କରୋନା ଭାଇରସ୍‌

୧୪୦୦ ଘରୋଇ ସ୍କୁଲରେ ଅନ୍‌ଲାଇନ୍‌ କ୍ଲାସ୍‌ ବନ୍ଦ: ଫି ଦେବାକୁ ସକ୍ଷମ ନୁହନ୍ତି ଅଭିଭାବକ

ପୁଣେ,୧୫।୧୨: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ସ୍କୁଲ କଲେଜକୁ ବନ୍ଦ କରିଦିଆଯାଇଥିଲା। ଏବେ କେତେକ ରାଜ୍ୟରେ ସର୍ତ୍ତମୂଳକ ଭାବେ ସ୍କୁଲ ଖୋଲିଛି। ତେବେ ଅନ୍ୟ ରାଜ୍ୟରେ ସ୍କୁଲ ଖୋଲିବା ନେଇ କୌଣସି ନିଷ୍ପତ୍ତି ଗ୍ରହଣ କରାଯାଇନାହିଁ। ସ୍କୁଲ ବନ୍ଦ…

କରୋନା ସଂକ୍ରମଣରେ ନୌସେନା ଭାଇସ୍‌ ଆଡମିରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: କରୋନା ସଂକ୍ରମଣରେ ନୌସେନା ଭାଇସ୍‌ ଆଡମିରାଲ ଶ୍ରୀକାନ୍ତଙ୍କ ମୃତ୍ୟୁ ଘଟିଛି। ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ବିଳମ୍ବିତ ରାତ୍ରରେ ତାଙ୍କର ସ୍ବାସ୍ୟାବସ୍ଥା ଅଧିକ…

ପୁଣି ମାଡ଼ି ଆସିଲା ବିପଦ: ନୂଆ କରୋନା ଭୂତାଣୁର ସନ୍ଧାନ, ସରକାର ଜାରି କଲେ ଲକ୍‌ଡାଉନ୍‌

ଲଣ୍ଡନ,୧୫।୧୨: କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଏବେ ପୁଣି ବିପଦ ମାଡ଼ି ଆସୁଛି। ବ୍ରିଟେନରେ ସାର୍ବଜନୀକ ଭାବେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା ପ୍ରଦାନ କାର୍ଯ୍ୟ ଜାରି ରହିଛି। ତେବେ ଏଠାରେ ନୂଆର…

ଫାଇଜର ଟିକାକୁ ସିଙ୍ଗାପୁରରେ ମଞ୍ଜୁରୀ

ସିଙ୍ଗାପୁର,୧୫।୧୨: ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକାକୁ ସିଙ୍ଗାପୁରରେ ଦିଆଯିବା ଲାଗି ମଞ୍ଜୁରୀ ମିଳିଛି। ଚଳିତ ମାସରେ ପ୍ରଥମ ଅର୍ଡର ଟିକା ଏଠାରେ ପହଞ୍ଚିବ ବୋଲି ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ଶେନ୍‌ ଲାଙ୍ଗ୍‌ ଜାତୀୟ ଟେଲିଭିଜନରେ…

ଡାର୍କ ଓ୍ବେବ୍‌ରେ ନକଲି ଟିକା

ନୂଆଦିଲ୍ଲୀ, ୧୫ା୧୨: କୋଭିଡ୍‌-୧୯ ମହାମାରୀରୁ ବର୍ତ୍ତିବା ପାଇଁ ଟିକା ଏକମାତ୍ର ଆଶା ହୋଇଥିବାବେଳେ ଏହାର ଫାଇଦା ଉଠାଉଛନ୍ତି ସାଇବର ଅପରାଧୀ। କୌଣସି ବିଶ୍ୱସ୍ତ ସର୍ଚ୍ଚ ଇଞ୍ଜିନ ଦ୍ୱାରା ଅନୁମୋଦିତ ହୋଇ ନ ଥିବା ସାଇଟ୍‌ ତଥା ଡାର୍କ ଓ୍ବେବରେ ଲୋକଙ୍କୁ ନିଜ…

ଟିକା ପାଇଁ ପଞ୍ଜୀକରଣ ଜରୁରୀ

ନୂଆଦିଲ୍ଲୀ, ୧୫।୧୨: ଦେଶବ୍ୟାପୀ କୋଭିଡ୍‌-୧୯ ଟିକାକରଣ ଲାଗି ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡ୍‌ଲାଇନ ଜାରି ହୋଇଛି। ଟିକା ନେବାକୁ ହେଲେ ଆଗୁଆ ନାମ ପଞ୍ଜୀକରଣ ଜରୁରୀ। ରାଜ୍ୟଗୁଡ଼ିକୁ ପଠାଯାଇଥିବା ଗାଇଡ୍‌ଲାଇନ ଅନୁଯାୟୀ…

