ସରକାରଙ୍କ ବଡ଼ ଘୋଷଣା: ସମସ୍ତଙ୍କୁ ମାଗଣାରେ ଦିଆଯିବ କରୋନା ଟିକା
ନୂଆଦିଲ୍ଲୀ,୨।୧: ଭାରତରେ କରୋନା ଟିକାକରଣ ନେଇ ପ୍ରସ୍ତୁତି ଜାରି ରହିଛି। ଶନିବାରଠାରୁ ଦେଶବ୍ୟାପୀ ଡ୍ରାଏ ରନ୍ ଆରମ୍ଭ ହୋଇଛି। ତେବେ ସରକାରଙ୍କ ପକ୍ଷରୁ କରୋନା ଟିକାଦାନ ନେଇ ବଡ଼ ଘୋଷଣା କରାଯାଇଛି। ଦେଶରେ ସମସ୍ତଙ୍କୁ ମାଗଣା କରୋନା ଟିକା ଦିଆଯିବ ବୋଲି…
କରୋନା ଭ୍ୟାକ୍ସିନ ଆସିବା ପରେ ବି ବଦଳାନ୍ତୁ ନାହିଁ ନିଜର ବ୍ୟବହାର: ବିଶେଷଜ୍ଞ
ନୂଆଦିଲ୍ଲୀ,୨ ।୧: ଦେଶରେ କୋଭାସିଲ୍ଡକୁ ବିଶେଷଜ୍ଞ ସମିତି ପକ୍ଷରୁ ଅନୁମତି ମିଳିବା ପରେ ସମସ୍ତେ ଏକ ପ୍ରକାର ଖୁସି ଅଛନ୍ତି କହିଲେ ଚଳେ । ହେଲେ ଏହି ସମୟରେ ବିଶେଷଜ୍ଞମାନେ କହିଛନ୍ତି ଯେ ଟିକା ଆସିବା ପରେ ଲୋକେ ଆଉ ଢିଲା…
୩୦କୋଟି ଲୋକଙ୍କୁ ମାଗଣା କରୋନା ଭ୍ୟାକ୍ସିନ ଦେବେ ମୋଦି ସରକାର!
ନୂଆଦିଲ୍ଲୀ,୨ ।୧: ସମଗ୍ର ଦେଶରେ ଶନିବାରଠାରୁ କୋଭିଡ ଟିକାକରଣର ଡ୍ରାଏ ରନ୍ ଆରମ୍ଭ ହୋଇଛି । ହେଲେ ଇତିମଧ୍ୟରେ ଜଣାପଡିଛି କି ମୋଦି ସରକାର କେବଳ ୩୦ କୋଟି ଲୋକଙ୍କୁ ମାଗଣା ଭ୍ୟାକ୍ସିନ ଯୋଗାଇ ଦେବେ । ତେବେ ସମଗ୍ର ଦେଶବାସୀଙ୍କୁ…
କରୋନା ନୂଆ ଷ୍ଟ୍ରେନ୍ରେ ଆଉ ୪ ସଂକ୍ରମିତ ହେବା ପରେ ସଂଖ୍ୟା ଛୁଇଁଲା ୨୯: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧ ।୧: ଦେଶରେ କରୋନାର ନୂଆ ଷ୍ଟ୍ରେନ୍ରେ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଶୁକ୍ରବାର କରୋନାର ନୂଆ ଷ୍ଟ୍ରେନରେ ଆଉ ୪ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି ।…
କରୋନା ଟିକାକରଣ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ, ଘରେ ଘରେ ପହଞ୍ଚିବ ଟିକା
ନୂଆଦିଲ୍ଲୀ,୧ ।୧: ଦେଶରେ କରୋନା ଭାଇରସ ଟିକାକରଣକୁ ନେଇ ପ୍ରସ୍ତୁତି ଯୋରସୋରରେ ଚାଲିଛି । ଏହି ଟିକାକରଣ ପାଇଁ ପ୍ରାୟ ୯୬ ହଜାର କର୍ମୀଙ୍କୁ ପ୍ରଶିକ୍ଷଣ କରାଯାଇଛି । ଜାନୁୟାରୀ ତୃତୀୟ ସପ୍ତାହ ପରେ ଏହି ଟିକାକରଣ ଆରମ୍ଭ ହେବ ବୋଲି…
ଆଜି ରାଜ୍ୟରୁ ୨୪୫ ପଜିଟିଭ୍ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୧ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୨୪୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୮୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୩୯ ଜଣ ଚିହ୍ନଟ…
ଫାଇଜର ଟିକାକୁ ଡବ୍ଲୁଏଚ୍ଓର ମଞ୍ଜୁରୀ, ଭାରତକୁ ମିଳିପାରେ ଖୁସିଖବର
