କରୋନା ଭାଇରସ୍‌

ରାଜ୍ୟରେ ୩୧୯ କରୋନା ପଜିଟିଭ ଚିହ୍ନଟ, ୪ ମୃତ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୩୧୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୯୧୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ...

ବ୍ରିଟେନରୁ ଫେରିଥିବା ୫ ଯାତ୍ରୀ କରୋନା ପଜିଟିଭ୍‌: ଦିଲ୍ଲୀରେ ଆତଙ୍କ

ନୂଆଦିଲ୍ଲୀ,୨୨।୧୨: ବ୍ରିଟେନରୁ ଭାରତ ଫେରିଥିବା ୫ ଯାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିବା ଜଣାପଡ଼ିଛି। ବ୍ରିଟେନ୍‌ରୁ ନୂଆଦିଲ୍ଲୀର ବିମାନବନ୍ଦରରେ ଆସି ପହଞ୍ଚିଥିବା ୨୬୬ ଯାତ୍ରୀଙ୍କର ନମୁନା ଯାଞ୍ଚ୍‌ କରାଯାଇଥିଲା। ଅଧିକ ପରୀକ୍ଷା ପାଇଁ ସମ୍ପୃକ୍ତ ୫ ଜଣଙ୍କ ନମୁନାକୁ...

କରୋନାର ନୂଆ ଏନ୍ତୁଡ଼ିଶାଳ ବିଟ୍ରେନ: ୬ରୁ ଅଧିକ ଦେଶକୁ ବ୍ୟାପିଛି ସଂକ୍ରମଣ

ଲଣ୍ଡନ,୨୨।୧୨: ବ୍ରିଟେନ ଏବେ କରୋନାର ନୂଆ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଛି। ବିଟ୍ରେନ୍‌ରୁ ଏହି ଭୂତାଣୁ ଇଟାଲୀ, ନେଦରଲାଣ୍ଡ, ଡେନମାର୍କ, ଫ୍ରାନ୍ସ୍‌ ଏବଂ ଅଷ୍ଟ୍ରେଲିଆ ସମେତ ଦକ୍ଷିଣ ଆଫ୍ରିକାର କେତେକ ଅଞ୍ଚଳକୁ ବ୍ୟାପିଥିବା ଅନୁମାନ କରାଯାଉଛି। ନୂଆ କରୋନା ଭୂତାଣୁ ୬ରୁ...

କରୋନାର ନୂଆ ରୂପକୁ ନେଇ ଭୟ କରିବାର ନାହିଁ: ଡବ୍ଲୁଏଚଓ

ଲଣ୍ଡନ,୨୧ ।୧୨: ବ୍ରିଟେନରେ କରୋନା ଭାଇରସର ନୂଆ ରୂପ ସାମ୍ନାକୁ ଆସିବା ପରେ ଭୟଭୀତ ହୋଇଯାଇଛି ସାରା ବିଶ୍ୱ । ଏମିତିକି ପାଖାପାଖି ୩୦ଟି ଦେଶ ବିଟ୍ରେନକୁ ବିମାନ ସେବା ବନ୍ଦ କରି ଦେଇଛି । ସ୍ଥିତି ବିଗିଡିବାକୁ ଯାଉଥିବା...

କରୋନା ଟିକାକୁ ଅନୁମତି ଦେଲା ୟୁରୋପିୟ ସଂଘ

ଆମଷ୍ଟାରର୍ଡମ,୨୨ ।୧୨: ଏବେ ସାରା ବିଶ୍ୱର ନଜର କରୋନା ଟିକା ଉପରେ । ଏହି କ୍ରମରେ ୟୁରୋପିୟ ସଂଘ ବାୟୋଏନଟେକ ଓ ଫାଇଜର ଦ୍ୱାରା ମିଳିତ ଭାବେ ବିକଶିତ କୋଗିଡ-୧୯ ଭ୍ୟାକ୍ସିନକୁ ୨୭ ଦେଶର ସଂଗଠନ(ୟୁରୋପିୟ ସଂଘ)ବଜାରକୁ ଛାଡିବାକୁ ସୋମବାର...

ଚିନ୍ତା ବଢ଼ାଇଲା ନୂଆ ରୂପ

ଲଣ୍ଡନ, ୨୨।୧୨: ବ୍ରିଟେନରେ କରୋନା ଭୂତାଣୁର ଏକ ପରିବର୍ତ୍ତିତ ସଂସ୍କରଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ନେଇ ସାରା ବିଶ୍ୱରେ ଚିନ୍ତା ବଢ଼ିଯାଇଛି। ନୂଆ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟିଶ ସରକାର କଡ଼ା ଲକ୍‌ଡାଉନ କଟକଣା ଜାରି କରିଛନ୍ତି।...

ଭୁବନେଶ୍ୱରରୁ ଆଜି ପୁଣି ୪୪ ପଜିିଟିଭ୍‌ ଚିହ୍ନଟ: ୩୬ ସୁସ୍ଥ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ବ୍ରିଟେନକୁ ବିମାନ ଚଳାଚଳ ବନ୍ଦ

ନୂଆଦିଲ୍ଲୀ,୨୧ ।୧୨: ବ୍ରିଟେନରେ ସାମ୍ନାକୁ ଆସିଥିବା କରୋନା ଭାଇରସର ନୂଆ ରୂପକୁ ଦେଖି ଭାରତ ସରକାର ସତର୍କ ହୋଇଯାଇଛନ୍ତି । ବ୍ରିଟେନରୁ ଭାରତ ଆସିବାକୁ ଥିବା ସମସ୍ତ ବିମାନ ଚଳାଚଳକୁ ୩୧ ଡିସେମ୍ବର ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଛି ।...

ବ୍ରିଟେନରେ କରୋନାର ନୂଆ ରୂପକୁ ଦେଖି ପ୍ରସ୍ତୁତ ହେଲାଣି ଭାରତ!

ନୂଆଦିଲ୍ଲୀ,୨୧ ।୧୨: ଗୋଟିଏ ପଟେ ଖୁବଶୀଘ୍ର କରୋନା ଭ୍ୟାକ୍ସିନ ଆସିବା କଥା ଜଣାପଡିବା ପରେ ଦେଶବାସୀ ଉତ୍ସାହିତ ଥିବା ବେଳେ ଅନ୍ୟପଟେ କରୋନାର ନୂଆ ରୂପ ସାମ୍ନାକୁ ଆସିବା ପରେ ଚିନ୍ତା ବଢି ଯାଇଛି । ବ୍ରିଟେନରେ କରୋନା ଭାଇରସର...

ରାଜ୍ୟରେ ଆଜି ୩୬୩ କରୋନା ପଜିଟିଭ୍‌ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ ୩୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୫୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୮ ଜଣ...

କରୋନାର ଖରାପ ସମୟ ଚାଲି ଯାଇଛି, ଆସନ୍ତା ମାସରୁ ଆରମ୍ଭ ହେବ ଟିକାକରଣ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୧ ।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏବେବି ଜାରି ରହିଛି । ପ୍ରତିଦିନ ପାଖାପାଖି ୨୦ ହଜାର ନୂଆ ସଂକ୍ରମିତଙ୍କୁ ଏବେବି ଚିହ୍ନଟ କରାଯାଉଛି । ହେଲେ ଅନ୍ୟପଟେ ସରକାର ଆସନ୍ତା ବର୍ଷ ଆରମ୍ଭରୁ ଟିକାକରଣ ଆରମ୍ଭ କରିବାକୁ...

ଭୁବନେଶ୍ୱରରୁ ଆଜି ୩୦ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩

ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri