନା ଭ୍ୟାକ୍ସିନ କରିବ ନପୁସଂକ’ ବିଧାୟକଙ୍କ ଟିପ୍ପଣିର ଉତ୍ତର ଦେଲା ଡିସିଜିଆଇ

ନୂଆଦିଲ୍ଲୀ,୩ ।୧: ଦେଶ ପ୍ରାୟ ୧ ବର୍ଷ ହେବ କରୋନା ମହାମାରୀ ସହ ଲଢି ଚାଲିଥିବା ବେଳେ ରବିବାର ସ୍ୱେଦେଶୀ ଭ୍ୟାକ୍ସିନକୁ ଜରୁରୀକାଳିନ ପରିସ୍ଥିତିରେ ବ୍ୟବହାର କରିବାକୁ ମଞ୍ଜୁରୀ ପ୍ରଦାନ କରାଯାଇଛି । ଏକ୍ସପର୍ଟ କମିଟିର ସୁପାରିସ ପରେ ରବିବାର ଡ୍ରଗ୍ସ…

ଆଜି ୨୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୩ା୧(ବ୍ୟୁରୋ): ରବିବାର ରାଜ୍ୟରେ ୧୯୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୩୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୯ଜଣ ଚିହ୍ନଟ ହୋଇଥିବା…

କରୋନା ଟିକା କୌଣସି ଦଳର ନୁହେଁ, ଖୁସିରେ ନେବି: ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ,୩ ।୧: କରୋନା ଟିକାକୁ ନେଇ ବିବାଦୀୟ ବୟାନ ଦେଇଥିବା ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କୁ ଟାର୍ଗେଟ କରିଛନ୍ତି ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା । କରୋନା ଭ୍ୟାକ୍ସିନକୁ ସେ ମାନବତା ସହ…

ବୈଜ୍ଞାନିକମାନେ ଦେଲେ ଆତ୍ମନିର୍ଭର ଭାରତର ପରିଚୟ: ମୋଦି

ନୂଆଦିଲ୍ଲୀ,୩।୧: ଭାରତରେ କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇର ଅନ୍ତିମ ପର୍ଯ୍ୟାୟ ଆସି ପହଞ୍ଚିଛି। କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌ ଭଳି ଦୁଇଟି ଟିକାକୁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ପକ୍ଷରୁ ମଞ୍ଜୁରୀ ଦିଆଯାଇଛି। ଟିକା ପ୍ରସ୍ତୁତିରେ ଲାଗିଥିବା…

ଟ୍ରୋଲ୍ ହେଲେ ଅଖିଳେଶ

ଲକ୍ଷ୍ନୌ,୩ ।୧: କରୋନା ମହାମାରୀକୁ ନେଇ ରାଜନୀତି ମୁଣ୍ଡ ଟେକିବା ଏକ ସାଧାରଣ କଥା ଥିବା ବେଳେ ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏହାକୁ ଏନ ନୂଆ ରଙ୍ଗ ଦେଇଥିଲେ । ଶନିବାର…

ନିର୍ବାଚନ ପ୍ରକ୍ରିୟା ଭଳି ପ୍ରସ୍ତୁତ ହେଉଛି କରୋନା ଟିକାକରଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩ ।୧: କରୋନା ଟିକାକୁ ଦେଶବାସୀ ବଡ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି । ଅନ୍ୟପଟେ ଲୋକଙ୍କ ପାଖରେ ସୁବିଧାରେ ଏହି ଟିକା ପହଞ୍ଚାଇବାକୁ ସରକାର ବି ପ୍ରସ୍ତୁତି ଜାରି ରଖିଛନ୍ତି । ଶନିବାର ଟିକାକରଣ ପାଇଁ ଡ୍ରାଏ ରନ୍ କରାଯାଇଛି…

ଭାଜପା ଟିକାକୁ ବିଶ୍ୱାସ ନାହିଁ: ଅଖିଳେଶ

ଲକ୍ଷ୍ନୌ, ୩।୧: କରୋନା ମହାମାରୀ ବିରୋଧରେ ଟିକାକରଣ ଲାଗି ଭାରତ ପ୍ରସ୍ତୁତ ହେଉଥିବାବେଳେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଭାଜପାର ଏହି ଟିକାକୁ ସେ କଦାପି ବିଶ୍ୱାସ କରିପାରିବେନି…

କୋଭିଶିଲ୍ଡ ପରେ କୋଭାକ୍ସିନ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ, ୩।୧: ଭାରତର ଔଷଧ ନିୟନ୍ତ୍ରଣ କର୍ତ୍ତୃପକ୍ଷଙ୍କ ବିଶେଷଜ୍ଞ କମିଟି ଶୁକ୍ରବାର ସେରମ୍‌ ଇନ୍‌ଷ୍ଟିଚ୍ୟୁଟ ପ୍ରସ୍ତୁତ କୋଭିଶିଲ୍ଡ ଟିକାକୁ ଅନୁମୋଦନ ଲାଗି ସୁପାରିସ କରିବା ପରେ ଶନିବାର ଭାରତ ବାୟୋଟେକ୍‌ ପ୍ରସ୍ତୁତ ‘କୋଭାକ୍ସିନ୍‌’କୁ ଜରୁରୀ ବ୍ୟବହାର ଲାଗି ସବୁଜ ସଙ୍କେତ ଦେଇଛି।…

ଭାଜପାର କରୋନା ଭ୍ୟାକ୍ସିନ ଉପରେ ଭରସା ନାହିଁଁ : ଅଖିଳେଶ

ଲକ୍ଷ୍ନୌ,୨ ।୧: କରୋନା ମହାମାରୀକୁ ନେଇ ରାଜନୀତି ମୁଣ୍ଡ ଟେକିବା ଏକ ସାଧାରଣ କଥା ଥିବା ବେଳେ ଏବେ ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏହାକୁ ଏନ ନୂଆ ରଙ୍ଗ ଦେଇଛନ୍ତି ।…

ରାଜ୍ୟରେ ନୂଆ ୨୫୧ କରୋନା ପଜିଟିଭ ଚିହ୍ନଟ, ୪ ଜଣଙ୍କ ଜୀବନଗଲା

ଭୁବନେଶ୍ୱର, ୨।୧(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୫୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ ଜଣ ଆଖି ବୁଜୁଛନ୍ତି। ତେବେ ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୧୧୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?