ନୂଆଦିଲ୍ଲୀ,୧ ।୧: ଫାଇଜର ଓ ବାୟୋଏନଟେକର କରୋନା ଭାଇରସ ଭ୍ୟାକ୍ସିନକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍ଓ)ର ମଞ୍ଜୁରୀ ମିଳିଯାଇଛି । ଏହାକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର କରିବାକୁ ଡବ୍ଲୁଏଚ୍ଓ ଅନୁମତି ପ୍ରଦାନ କରିଛି । ଡବ୍ଲୁଏଚ୍ଓ କହିଛି ବିଶ୍ୱରେ ଅବସ୍ଥିତ ଏହାର ଆଞ୍ଚଳିକ…
କରୋନା ଲଢ଼େଇରେ ବଡ଼ ଅଭିଯାନ: ଜାନୁୟାରୀ ୨ରୁ ସମସ୍ତ ରାଜ୍ୟରେ ଟିକାକରଣ ଅଭ୍ୟାସ
ନୂଆଦିଲ୍ଲୀ,୩୧।୧୨: ଭାରତରେ କରୋନା ଟିକାକରଣ ପାଇଁ ସରକାରଙ୍କ ପକ୍ଷରୁ ଜାନୁୟାରୀ ୨ଠାରୁ ବଡ଼ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ହୋଇଥିବା ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପୂର୍ବରୁ ପଞ୍ଜାବ, ଆସାମ, ଗୁଜରାଟ ଏବଂ ଆନ୍ଧ୍ରପ୍ରଦେଶ…
ଆଜି ରାଜ୍ୟରୁ ୩୧୫ କରୋନା ପଜିଟିଭ୍ ଚିହ୍ନଟ, ଆଖି ବୁଜିଲେ ୨ ଆକ୍ରାନ୍ତ
ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାଜ୍ୟରେ ୩୧୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୬୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୮୧ଜଣ ଚିହ୍ନଟ ହୋଇଥିବା…
ଚିନ୍ତା ବଢ଼ାଇଲା ନୂଆ ଷ୍ଟ୍ରେନ୍: ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା
ନୂଆଦିଲ୍ଲୀ,୩୧।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଆକ୍ରାନ୍ତଙ୍କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଷ୍ଟ୍ରେନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ସୁଦ୍ଧା ସ୍ବଦେଶ ଫେରିଥିବା ବ୍ରିଟେନ୍ ଫେରନ୍ତାଙ୍କ ମଧ୍ୟରୁ ୨୦ ଜଣଙ୍କଠାରେ…
ରାଜଧାନୀର ୪ ବ୍ୟକ୍ତି କରୋନାର ନୂଆ ଷ୍ଟ୍ରେନରେ ପୀଡ଼ିତ
ନୂଆଦିଲ୍ଲୀ,୩୧ ।୧୨: କରୋନା ଭାଇରସ ସଂକ୍ରମଣ କମି କମି ଆସୁଥିବା ବେଳେ ଏବେ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି କରୋନାର ନୂଆ ଷ୍ଟ୍ରେନ୍ । ପ୍ରଥମେ ଏହା ବ୍ରିଟେନରେ ଦେଖା ଦେଇଥିବା ବେଳେ ଧିରେ ଧିରେ ଏହା ଆହୁରି କିଛି…
ସିନୋଫାର୍ମ କରୋନା ଟିକାକୁ ଚାଇନାରେ ମଞ୍ଜୁରୀ
ବେଜିଂ,୩୧।୧୨: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଚାଇନାରେ ସିନୋଫାର୍ମ ଦ୍ୱାରା ପ୍ରସ୍ତୁତ କରୋନା ପ୍ରତିଷେଧକ ଟିକାକୁ ଗୁରୁବାର ମଞ୍ଜୁରୀ ମିଳିଛି। ଏବେ ଏହାକୁ ଜରୁରୀକାଳୀନ ପରିସ୍ଥିିତିରେ ବ୍ୟବହାର କରାଯାଇପାରିବ। ଚାଇନାରେ ୫ଟି କରୋନା ଟିକାର କ୍ଲିନିକାଲ ଟ୍ରାଲଏ୍ ବିଭିନ୍ନ ପର୍ଯ୍ୟାୟରେ…
Archives


