କରୋନା ଭାଇରସ୍‌

କର୍ଣ୍ଣନଙ୍କୁ କରୋନା

ଚେନ୍ନାଇ, ୧୦ା୧୨: ମହିଳା ବିଚାରପତି ଓ ବିଚାରପତିଙ୍କ ସ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଗିରଫ ହୋଇଥିବା ମାଡ୍ରାସ ଓ କୋଲକତା ହାଇକୋର୍ଟର ପୂର୍ବତନ ବିଚାରପତି ସି. ଏସ୍‌ କର୍ଣ୍ଣନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅସୁସ୍ଥତା ଅନୁଭବ କରିବାକୁ ମଙ୍ଗଳବାର ସନ୍ଧ୍ୟାରେ…

ଭୁବନେଶ୍ୱରରୁ ଆଜି ପୁଣି ୨୩ ପଜିିଟିଭ୍‌ ଚିହ୍ନଟ: ୩୦ ସୁସ୍ଥ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୨୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

କରୋନା ରୋକିବାକୁ ଏହି ପରାମର୍ଶ ଦେଲା ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ,୯ା୧୨: କରୋନା ସଂକ୍ରମଣ ରୋକିବା ପାଇଁ ପରସ୍ପରକୁ ଆଲିଙ୍ଗନ ନ କରିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପରାମର୍ଶ ଦେଇଛି। ଡବ୍ଲ୍ୟୁଏଚ୍‌ଓ ଜରୁରିକାଳୀନ ବିଭାଗ ମୁଖ୍ୟ ଡ. ମାଇକେଲ ରେୟାନ କହିଛନ୍ତ, ଲୋକମାନେ ପରସ୍ପର ଠାରୁ ଦୂରତା ରକ୍ଷା କରିବା ସହ ଆଲିଙ୍ଗନ…

କରୋନା ଆକ୍ରାନ୍ତଙ୍କ ଘରକାନ୍ଥରେ ଲାଗିବନି ସୂଚନା ପୋଷ୍ଟର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୯।୧୨: ଏଣିକି କୌଣସି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଘରକାନ୍ଥରେ ସୂଚନା ପୋଷ୍ଟର ଲଗାଯିବ ନାହିଁ। ଏସମ୍ପର୍କରେ ବୁଧବାର ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏଭଳି କରିବା ଦ୍ୱାରା ଲୋକଙ୍କ ମଧ୍ୟରେ ବିଭାଜନ ହେଉଥିବା କୋର୍ଟ କହିଛନ୍ତି। କେତେକ ଆକ୍ରାନ୍ତଙ୍କୁ ଲୋକେ…

ବାଇଡେନ୍‌ଙ୍କ ବଡ଼ ଘୋଷଣା: ୧୦୦ ଦିନରେ ୧୦ କୋଟି ଲୋକଙ୍କୁ ଦିଆଯିବ କରୋନା ଟିକା

ଓ୍ବାଶିଂଟନ,୯।୧୨: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଭକରି ଥିବା ଡେମୋକ୍ରାଟିକ୍‌ ପାର୍ଟିର ଜୋ ବାଇଡେନ ବଡ଼ ଘୋଷଣା କରିଛନ୍ତି। ସେ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବାର ୧୦୦ ଦିନମଧ୍ୟରେ ଦେଶର ୧୦କୋଟି ଲୋକଙ୍କୁ କରୋନା ଟିକା ଦିଆଯିବ ବୋଲି କହିଛନ୍ତି।…

କରୋନା ଟିକା ପ୍ରସ୍ତୁତିରେ ଭାରତକୁ ସହଯୋଗ: ହାଇଦ୍ରାବାଦରେ ୬୪ ବିଦେଶୀ ପ୍ରତିନିଧି

ହାଇଦ୍ରାବାଦ,୯।୧୨: ଭାରତରେ ପ୍ରସ୍ତୁତ କରାଯାଉଥିବା କରୋନା ଟିକା ପ୍ରସ୍ତୁତିରେ ଭାରତକୁ ସହଯୋଗ କରିବା ପାଇଁ ବିଦେଶୀ ରାଷ୍ଟ୍ରଙ୍କ ଆଗ୍ରହ ବୃଦ୍ଧି ପାଇବାରେ ଲାଗିଛି। ଏହି ମର୍ମରେ ୬୪ ବିଦେଶୀ ପ୍ରତିନିଧି ବୁଧବାର ତେଲଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ପହଞ୍ଚିଛନ୍ତି। ପ୍ରତିନିଧିମାନେ ବାୟୋଟେକ୍‌ ଏବଂ…

ଚିଡ଼ିଆଖାନାରେ ୪ ସିଂହଙ୍କୁ କରୋନା

ବାର୍ସିଲୋନା, ୯।୧୨: ସ୍ପେନ୍‌ର ବାର୍ସିଲୋନା ଚିଡ଼ିଆଖାନାରେ ୪ଟି ସିଂହ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସିଂହଙ୍କୁ କରୋନା ଭୂତାଣୁ ସଂକ୍ରମଣ କରିବା ଏହା ଦ୍ୱିତୀୟ ଘଟଣା। ସେମାନଙ୍କଠାରେ କରୋନା ଲକ୍ଷଣ ଦେଖାଯିବା ପରେ ନମୁନା ପରୀକ୍ଷା କରାଯାଇଥିଲା। ତେବେ ସିଂହଗୁଡ଼ିକ କିପରି…

କୋଭିଡ୍‌ ଟିକାକୁ ଖୁବ୍‌ଶୀଘ୍ର ମଞ୍ଜୁରୀ

ନୂଆଦିଲ୍ଲୀ, ୯।୧୨: ଆଗାମୀ କିଛି ସପ୍ତାହ ମଧ୍ୟରେ ଭାରତରେ କେତେକ କୋଭିଡ୍‌-୧୯ ଟିକାକୁ ବ୍ୟବହାର ପାଇଁ ଲାଇସେନ୍ସ ମିଳିଯିବ ବୋଲି ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ କୋଟି ଭାରତୀୟଙ୍କୁ କୋଭିଡ୍‌ ଟିକା ଦିଆଯିବ। ପ୍ରାୟ ୧…

କେଉଁମାନଙ୍କୁ ପ୍ରଥମେ କରୋନା ଟିକା ଦେବା ଉଚିତ, କ’ଣ କହୁଛି ଡବ୍ଲୁଏଚ୍‌ଓ

ଜେନେଭା,୮ ।୧୨: ଶେଷ ହେବ କରୋନା ମହାମାରୀର ତାଣ୍ଡବ । ବିଶ୍ୱର ବିଭିନ୍ନ ଦେଶର ବୈଜ୍ଞାନିକମାନେ ଏବେ ପ୍ରାୟ କରୋନା ଟିକା ପ୍ରସ୍ତୁତିର ଶେଷ ପର୍ଯ୍ୟାୟରେ ପହଞ୍ଚି ଗଲେଣି । କରୋନା ଟିକା ଉପରେ ଏବେ ସମସ୍ତଙ୍କର ନଜର । କିନ୍ତୁ…

ଥରକରେ ୧୦୦ ଜଣଙ୍କୁ ଦିଆଯିବ କରୋନା ଟିକା: ଜଣଙ୍କ ପାଇଁ ଅଧାଘଣ୍ଟା

ନୂଆଦିଲ୍ଲୀ,୮।୧୨: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଖୁବ୍‌ ଶୀଘ୍ର ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ଜରୁରିକାଳୀନ ସ୍ଥିତିରେ ଭାରତରେ କରୋନା ଟିକା ଦିଆଯିବା ଲାଗି ଫାଇଜର ଏବଂ ସିରମ୍‌ ଇନଷ୍ଟିଚ୍ୟୁଟ ପକ୍ଷରୁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ…

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌ : ଆଜି ୩୪୯ ପଜିଟିଭ୍ ‌ଚିହ୍ନଟ , ୬ ମୃତ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍‌ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୧ ଜଣ ଲୋକାଲ କେସ୍‌…

ବ୍ରିଟେନ୍‌ରେ ଟିକାକରଣ: ଭାରତୀୟ ବଂଶୋଦ୍ଭବ ହାରି ଶୁକ୍ଳାଙ୍କୁ ଟିକା

ନୂଆଦିଲ୍ଲୀ,୮।୧୨: ବ୍ରିଟେନରେ ମଙ୍ଗଳବାରଠାରୁ ଲୋକଙ୍କୁ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା ଦିଆଯିବା ଆରମ୍ଭ ହୋଇଛି। ପ୍ରଥମ ଟିକା ୯୦ ବର୍ଷ ବୟସ୍କା ମହିଳା ମାଗରିଟ୍‌ କିନାନ୍‌ଙ୍କୁ ଦିଆଯାଇଛି। ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?