ରାଜ୍ୟରେ ସୁସ୍ଥ ହେଲେ ୩୮୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ମଙ୍ଗଳବାର ରାଜ୍ୟରୁ ଆଉ ୩୮୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ଟୁଇଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଝାରସୁଗୁଡ଼ାରୁ…
ଆଜି ରାଜଧାନୀରୁ ୧୬ ନୂଆ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ରାଜଧାନୀରୁ ମଙ୍ଗଳବାର ପୁଣି ୧୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ…
ଓଡ଼ିଶା ଆସିଲା କରୋନା ଟିକାର ସରଞ୍ଜାମ
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନକୁ ନେଇ ଆଶଙ୍କା ଲାଗି ରହିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୨୧ ଲକ୍ଷ ସିରିଞ୍ଜ ସହ କୋଭିଡ-୧୯ ଟିକାର ସରଞ୍ଜାମ ଓଡ଼ିଶାରେ ଆସି ପହଞ୍ଚିଛି। ଏ ସମ୍ପର୍କରେ ରାଜ୍ୟ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ…
କରୋନାର ନୂଆ ଷ୍ଟ୍ରେନରେ ବି କାମ କରିବ ଭ୍ୟାକ୍ସିନ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୯ ।୧୨: କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଏବେ ଚିନ୍ତା ବଢାଇ ଦେଇଛି । ଦେଶରେ ଏହା ପ୍ରବେଶ କରି ସାରିଥିବା ବେଳେ ଏହା କେତେ ମାରାତ୍ମକ ତାହା ପ୍ରମାଣିତ ନ ହୋଇଥିଲେ ବି ଏହା ପୂର୍ବାପେକ୍ଷା ଅଧିକ କ୍ଷତି କରିବ…
ରାଜ୍ୟରେ ୨୬୩ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୧୨ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।…
ଦ୍ରୁତ ଗତିରେ ବ୍ୟାପୁଛି କରୋନାର ନୂଆ ଷ୍ଟ୍ରେନ୍!
ୱାଶିଂଟନ,୨୯ ।୧୨: ବ୍ରିଟେନ ଓ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଏବେ ଭାରତର ବି ପହଞ୍ଚିଗଲାଣି । ଏହାସହ ପାଖାପାଖି ୧୨ଟି ଦେଶରେ ଏହି ନୂଆ ଷ୍ଟ୍ରେନ୍ ପହଞ୍ଚିଥିବା କୁହାଯାଉଛି । ଯାହା ପୁଣିଥରେ ବିଶ୍ୱବାସୀଙ୍କୁ ଚିନ୍ତାରେ…
ମାସ୍କ୍ ଭଳି କୋଭିଡ୍ ଭାକ୍ସିନ୍ ପାସପୋର୍ଟ ଏବେ ହେବ ଜରୁରୀ
ଲଣ୍ଡନ,୨୯।୧୨: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ୨୦୨୧ ବର୍ଷରେ ମାସ୍କ୍ ଭଳି କୋଭିଡ୍ ଭାକ୍ସିନ୍ ପାସପୋର୍ଟକୁ ଏବେ ଜରୁରୀ ହେବ। ଅନ୍ତର୍ଜାତୀୟ ଯାତ୍ରା କରୁଥିବା ଯାତ୍ରୀଙ୍କୁ କୋଭିଡ୍ ଭାକ୍ସିନ୍ ପାସପୋର୍ଟ…
୬ ବ୍ରିଟେନ ଫେରନ୍ତାଙ୍କଠାରେ ନୂଆ ଷ୍ଟ୍ରେନ୍ ଚିହ୍ନଟ: ସରକାର ଦେଲେ ସୂଚନା
ନୂଆଦିଲ୍ଲୀ,୨୯।୧୨: କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଭାରତରେ ଆତଙ୍କ ଦେଖାଦେଇଛି। ବ୍ରିଟେନ୍ରୁ ଫେରିଥିବା ୬ ଜଣଙ୍କଠାରେ ନୂଆ ଷ୍ଟ୍ରେନ୍ ଚିହ୍ନଟ ହୋଇଥିବା ଭାରତ ସରକାରଙ୍କ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ସେଥିମଧ୍ୟରୁ ବେଙ୍ଗାଲୁରୁ ଲ୍ୟାବ୍ରେ ପରୀକ୍ଷା କରାଯାଇଥିବା ୩ ଜଣଙ୍କ ନମୁନା…
ନୂଆ ଷ୍ଟ୍ରେନ୍ ଆତଙ୍କ: ୫୭୦ ବ୍ରିଟେନ୍ ଫେରନ୍ତାଙ୍କ ମିଳୁନି ପତ୍ତା
ଲକ୍ଷ୍ନୌ,୨୯।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ନେଇ ଏବେ ଆତଙ୍କ ଜାରି ରହିଛି। ସ୍ବଦେଶ ଫେରୁଥିବା ବ୍ରିଟେନ୍ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରାଯାଇଛି। ଉତ୍ତରପ୍ରଦେଶରେ କରୋନା ସଂକ୍ରମଣକୁ ନେଇ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ରାଜ୍ୟକୁ ବ୍ରିଟେନ୍ରୁ…
ପାକିସ୍ତାନରେ ଭୟାବହ ସ୍ଥିତି ଆଶଙ୍କା
ଡାର୍ ମାନ୍ଗି (ପାକିସ୍ତାନ), ୨୯।୧୨: ଆତଙ୍କବାଦୀ ଏବଂ ମୌଳବାଦୀ ସଙ୍ଗଠନ ଲାଗି କରୋନା ଟିକାକରଣ ପ୍ରଭାବିତ ହୋଇପାରେ। ବିଶେଷକରି ମୁସ୍ଲିମ୍ ବହୁଳ ଦେଶର ଏହି ଆଶଙ୍କା ବେଶି। ମାରାତ୍ମକ ପୋଲିଓ ପ୍ରତିଷେଧକ ଦିଆଯିବା ସମୟରେ ପାକିସ୍ତାନରେ ସଂଘଟିତ ବର୍ବରତାକୁ ବିଶ୍ୱ ଦେଖିସାରିଛି।…
ସୁସ୍ଥ ହେଲେ ୩୨୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୩୧, ବାଲେଶ୍ୱରରୁ ୨୬, ସମ୍ବଲପୁରରୁ ୨୫, ମୟୂରଭଞ୍ଜରୁ ୨୨, ପୁରୀରୁ ୨୨, ଅନୁଗୋଳରୁ ୨୦, ବରଗଡରୁ ୧୭, କଟକରୁ…
ଭୁବନେଶ୍ୱରରୁ ଆଜି ପୁଣି ୨୨ ପଜିିଟିଭ୍ ଚିହ୍ନଟ: ୩୩ ସୁସ୍ଥ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯ ଜଣ ରହିଥିବା ବେଳେ ଲୋକାଲ କେସ୍ ୧୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
Archives


