କରୋନା ଭାଇରସ୍‌

କରୋନାକୁ ଆଉ ନାହିଁ ଭୟ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ଜେନେଭା, ୫।୧୨: ଏବେ ପୃଥିବୀ କରୋନା ମହାମାରୀ କବଳରୁ ମୁକ୍ତି ପାଇବାର ସମୟ ପାଖେଇ ଆସୁଛି। ଆଉ କରୋନାକୁ ଭୟ କରିବା ଅନାବଶ୍ୟକ। କରୋନାରୁ ମୁକ୍ତି ସ୍ବପ୍ନ ଖୁବ୍‌ ଶୀଘ୍ର ସତ୍ୟରେ ପରିଣତ ହେବାକୁ ଯାଉଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ସମସ୍ତଙ୍କୁ ମାଗଣାରେ ଯୋଗାଇ ଦିଆଯାଉ କରୋନା ଟିକା: ନୱାବ ମଲିକ

ମୁମ୍ବାଇ,୫ ।୧୨: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଏବେ ସମସ୍ତଙ୍କ ନଜର କରୋନା ଟିକା ବା ଭ୍ୟାକ୍ସିନ ଉପରେ । ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସର୍ବଦଳୀୟ ବୈଠକ ଡକାଇଥିଲେ । ଏଥିରେ ମୋଦି କହିଥିଲେ ଯେ…

ସ୍ବାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍‌: ୧୫ ଦିନ ତଳେ ନେଇଥିଲେ ଟିକା

ଚଣ୍ଡିଗଡ଼,୫।୧୨: ହରିୟାଣା ସ୍ବାସ୍ଥ୍ୟମନ୍ତ୍ରୀ ଅନୀଲ ଭିଜ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ଶନିବାର ସୂଚନା ଦେଇଛନ୍ତି। ସେ ଅମ୍ବାଲା କ୍ୟାଣ୍ଟନମେଣ୍ଟ୍‌ର ସିଭିଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ତାଙ୍କ ସହିତ ମିଳାମିଶା…

ରାଜ୍ୟରେ ପୁଣି ୪୦୯ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

ବାହାରିନ୍‌ରେ ଫାଇଜର-ବାୟୋଏନ୍‌ଟେକ୍‌ ଟିକାକୁ ମଞ୍ଜୁରୀ

ମାନାମା,୫।୧୨: ବ୍ରିଟେନ ପରେ ଏବେ ପୃଥିବୀର ଦ୍ୱିତୀୟ ରାଷ୍ଟ୍ର ଭାବେ ବାହାରିନ୍‌ରେ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଟିକାକୁ ମଞ୍ଜୁରୀ ଦିଆଯାଇଛି। ଏନେଇ ବାହାରିନ୍‌ର ନ୍ୟାଶନାଲ ହେଲ୍‌ଥ ରେଗୁଲେଟାରୀ ଅଥରିଟୀର ସିଇଓ ମାରିଆମ୍‌ ଅଲ୍‌-ଝାଲହାମାଙ୍କ ପକ୍ଷରୁ ସୂଚନା…

୧୬୦ କୋଟି କରୋନା ଟିକା କିଣିବା ପାଇଁ ଭାରତର ଯୋଜନା

ନୂଆଦିଲ୍ଲୀ,୫।୧୨: ଭାରତ ୧୬୦ କୋଟି କରୋନା ଟିକା କିଣିବା ପାଇଁ ଯୋଜନା କରିଛି। ପୃଥିବୀର ବିଭିନ୍ନ ଦେଶର ବିଶେଷଜ୍ଞମାନଙ୍କ ପକ୍ଷରୁ କରାଯାଇଥିବା ବିଶ୍ଳେଷଣ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଦେଶର ୬୦ ପ୍ରତିଶତ ଲୋକଙ୍କୁ କରୋନା ଟିକା ଦିଆଯିବ। ଏହାଦ୍ୱାରା ୮୦…

ସିରମ୍‌ ଇନଷ୍ଟିଚ୍ୟୁଟ୍‌ ସିଇଓଙ୍କୁ ‘ଏସିଆନ୍‌ ଅଫ୍‌ ଦି ଇୟର’ ସମ୍ମାନ

ନୂଆଦିଲ୍ଲୀ,୫।୧୨: ସିରମ୍‌ ଇନଷ୍ଟିଚ୍ୟୁଟ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଆଦର ପୁନାଓ୍ବାଲାଙ୍କୁ ‘ଏସିଆନ୍‌ ଅଫ୍‌ ଦି ଇୟର’ ସମ୍ମାନ ପାଇଁ ମନୋନୀତ କରାଯାଇଛି। ସିଙ୍ଗାପୁରର ଦୈନିକ ଖବର କାଗଜ ଦି ଷ୍ଟ୍ରେଟସ୍‌ ଟାଇମ୍ସ୍‌ ପକ୍ଷରୁ ଏହି ସମ୍ମାନ ଜନକ ପୁରସ୍କାର ଲାଗି ପୁନାଓ୍ବାଲାଙ୍କ…

ବୈଜ୍ଞାନିକଙ୍କ ମଞ୍ଜୁରୀ ପରେ ଟିକାକରଣ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଦେଶର କରୋନା ସ୍ଥିତିକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। କିଛି ସପ୍ତାହ ମଧ୍ୟରେ କୋଭିଡ୍‌ ଟିକା ପ୍ରସ୍ତୁତ ହେବ। ତେବେ ବୈଜ୍ଞାନିକମାନଙ୍କ ଅନୁମୋଦନ ପରେ ଦେଶରେ ଟିକାକରଣ ଆରମ୍ଭ ହେବ…

ମଧ୍ୟପ୍ରାଚ୍ୟକୁ ଟପୁଛି ଆଫ୍ରିକା

ଲଣ୍ଡନ,୫ା୧୨: ସହେଲ ଅଞ୍ଚଳରେ ସ୍ଥିରତା ଆଣିବା ପାଇଁ ଜାତିସଂଘର ୧୫,୦୦୦ ବହୁରାଷ୍ଟ୍ରୀୟ ସୈନ୍ୟଙ୍କ ନେତୃତ୍ୱ ନେଉଛି ଫ୍ରାନ୍ସ। ଅପରେଶନ ନ୍ୟୁକମ୍ବେ ନାମରେ ଚାଲିଥିବା ଏହି ୩ ବର୍ଷିଆ ମିଶନରେ ବ୍ରିଟେନର ୩୦୦ ସୈନ୍ୟ ସାମିଲ ହୋଇଛନ୍ତି। ମାଲି ହେଉଛି ଅନେକ ସହେଲ…

ବ୍ରିଟେନରେ ପହଞ୍ଚିଲା ଫାଇଜର ଟିକା

ଲଣ୍ଡନ, ୫ା୧୨: ବ୍ରିଟେନକୁ କୋଭିଡ୍‌-୧୯ ପାଇଁ ପ୍ରସ୍ତୁତ ଫାଇଜର ଟିକାର ପ୍ରଥମ ପର୍ଯ୍ୟାୟ ଯୋଗାଣ ହୋଇଛି। ଶୁକ୍ରବାର ଏହି ଟିକା ବ୍ରିଟେନରେ ପହଞ୍ଚିଛି। ଏକ ଅଜ୍ଞାତ ସ୍ଥାନରେ ଥିବା ସେଣ୍ଟ୍ରାଲ ହବ୍‌ରେ ଏହାକୁ ରଖାଯାଇଛି। ସେଠାରୁ ବିଭିନ୍ନ ହସ୍ପିଟାଲ ତଥା ଟିକାକରଣ…

ଭୁବନେଶ୍ୱରରୁ ଆଜି ପୁଣି ୨୭ ପଜିିଟିଭ୍‌ ଚିହ୍ନଟ: ୩୩ ସୁସ୍ଥ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୨୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

କରୋନା ଭ୍ୟାକ୍ସିନକୁ ନେଇ ଆଉ କିଛି ସପ୍ତାହ ମଧ୍ୟରେ ଆସିବ ଭଲ ଖବର : ମୋଦି

ନୂଆଦିଲ୍ଲୀ,୪ ।୧୨: କରୋନାକୁ ହରାଇବା ଏବେ ସମସ୍ତଙ୍କର ଲକ୍ଷ୍ୟ । ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ-୧୯ ମହାମାରୀର ସ୍ଥିତିକୁ ନେଇ ଚର୍ଚ୍ଚା କରିବା ଲାଗି ଏକ ସର୍ବଦଳୀୟ ବୈଠକର ନେତୃତ୍ୱ ନେଇଥିଲେ । ଏଥିରେ କେନ୍ଦ୍ରର ବିଭିନ୍ନ ଦଳର ଶୀର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?