କରୋନା ଭାଇରସ୍‌

ମାଗଣାରେ ମିଳିବ କରୋନା ଟିକା: ୫ ରାଜ୍ୟ ସରକାର କରି ସାରିଲେଣି ଘୋଷଣା

ନୂଆଦିଲ୍ଲୀ,୧୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଆସନ୍ତା କିଛି ସପ୍ତାହ ମଧ୍ୟରେ ଦେଶରେ କରୋନା ଟିକା ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା ମଧ୍ୟ କରି ସାରିଛନ୍ତି। ଇତିମଧ୍ୟରେ ୫ ରାଜ୍ୟ ସରକାର ଲୋକଙ୍କୁ ମାଗଣାରେ କରୋନା…

କରୋନା ଟିକା ‘ସୈତାନ ଟିକା’, ପରିବର୍ତ୍ତନ ହେବ ଡିଏନ୍‌ଏ: ଅଭିଯୋଗ ଆଣିଲେ ଦକ୍ଷିଣ ଆଫ୍ରିକା ପ୍ରଧାନ ବିଚାରପତି

ଜୋହାନ୍ସ୍‌ବର୍ଗ,୧୨।୧୨: ଏବେ ବ୍ରିଟେନ୍‌ରେ କରୋନା ଟିକାଦାନ ଜାରି ରହିଛି। ଆଗାମୀ ଦିନରେ ଅନ୍ୟ ଦେଶରେ ମଧ୍ୟ ସାର୍ବଜନୀକ ଟିକାଦାନ ପାଇଁ ଯୋଜନା କରାଯାଉଛି। ତେବେ କରୋନା ଟିକାକୁ ନେଇ ଦକ୍ଷିଣ ଆଫ୍ରିକା ପ୍ରଧାନ ବିଚାରପତି ମୋଗୋଇଙ୍ଗ୍‌ ମୋଗୋଇଙ୍ଗ୍‌ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି।…

ହସ୍ପିଟାଲରେ ବିଦ୍ୟୁତ୍‌ କାଟ୍‌: ଭେଣ୍ଟିଲେଟରରେ ଥିବା ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୋପାଳ,୧୨।୧୨: ହସ୍ପିଟାଲରେ ବିଦ୍ୟୁତ୍‌ କାଟ୍‌ ଯୋଗୁ ଚିକିତ୍ସିତ ହେଉଥିବା ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ମଧ୍ୟପ୍ରଦେଶର ହାମିଦିଆ ହସ୍ପିଟାଲରେ ଘଟିଛି। ଏଠାରେ ଶୁକ୍ରବାର ବିଳମ୍ବିତ ରାତ୍ରରେ ହଠାତ୍‌ ବିଦ୍ୟୁତ୍‌ କାଟ୍‌ ହୋଇଥିଲା। ହସ୍ପିଟାଲରେ ଜେନେରେଟର…

୩୫୦ରୁ କମ୍‌ କରୋନା ପଜିଟିଭ ଚିହ୍ନଟ; ୧୮ଶହ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୩୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କର କରୋନାଜନୀତ ମୃତ୍ୟୁ ଘଟିଛି। ତେବେ ନୂଆ ପଜିଟିଭକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ…

ମେଘାଳୟ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ, ୧୨ା୧୨: ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ୍‌ ସାଙ୍ଗାମା କରୋନାରେ ସଂକ୍ରମିତ ହୋଇଛନ୍ତି। ସେ ଏବେ ହୋମ୍‌ ଆଇସୋଲେଶନରେ ଥିବା ନେଇ ଟୁଇଟ କରି ଜଣାଇଛନ୍ତି। ଗତ ୫ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜ ସ୍ବାସ୍ଥ୍ୟ ଉପରେ ନଜର…

ଅଷ୍ଟ୍ରେଲିଆରେ ବନ୍ଦ ହେଲା କରୋନା ଟିକା ପରୀକ୍ଷଣ, ନଜର ଆସିଲେ ଏଚ୍‌ଆଇଭି ସଂକ୍ରମିତ

ମେଲବୋର୍ନ,୧୧ ।୧୨: ଅଷ୍ଟ୍ରେଲିଆରେ କରୋନା ମହାମାରୀକୁ ରୋକିବାକୁ ବିକଶିତ କରାଯାଇଥିବା ଏକ ଟିକାର କ୍ଲିନିକାଲ ଟ୍ରାଏଲକୁ ବନ୍ଦ କରି ଦିଆଯାଇଥିବା ସୂଚନା ମିଳିଛି । ଏହି ଟିକା ଦେବା ପରେ ଅଂଶଗ୍ରହଣକାରୀ ପରେ ଏଚ୍‌ଆଇଭିରେ ସଂକ୍ରମିତ ହୋଇଥିବା ଦେଖାଯିବାରୁ ଏହାକୁ ବନ୍ଦ…

ମହାମାରୀ ସହ କାଟିବାକୁ ପଡିବ ନୂଆବର୍ଷ: ବିଲ୍ ଗେଟ୍ସ

ୱାଶିଂଟନ,୧୧ ।୧୨: କରୋନା ମହାମାରୀକୁ ନେଇ କମ୍ପୁଟର ଜଗତର ଅଗ୍ରଣୀ କମ୍ପାନୀ ମାଇକ୍ରୋସପ୍ଟର ଫାଉଣ୍ଡର ବିଲ୍ ଗେଟ୍ସ ଏକ ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ନୂଆବର୍ଷ ବା ୨୦୨୧କୁ ଆମକୁ କରୋନା ମହାମାରୀ ମଧ୍ୟରେ କାଟିବାକୁ ପଡିବ । ତେବେ…

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌: ଆଜି ୩୮୭ ପଜିଟିଭ୍‌ ଚିହ୍ନଟ, ୪ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୩୮୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୩,୦୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୦ ଜଣ ଚିହ୍ନଟ…

ଭାକ୍‌ସିନ ନେବା ପରେ ୨ ମାସ ପାଇଁ ଛାଡ଼ିବାକୁ ପଡ଼ିବ ମଦ

ନୂଆଦିଲ୍ଲୀ,୧୦।୧୨- ରୁଷିଆରେ ପ୍ରସ୍ତୁତ ସ୍ପୁଟନିକ ଭି କୋଭିଡ୍‌-୧୯ ଭାକ୍‌ସିନ ନେବା ପରେ ୨ ମାସ ପାଇଁ ମଦ ଛାଡ଼ିବାକୁ ପଡ଼ିବ। ଏ ନେଇ ରୁଷିଆନ ଅଫିସିଆଲ ପରାମର୍ଶ ଦେଇଥିବା ନ୍ୟୁୟର୍କ ପୋଷ୍ଟରେ ଏକ ରିପୋର୍ଟ ପ୍ରକାଶ ପାଇଛି। ମଣିଷଙ୍କ ଶରୀରରେ ସ୍ପୁଟନିକ…

ଡିସେମ୍ବର ୧୪ରୁ ଦଶମ, ଦ୍ୱାଦଶ ଶିକ୍ଷାର୍ଥିଙ୍କ ପାଇଁ ଖୋଲିବ ସ୍କୁଲ: କରୋନା ଯାଞ୍ଚ ପରେ କ୍ଲାସକୁ ଯିବାକୁ ମିଳିବ ଅନୁମତି

ଚଣ୍ଡିଗଡ଼,୧୦।୧୨: କରୋନା ମହାମାରୀ ମଧ୍ୟରେ ହରିଆଣାରେ ପୁଣିଥରେ ଡିସେମ୍ବର ୧୪ରୁ ସ୍କୁଲ ଖୋଲିବା ନେଇ ପ୍ରସ୍ତୁତି କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରତିଦିନ ସକାଳ ୧୦ଟାରୁ…

ରାଜ୍ୟରେ ପୁଣି ୩୪୩ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୩୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

ଫାଇଜର ଟିକାର ପାର୍ଶ୍ୱପ୍ରତିକ୍ରିୟା: ଆଲର୍ଜି ଥିବା ଲୋକେ ନ ନେବାକୁ ସତର୍କ ସୂଚନା ଜାରି

ଲଣ୍ଡନ,୧୦।୧୨: ବ୍ରିଟେନରେ ମଙ୍ଗଳବାରଠାରୁ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା ସାର୍ବଜନୀକ ଭାବେ ଦିଆଯିବା ଆରମ୍ଭ ହୋଇଛି। ତେବେ ଟିକା ନେବା ପରେ ୨ଜଣଙ୍କଠାରେ ଆଲର୍ଜି ସମସ୍ୟା ଦେଖାଦେଇଛି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ମଧ୍ୟ ଖରାପ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri