ବ୍ରିଟେନକୁ ବିମାନ ଚଳାଚଳ ବନ୍ଦ
ନୂଆଦିଲ୍ଲୀ,୨୧ ।୧୨: ବ୍ରିଟେନରେ ସାମ୍ନାକୁ ଆସିଥିବା କରୋନା ଭାଇରସର ନୂଆ ରୂପକୁ ଦେଖି ଭାରତ ସରକାର ସତର୍କ ହୋଇଯାଇଛନ୍ତି । ବ୍ରିଟେନରୁ ଭାରତ ଆସିବାକୁ ଥିବା ସମସ୍ତ ବିମାନ ଚଳାଚଳକୁ ୩୧ ଡିସେମ୍ବର ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଛି । ଏହି…
ବ୍ରିଟେନରେ କରୋନାର ନୂଆ ରୂପକୁ ଦେଖି ପ୍ରସ୍ତୁତ ହେଲାଣି ଭାରତ!
ନୂଆଦିଲ୍ଲୀ,୨୧ ।୧୨: ଗୋଟିଏ ପଟେ ଖୁବଶୀଘ୍ର କରୋନା ଭ୍ୟାକ୍ସିନ ଆସିବା କଥା ଜଣାପଡିବା ପରେ ଦେଶବାସୀ ଉତ୍ସାହିତ ଥିବା ବେଳେ ଅନ୍ୟପଟେ କରୋନାର ନୂଆ ରୂପ ସାମ୍ନାକୁ ଆସିବା ପରେ ଚିନ୍ତା ବଢି ଯାଇଛି । ବ୍ରିଟେନରେ କରୋନା ଭାଇରସର ନୂଆ…
ରାଜ୍ୟରେ ଆଜି ୩୬୩ କରୋନା ପଜିଟିଭ୍ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ ୩୬୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୫୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୦୮ ଜଣ ଚିହ୍ନଟ…
କରୋନାର ଖରାପ ସମୟ ଚାଲି ଯାଇଛି, ଆସନ୍ତା ମାସରୁ ଆରମ୍ଭ ହେବ ଟିକାକରଣ: ସ୍ୱାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୧ ।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏବେବି ଜାରି ରହିଛି । ପ୍ରତିଦିନ ପାଖାପାଖି ୨୦ ହଜାର ନୂଆ ସଂକ୍ରମିତଙ୍କୁ ଏବେବି ଚିହ୍ନଟ କରାଯାଉଛି । ହେଲେ ଅନ୍ୟପଟେ ସରକାର ଆସନ୍ତା ବର୍ଷ ଆରମ୍ଭରୁ ଟିକାକରଣ ଆରମ୍ଭ କରିବାକୁ ପ୍ରସ୍ତୁତ…
ଭୁବନେଶ୍ୱରରୁ ଆଜି ୩୦ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୨୩
ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ମହାରାଷ୍ଟ୍ରରେ ଲାଗୁ ହେବନି ନାଇଟ୍ କର୍ଫ୍ୟୁ କି ଲକ୍ଡାଉନ
ମୁ୍ମ୍ବାଇ,୨୦ ।୧୨: ସାରା ଦେଶରେ କରୋନା ଭାଇରସ ତା’ର କାୟା ବିସ୍ତାର କରି ସାରିଥିବା ବେଳେ ଏଥିରେ ସବୁଠାରୁ ପ୍ରଭାବିତ ହୋଇଛି ମହାରାଷ୍ଟ୍ର । ଆଜିବି ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଲୋକେ ଏକ ପ୍ରକାର ଭୟଭୀତ ହୋଇ…
ଆମେରିକାରେ କରୋନା ସୁନାମୀ
ୱାଶିଂଟନ,୨୦ ।୧୨: ଆମେରିକାରେ କରୋନା ମହାମାରୀ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି । ଗତ ଦୁଇଦିନ ମଧ୍ୟରେ ଲଗାତାର ଭାବେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟାରେ ଆମେରିକାରେ ୪ ଲକ୍ଷ…
ରାଜ୍ୟରେ ଆଜି ୩୭୨ କରୋନା ପଜିଟିଭ୍ ଚିହ୍ନଟ, ଆଉ ୪ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରବିବାର ରାଜ୍ୟରେ ୩୭୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୨୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୧୪ ଜଣ ଚିହ୍ନଟ…
ଟିକାକରଣ ପାଇଁ ଆବଶ୍ୟକ ୮୦ ହଜାର କୋଟି: ସିରମ୍ ଇନଷ୍ଟିଚ୍ୟୁଟ୍
ନୂଆଦିଲ୍ଲୀ,୧୯।୧୨: ଭାରତରେ ଟିକାକରଣ ପାଇଁ ଆସନ୍ତା ବର୍ଷ ସୁଦ୍ଧା ୮୦ ହଜାର କୋଟି ଟଙ୍କା ଆବଶ୍ୟକ। ଏନେଇ ସିରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ପକ୍ଷରୁ କୁହାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ କୋଟି ଲୋକଙ୍କୁ ଟିକାକରଣ କରାଯିବ ବୋଲି ସରକାରଙ୍କ ଯୋଜନା କରାଯାଇଛି।…
୨୧ ଦିନ ମଧ୍ୟରେ ଅସଂଯୋଜିତ ଲକଡାଉନକୁ ନେଇ କେବେ ଯୁଦ୍ଧରେ ବିଜୟୀ ହେବନାହିଁ: ରାହୁଲ
ନୂଆଦିଲ୍ଲୀ,୧୯ ।୧୨: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ୧ କୋଟି ଅତିକ୍ରମ କରି ଯାଇଥିବା ବେଳେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ କେନ୍ଦ୍ରର ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ବିନା ଯୋଜନାରେ କରାଯାଇଥିବା ଲକଡାଉନ…
ରାଜ୍ୟରେ ୩୫୬ କରୋନା ପଜିଟିଭ ଚିହ୍ନଟ: ଆଖିବୁଜିଲେ ୩
ଭୁବନେଶ୍ୱର, ୧୯।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୫୬ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩ ଜଣ ଆଖି ବୁଜିଛନ୍ତି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୮୬୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ…
କରୋନାରେ ପୀଡ଼ିତ ସ୍ଲୋଭାକିଆ ପ୍ରଧାନମନ୍ତ୍ରୀ
ବ୍ରାତିସ୍ଲାଭା,୧୯ ।୧୨: ୟୁରୋପୀୟ ଦେଶ ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ଇଗୋର ମୋତାଭିକ ବି କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ସୋସିଆଲ ମିଡିଆ ଜରିଆରେ ସେ ନିଜେ ଏହି ସୂଚନା ଦେଇଛନ୍ତି । ବ୍ରସଲସରେ ଆୟୋଜିତ ଇୟୁ ସମ୍ମିଳନୀରେ ଯୋଗଦେବା ପରେ କରୋନା…
Archives


