କରୋନା ଭାଇରସ୍‌

ଜାନୁୟାରୀ ସୁଦ୍ଧା ୨ ଟିକା

ନୂଆଦିଲ୍ଲୀ, ୮।୧୨: ଜାନୁୟାରୀ ସୁଦ୍ଧା ଭାରତରେ ୨ଟି ଟିକା ଏବଂ ଏପ୍ରିଲ୍‌ ଶେଷ ବେଳକୁ ୪ଟି ଟିକା ଉପଲବ୍ଧ ହେବା ନେଇ ସରକାର ଆଶାବାଦୀ ଅଛନ୍ତି। ଅକ୍ସଫୋର୍ଡ ଏବଂ ଅଷ୍ଟ୍ରାଜେନିକା ପ୍ରସ୍ତୁତ କରୁଥିବା କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍‌ର କୋଭାକ୍ସିନ ଜାନୁୟାରୀରେ…

ଭୁବନେଶ୍ୱରରୁ ଆଜି ପୁଣି ୨୮ ପଜିିଟିଭ୍‌ ଚିହ୍ନଟ: ୪୫ ସୁସ୍ଥ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

କରୋନା ମହାମାରୀ ସମ୍ପର୍କିତ ଦୁର୍ନୀତି: କେନ୍ଦ୍ର ସରକାରଙ୍କ ପାଖରେ ୪୦ ହଜାର ଅଭିଯୋଗ

ନୂଆଦିଲ୍ଲୀ,୭।୧୨: କରୋନା ମହାମାରୀ ଦେଶରେ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ଚିକିତ୍ସା ତଥା ଅନ୍ୟ କେତେକ କ୍ଷେତ୍ରରେ ଦୁର୍ନୀତି ବଢ଼ିବାରେ ଲାଗିଛି। କରୋନା ମହାମାରୀକୁ ନେଇ ଦୁର୍ନୀତି ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିନ୍ତା ପ୍ରକାଶ ପାଇଛି। ଇତିମଧ୍ୟରେ କେନ୍ଦ୍ର…

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌: ଆଜି ୩୬୮ ପଜିଟିଭ୍‌ ଚିହ୍ନଟ, ୭ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଡିସିଜିଆଇରେ କଲା ଆବେଦନ: ଜରୁରୀକାଳୀନ ସ୍ଥିତିରେ ଦିଆଯିବ କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୧୨: ଭାରତରେ ଜରୁରୀକାଳୀନ ସ୍ଥିତିରେ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଏବଂ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ବ୍ରିଟିଶ୍‌ ଡ୍ରଗ୍‌ ନିର୍ମାତା ଆଷ୍ଟ୍ରାଜେନିକା ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତ ହୋଇଥିବା କରୋନା ଟିକା କୋଭିଶିଲ୍ଡର ପ୍ରୟୋଗ କରାଯିବ ଲାଗି ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ)ର…

ଜରୁରୀ କାଳୀନ ସ୍ଥିତିରେ ପ୍ରୟୋଗ କରାଯିବ ଫାଇଜର-ବାୟୋଏନ୍‌ଟେକ୍‌ ଟିକା: ଡିସିଜିଆଇ ମଞ୍ଜୁରୀକୁ ଅପେକ୍ଷା

ନୂଆଦିଲ୍ଲୀ, ୬।୧୨: ଭାରତରେ ଜରୁରୀକାଳୀନ ସ୍ଥିତିରେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକାକୁ ପ୍ରୟୋଗ କରାଯିବ ଲାଗି ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ)ର ମଞ୍ଜୁରୀ ଲୋଡ଼ାଯାଇଛି। ଏବେ ଡିସିଜିଆଇ ମଞ୍ଜୁରୀକୁ ଅପେକ୍ଷା କରାଯାଇଛି। ଜର୍ମାନୀର ବାୟୋଫାର୍ମାସି୍ୟଟିକାଲ…

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ: ଆଜି ୩୯୩ ପଜିଟିଭ୍‌ ଚିହ୍ନଟ, ୬ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୯୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୧୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ: ଡାକ୍ତର-ଶିକ୍ଷକ-ବୟସ୍କଙ୍କୁ ପ୍ରଥମେ

ମସ୍କୋ, ୬।୧୨: କରୋନା ଲଢ଼େଇରେ ପ୍ରଥମ ଦେଶଭାବେ ରୁଷ୍‌ରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ଙ୍କ ନିର୍ଦ୍ଦେଶକ୍ରମେ ପ୍ରଥମେ ଡାକ୍ତର,ଶିକ୍ଷକ ଏବଂ ବୟସ୍କଙ୍କୁ ଏହି ଟିକା ଦିଆଯାଉଛି। ପରବର୍ତ୍ତୀ ସମୟରେ ଅନ୍ୟ ଲୋକଙ୍କୁ ଏହା ପ୍ରଦାନ…

ନିଆଯାଇଥିବା ଅଧିକ ଅର୍ଥ ଫେରାଯାଉ

ନୂଆଦିଲ୍ଲୀ, ୬।୧୨: କୋଭିଡ୍‌ ଚିହ୍ନଟ ଲାଗି ହୋଇଥିବା ଆର୍‌ଟି-ପିସିଆର୍‌ ପରୀକ୍ଷାରେ ଘରୋଇ ଲାବ୍‌ ଓ ହସ୍ପ୍‌ିଟାଲଗୁଡ଼ିକ ଅତ୍ୟଧିକ ଦେୟ ନେଇଛନ୍ତି। ଏବେ ସେମାନେ ଉକ୍ତ ଅତିରିକ୍ତ ଅର୍ଥ ଫେରାଇବା ଆବଶ୍ୟକ। ଏଥିପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେବା ଲାଗି ନିର୍ଦ୍ଦେଶ ଦେବାକୁ…

କରୋନାରେ ଗୁଜରାଟ ବିଚାରପତିଙ୍କ ଦେହାନ୍ତ

ଅହମ୍ମଦାବାଦ, ୬ା୧୨: କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଥିବା ଗୁଜରାଟ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଜି. ଆର୍‌ ଉଦ୍‌ଓ୍ବାନି(୫୯)ଙ୍କର ଶନିବାର ଦେହାନ୍ତ ହୋଇଛି। ଗତ ନଭେମ୍ବର ୧୯ରେ ସେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ୨୨ରେ ଗୁରୁତର ଅବସ୍ଥାରେ ତାଙ୍କୁ ଏକ…

କରୋନା ଭ୍ୟାକ୍ସିନକୁ ନେଇ ସତର୍କ କଲା ଇଣ୍ଟରପୋଲ!

ଲଣ୍ଡନ,୬ ।୧୨: କରୋନା ଭାଇସରଠାରୁ ଦୂରେଇ ରହିବାକୁ ବିଶ୍ୱବାସୀଙ୍କୁ ଖୁବ୍‌ଶୀଘ୍ର ଏହାର ଭ୍ୟାକ୍ସିନ ମିଳିଯିବ ବୋଲି କୁହାଯାଉଛି । ହେଲେ ଏହା ସାଧାରଣ ଜନତାଙ୍କ ପାଖରେ ପହଞ୍ଚିବା ଏତେ ସହଜ ମନେ ହେଉନାହିଁ । ଇତିମଧ୍ୟରେ ଇଣ୍ଟରନ୍ୟାଶନାଲ ପୋଲିସ ଅର୍ଗାନାଇଜେଶନ ବା…

ଭୁବନେଶ୍ୱରରୁ ଆଜି ପୁଣି ୩୪ ପଜିିଟିଭ୍‌ ଚିହ୍ନଟ: ୪୩ ସୁସ୍ଥ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୩୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri