କରୋନା ଭାଇରସ୍‌

ନୂଆବର୍ଷ ପାର୍ଟିକୁ ମନା: ୧୪୪ ଧାରା ସହିତ ନାଇଟ୍‌ କର୍ଫ୍ୟୁ ଜାରି

ନୂଆଦିଲ୍ଲୀ,୩୧।୧୨: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତରେ ନୂଆବର୍ଷ ପାର୍ଟିକୁ ମନା କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ସ୍ଥିତି ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଦେଶରେ କରୋନାର ନୂଆ ଷ୍ଟ୍ରେନ୍‌ ସଂକ୍ରମଣ…

ସୁସ୍ଥ ହେଲେ ୩୨୮କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସମ୍ବଲପୁରରୁ ୩୨, ଅନୁଗୋଳରୁ ୨୩, କଟକରୁ ୨୨, କେନ୍ଦୁଝରରୁ ୨୧, ବଲାଙ୍ଗୀରରୁ ୨୦, ପୁରୀରୁ ୧୮, ସୁନ୍ଦରଗଡରୁ ୧୮,…

ଭୁବନେଶ୍ୱରରୁ ୨୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ନୂଆବର୍ଷରେ ବି ଜାରି ରହିବ କଟକଣା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦।୧୨: ଗୋଟିଏ ଦିନ ପରେ ନୂଆବର୍ଷ। କରୋନା ମହାମାରୀରେ ନାନା ପ୍ରକାର ହଇରାଣ ହରକତ ହୋଇଥିବା ଲୋକେ ନୂଆବର୍ଷ ପାଳନ ପାଇଁ ମାନସିକସ୍ତରରେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତେବେ ନୂଆବର୍ଷରେ ଗହଳି ଯେଭଳି ନ ହେବ ସେଥିପ୍ରତି ଦୃଷ୍ଟି ରଖିବା ସହିତ…

କୋଭିଶିଲ୍ଡକୁ ବ୍ରିଟେନରେ ମଞ୍ଜୁରୀ

ଲଣ୍ଡନ,୩୦।୧୨: ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଆଷ୍ଟ୍ରାଜେନିକା ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା କୋଭିଶିଲ୍ଡକୁ ବ୍ରିଟେନ୍‌ରେ ମଞ୍ଜୁରୀ ମିଳିଛି। ଏଣିକି ବ୍ରିଟେନରେ ଜରୁରୀକାଳୀନ ପରିସ୍ଥିତିରେ କୋଭିଶିଲ୍ଡର ବ୍ୟବହାର କରାଯାଇ ପାରିବ। ବ୍ରିଟେନ୍‌ ସରକାର କୋଭିଶିଲ୍ଡର ୧୦ କୋଟି ଟିକା ଅର୍ଡର…

ଜାନୁୟାରୀ ୩୧ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌

ମୁମ୍ବାଇ,୩୦।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ପହଞ୍ଚିସାରିଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାର ରାଜ୍ୟରେ ଲକ୍‌ଡାଉନ୍‌ ସମୟ ସୀମାକୁ ୨୦୨୧ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ନୂଆବର୍ଷ ପାଳନ ପାଇଁ ଘରୁ ବାହାରକୁ…

ରାଜ୍ୟରେ ୩୦୫ କରୋନା ପଜିଟିଭ୍‌ ଚିହ୍ନଟ: ୩ ମୃତ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ…

ଆମେରିକାରେ ପହଞ୍ଚିଲା କରୋନାର ନୂଆ ଷ୍ଟ୍ରେନ୍‌

ଓ୍ବାଶିଂଟନ,୩୦।୧୨: ବ୍ରିଟେନ୍‌ରୁ ଆରମ୍ଭ ହୋଇଥିବା କରୋନାର ନୂଆ ଷ୍ଟ୍ରେନ୍‌ ଏବେ ଆମେରିକାରେ ପହଞ୍ଚିଛି। କୋଲୋରାଡୋରେ ଜଣେ ୨୦ ବର୍ଷ ବୟସ୍କ ଯୁବକଙ୍କ ନମୁନା ପରୀକ୍ଷା ସମୟରେ ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହୋଇଛି। ଯୁବକଙ୍କୁ କ୍ୱାରାଣ୍ଟାଇନ୍‌ କରାଯାଇଛି। ଯୁବକ ଜଣକ ଅନ୍ୟ କାହା…

ଭାରତରେ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଛୁଇଁଲା

ନୂଆଦିଲ୍ଲୀ,୩୦।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ନେଇ ଏବେ ଆତଙ୍କ ଜାରି ରହିଛି। ଦିନକୁ ଦିନ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ସ୍ବଦେଶ ଫେରିଥିବା ବ୍ରିଟେନ୍‌ ଫେରନ୍ତାଙ୍କ ମଧ୍ୟରୁ ୨୦ ଜଣଙ୍କଠାରେ ନୂଆ ଷ୍ଟ୍ରେନ୍‌…

ଟେଲି ମେଡିସିନରେ ଅଶ୍ଳୀଳତା

ନୂଆଦିଲ୍ଲୀ, ୩୦ା୧୨: କରୋନା ସଂକ୍ରମଣବେଳେ ଅନ୍‌ଲାଇନ ସେବାକୁ ମିଳିଛି ପ୍ରାଥମକିତା। ଦିନକୁ ଦିନ ବଢ଼ୁଛି ଓ୍ବେବସାଇଟ୍‌, ଆପ୍‌ର ମାତ୍ରା ଏବଂ ଅଧିକ ସଂଖ୍ୟାରେ ଲୋକଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରି ବେପାର ବଢ଼ାଇବାକୁ ଚାଲିଛି ପ୍ରତିଯୋଗିତା। ସ୍ବାସ୍ଥ୍ୟସେବାର ଗୁରୁତ୍ୱ ବଢ଼ିଥିବାରୁ ଡାକ୍ତରଙ୍କ…

ସଂକ୍ରମିତଙ୍କ ହେବ ଜିନୋମ୍‌ ସିକ୍ୱେନ୍ସିଂ

ନୂଆଦିଲ୍ଲୀ, ୩୦।୧୨: ଡିସେମ୍ବର ୯ରୁ ୨୨ ମଧ୍ୟରେ ଭାରତ ଫେରିଥିବା ସମସ୍ତ ଅନ୍ତର୍ଜାତୀୟ ଯାତ୍ରୀ, ଯେଉଁମାନଙ୍କଠାରେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛି ସେମାନଙ୍କର ଜିନୋମ୍‌ ସିକ୍ୱେନ୍ସିଂ କରାଯିବ। ନିକଟରେ ବ୍ରିଟେନରେ କରୋନା ଭୂତାଣୁର ନୂଆ ରୂପ ଦ୍ରୁତ ସଂକ୍ରମିତ ହେଉଥିବାରୁ ଏଭଳି…

ଭାରତରେ ୮ ନୂଆ ଷ୍ଟ୍ରେନ୍‌

ନୂଆଦିଲ୍ଲୀ, ୩୦।୧୨: ୮ ବ୍ରିଟେନ ଫେରନ୍ତା ସଂକ୍ରମିତଙ୍କଠାରେ କରୋନାର ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହୋଇଛି। ବେଙ୍ଗାଲୁରୁସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଣ୍ଟାଲ ହେଲ୍‌ଥ ଆଣ୍ଡ ନ୍ୟୁରୋସାଇନ୍ସ, ହାଇଦ୍ରାବାଦର ସେଣ୍ଟର ଫର୍‌ ସେଲୁଲାର ଆଣ୍ଡ ମଲିକ୍ୟୁଲାର ବାୟୋଲୋଜି ଏବଂ ପୁଣେର ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?