କରୋନା ଭାଇରସ୍‌

ଆଜି ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୮୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୯ ଜଣ...

ଫାଇଜର ଟିକାକୁ ଡବ୍ଲୁଏଚ୍‌ଓର ମଞ୍ଜୁରୀ, ଭାରତକୁ ମିଳିପାରେ ଖୁସିଖବର

ନୂଆଦିଲ୍ଲୀ,୧ ।୧: ଫାଇଜର ଓ ବାୟୋଏନଟେକର କରୋନା ଭାଇରସ ଭ୍ୟାକ୍ସିନକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ମଞ୍ଜୁରୀ ମିଳିଯାଇଛି । ଏହାକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର କରିବାକୁ ଡବ୍ଲୁଏଚ୍‌ଓ ଅନୁମତି ପ୍ରଦାନ କରିଛି । ଡବ୍ଲୁଏଚ୍‌ଓ କହିଛି ବିଶ୍ୱରେ ଅବସ୍ଥିତ ଏହାର...

କରୋନା ଲଢ଼େଇରେ ବଡ଼ ଅଭିଯାନ: ଜାନୁୟାରୀ ୨ରୁ ସମସ୍ତ ରାଜ୍ୟରେ ଟିକାକରଣ ଅଭ୍ୟାସ

ନୂଆଦିଲ୍ଲୀ,୩୧।୧୨: ଭାରତରେ କରୋନା ଟିକାକରଣ ପାଇଁ ସରକାରଙ୍କ ପକ୍ଷରୁ ଜାନୁୟାରୀ ୨ଠାରୁ ବଡ଼ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ହୋଇଥିବା ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପୂର୍ବରୁ ପଞ୍ଜାବ, ଆସାମ, ଗୁଜରାଟ ଏବଂ...

ଆଜି ରାଜ୍ୟରୁ ୩୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆଖି ବୁଜିଲେ ୨ ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାଜ୍ୟରେ ୩୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୬୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୧ଜଣ ଚିହ୍ନଟ...

ଚିନ୍ତା ବଢ଼ାଇଲା ନୂଆ ଷ୍ଟ୍ରେନ୍‌: ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ନୂଆଦିଲ୍ଲୀ,୩୧।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ସୁଦ୍ଧା ସ୍ବଦେଶ ଫେରିଥିବା ବ୍ରିଟେନ୍‌ ଫେରନ୍ତାଙ୍କ ମଧ୍ୟରୁ ୨୦...

ରାଜଧାନୀର ୪ ବ୍ୟକ୍ତି କରୋନାର ନୂଆ ଷ୍ଟ୍ରେନରେ ପୀଡ଼ିତ

ନୂଆଦିଲ୍ଲୀ,୩୧ ।୧୨: କରୋନା ଭାଇରସ ସଂକ୍ରମଣ କମି କମି ଆସୁଥିବା ବେଳେ ଏବେ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି କରୋନାର ନୂଆ ଷ୍ଟ୍ରେନ୍ । ପ୍ରଥମେ ଏହା ବ୍ରିଟେନରେ ଦେଖା ଦେଇଥିବା ବେଳେ ଧିରେ ଧିରେ ଏହା ଆହୁରି...

ସିନୋଫାର୍ମ କରୋନା ଟିକାକୁ ଚାଇନାରେ ମଞ୍ଜୁରୀ

ବେଜିଂ,୩୧।୧୨: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଚାଇନାରେ ସିନୋଫାର୍ମ ଦ୍ୱାରା ପ୍ରସ୍ତୁତ କରୋନା ପ୍ରତିଷେଧକ ଟିକାକୁ ଗୁରୁବାର ମଞ୍ଜୁରୀ ମିଳିଛି। ଏବେ ଏହାକୁ ଜରୁରୀକାଳୀନ ପରିସ୍ଥିିତିରେ ବ୍ୟବହାର କରାଯାଇପାରିବ। ଚାଇନାରେ ୫ଟି କରୋନା ଟିକାର କ୍ଲିନିକାଲ ଟ୍ରାଲଏ୍‌ ବିଭିନ୍ନ...

ନୂଆବର୍ଷ ପାର୍ଟିକୁ ମନା: ୧୪୪ ଧାରା ସହିତ ନାଇଟ୍‌ କର୍ଫ୍ୟୁ ଜାରି

ନୂଆଦିଲ୍ଲୀ,୩୧।୧୨: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତରେ ନୂଆବର୍ଷ ପାର୍ଟିକୁ ମନା କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ସ୍ଥିତି ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଦେଶରେ କରୋନାର ନୂଆ ଷ୍ଟ୍ରେନ୍‌...

ସୁସ୍ଥ ହେଲେ ୩୨୮କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସମ୍ବଲପୁରରୁ ୩୨, ଅନୁଗୋଳରୁ ୨୩, କଟକରୁ ୨୨, କେନ୍ଦୁଝରରୁ ୨୧, ବଲାଙ୍ଗୀରରୁ ୨୦, ପୁରୀରୁ ୧୮, ସୁନ୍ଦରଗଡରୁ...

ଭୁବନେଶ୍ୱରରୁ ୨୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ନୂଆବର୍ଷରେ ବି ଜାରି ରହିବ କଟକଣା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦।୧୨: ଗୋଟିଏ ଦିନ ପରେ ନୂଆବର୍ଷ। କରୋନା ମହାମାରୀରେ ନାନା ପ୍ରକାର ହଇରାଣ ହରକତ ହୋଇଥିବା ଲୋକେ ନୂଆବର୍ଷ ପାଳନ ପାଇଁ ମାନସିକସ୍ତରରେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତେବେ ନୂଆବର୍ଷରେ ଗହଳି ଯେଭଳି ନ ହେବ ସେଥିପ୍ରତି ଦୃଷ୍ଟି ରଖିବା...

କୋଭିଶିଲ୍ଡକୁ ବ୍ରିଟେନରେ ମଞ୍ଜୁରୀ

ଲଣ୍ଡନ,୩୦।୧୨: ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଆଷ୍ଟ୍ରାଜେନିକା ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା କୋଭିଶିଲ୍ଡକୁ ବ୍ରିଟେନ୍‌ରେ ମଞ୍ଜୁରୀ ମିଳିଛି। ଏଣିକି ବ୍ରିଟେନରେ ଜରୁରୀକାଳୀନ ପରିସ୍ଥିତିରେ କୋଭିଶିଲ୍ଡର ବ୍ୟବହାର କରାଯାଇ ପାରିବ। ବ୍ରିଟେନ୍‌ ସରକାର କୋଭିଶିଲ୍ଡର ୧୦ କୋଟି ଟିକା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri