କରୋନା ଭାଇରସ୍‌

ପୁଣି ବିପଦ: ମିଳିଲା କରୋନାର ନୂଆ ଭୂତାଣୁ ଖୋସ୍ତା-୨, ଟିକା ବି କାମଦେବନି…

ଓ୍ବାଶିଂଟନ, ୨୫।୯ : କରୋନା ମହାମାରୀର ସଂକ୍ରମଣ ବର୍ତ୍ତମାନ ପୃଥିବୀର ଅଧିକାଂଶ ସ୍ଥାନରେ ମନ୍ଥର ହୋଇଯାଇଛି। ତେବେ ଏପରିସ୍ଥଳେ, ଆସୁଥିବା ଖବର ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଚିନ୍ତାକୁ ବଢ଼ାଇ ଦେଇଛି। ଏହା ଯୋଗୁ ପୁଣି ବିପଦ ମାଡ଼ିଆସୁଛି ନେଇ ଆତଙ୍କ ସୃଷ୍ଟି ହୋଇଚି।…

ଥମୁଛି କରୋନା, ସକ୍ରିୟ ମାମଲା ୪୪ ହଜାର ତଳେ…

ନୂଆଦିଲ୍ଲୀ, ୨୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୪ ହଜାର ତଳେ ରହିଛି। କେରଳରେ ସତର୍କ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୨,୫୦୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

୪୫ ହଜାର ତଳେ ସକ୍ରିୟ ମାମଲାରେ, ଦୈନିକ ସଂକ୍ରମଣ ୫ ହଜାରରୁ କମ…

ନୂଆଦିଲ୍ଲୀ, ୨୪ ।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ପୁଣି ୪୫ ହଜାର ତଳେ ରହିଛି।…

ରାଜ୍ୟରୁ ଚିହ୍ନଟ ହେଲେ ୨୨୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୦ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ…

ଶେଷ ହୋଇନାହିଁ ମହାମାରୀ, ହେଲେ ଦେଖାଯାଉଛି ଏହାର ଅନ୍ତ: ଡବ୍ଲୁଏଚଓ ମୁଖ୍ୟ

ନ୍ୟୁୟର୍କ,୨୩ ।୯: କରୋନା ମହାମାରୀ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ । ହେଲେ ଏହାର ଅନ୍ତ ଖୁବ୍ ନିକଟରୁ ଦେଖାଯାଉଛି । ନ୍ୟୁୟର୍କରେ ଆୟୋଜିତ ୟୁଏନଜିଏ ବୈଠକରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ମହାନିର୍ଦ୍ଦେଶକ ଡା. ଟେଡ୍ରୋସ ଅଧନୋମ ଘେବ୍ରେୟସସ କହିଛନ୍ତି ।…

କରୋନାକୁ ନେଇ ଡିଡିଏମଏ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨ ।୯: ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(ଡିଡିଏମଏ) ଗୁରୁବାର କରୋନା ସମୀକ୍ଷାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲା । ଉପରାଜ୍ୟପାଳ ବିନୟ କୁମାର ସାକ୍ସେନାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଟୁଇଟ କରିଛନ୍ତି ।…

ସକ୍ରିୟ ମାମଲାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ପୁଣି ୪୭ ହଜାର ତଳେ ରହିଛି। ଗତ…

କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୯୯ ଆକ୍ରାନ୍ତ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୧୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୬ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୮୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି…

୪୭ ହଜାର ତଳେ ସକ୍ରିୟ ମାମଲା-ଦୈନିକ ସଂକ୍ରମଣ ୫ ହଜାରରୁ କମ…

ନୂଆଦିଲ୍ଲୀ, ୨୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ପୁଣି ୪୭ ହଜାର ତଳେ ରହିଛି। ଗତ…

ଦୈନିକ ମୃତ୍ୟୁ ସଂଖ୍ୟା ୧୦ ତଳେ…

ନୂଆଦିଲ୍ଲୀ, ୨୦।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ବଢ଼ି ପୁଣି ୪୭ ହଜାର ଉପରେ ରହିଛି। ଗତ…

ରାଜ୍ୟରୁ ୨୧୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ୧୩,୨୧,୩୪୪ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୮,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?