ଭୁବନେଶ୍ୱରରୁ ଆଜି ପୁଣି ୩୪ ପଜିିଟିଭ୍‌ ଚିହ୍ନଟ: ୩୧ ସୁସ୍ଥ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

କରୋନା ମୁକ୍ତ ହେଲା ନ୍ୟୁଜିଲାଣ୍ଡ: ଖୁସିରେ ନାଚିଲେ ପ୍ରଧାନମନ୍ତ୍ରୀ

ଓ୍ବିଲିଂଟନ୍‌,୧୪।୧୨: ନ୍ୟୁଜିଲାଣ୍ଡ ସମ୍ପୂର୍ଣ୍ଣ ଭାବେ କରୋନା ମୁକ୍ତ ହୋଇଛି। ଏହି ଖବର ଶୁଣିବା ପରେ ପ୍ରଧାନମନ୍ତ୍ରୀ ଜାସିଣ୍ଡା ଆରଡେର୍ନ ଖୁସିରେ ନାଚିଛନ୍ତି। ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ ରହିଥିବାବେଳେ କୌଣସି ସଂକ୍ରମିତ ମଧ୍ୟ ନ ଥିବା ସରକାରଙକକ ପକ୍ଷରୁ କୁହାଯାଇଛି।…

ରାଜ୍ୟରେ ପୁଣି ୩୩୨ କରୋନା ପଜିଟିଭ୍‌ ଚିହ୍ନଟ, ୪ ମୃତ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

ଉତ୍ତରପ୍ରଦେଶ-କେରଳକୁ ମିଳିବ ଅଧିକ କରୋନା ଟିକା

ନୂଆଦିଲ୍ଲୀ,୧୪।୧୨: ଭାରତରେ ଖୁବ୍‌ ଶୀଘ୍ର କରୋନା ପ୍ରତିଷେଧକ ଟିକାଦାନ ସାର୍ବଜନୀକ ଭାବେ ଆରମ୍ଭ କରାଯିବ। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଉତ୍ତରପ୍ରଦେଶ ଏବଂ କେରଳକୁ ଅଧିକ କରୋନା ଟିକା ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀ, ଡାକ୍ତର, ନର୍ସ ଏବଂ ଅନ୍ୟ କରୋନା…

କରୋନା ମହାମାରୀ ନେଇ ବିଲ୍‌ ଗେଟସ୍‌ଙ୍କ ଚେତାବନୀ: ଆସନ୍ତା ୬ ମାସରେ ସ୍ଥିତି ହୋଇପାରେ ଅଧିକ ସଙ୍କଟ ଜନକ

ଓ୍ବାଶିଂଟନ,୧୪।୧୨: କରୋନା ମହାମାରୀ ନେଇ ମାଇକ୍ରୋସଫ୍ଟ ସହ ସଂସ୍ଥାପକ ବିଲ୍‌ ଗେଟସ୍‌ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୪ରୁ ୬ ମାସ ସମୟ ପୃଥିବୀ ପାଇଁ ଅଧିକ ସଙ୍କଟ ଜନକ ହେବାର ଆଶଙ୍କା ରହିଛି। ଏବେ କରୋନା ଭୂତାଣୁ…

ଦିଲ୍ଲୀ ସୀମାରୁ କୃଷକଙ୍କ ଆନ୍ଦୋଳନ ହଟାଇବା ଆବେଦନର ୧୬ରେ ଶୁଣାଣି

ନୂଆଦିଲ୍ଲୀ,୧୩।୧୨: ରାଜଧାନୀ ଦିଲ୍ଲୀ-ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନକୁ ତୁରନ୍ତ ହଟାଇବା ପାଇଁ କରାଯାଇଥିବା ଆବେଦନର ଶୁଣାଣି ଆସନ୍ତା ୧୬ ତାରିଖରେ କରିବେ ସୁପ୍ରିମକୋର୍ଟ। କୃଷକ ଆନ୍ଦୋଳନ ଯୋଗୁ ରାସ୍ତା ବ୍ଲକ ହେବା ସହ ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?