ଓବାମା, ବୁଶ, କ୍ଲିଣ୍ଟନ କ୍ୟାମେରା ସାମ୍ନାରେ ନେବେ କରୋନା ଟିକା
ୱାଶିଂଟନ,୪ ।୧୨: କରୋନା ମହାମାରୀ ଆମେରିକାରେ ତାଣ୍ଡବ ରଚିଥିବା ବେଳେ ଏବେ ଏହାର ଭ୍ୟାକ୍ସିନକୁ ନେଇ ଚର୍ଚ୍ଚା ଯୋର ଧରିଛି । ସବୁ ବିକାଶଶୀଳ ଦେଶ କରୋନା ଭ୍ୟାକ୍ସିନ ତିଆରି କରିବାରେ ଲାଗି ପଡିଥିବା ବେଳେ ଏବେ କେତେକ ଦେଶରେ ଏହା…
ଆଜି ରାଜ୍ୟରେ ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ, ୫ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୪ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୭୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
ଭୁବନେଶ୍ୱରରୁ ପୁଣି ୩୨ ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୪
ଭୁବନେଶ୍ୱର, ୩।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୧ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୮ ଲୋକାଲ କେସ୍ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ଦିଲ୍ଲୀରୁ ଆସିଲା ଖୁସି ଖବର: ଜାନୁୟାରୀ ସୁଦ୍ଧା ଭାରତରେ ମିଳିବ କରୋନା ଟିକା
ନୂଆଦିଲ୍ଲୀ,୩।୧୨: ଭାରତରେ କରୋନା ମହାମାରୀ ଥମିବାର ନା ଧରୁନି। ଏପରିସ୍ଥଳେ ଗୁରୁବାର ଦିଲ୍ଲୀରୁ ଖୁସି ଖବର ଆସିଛି। ଜାନୁୟାରୀ ସୁଦ୍ଧା ଦେଶରେ କରୋନା ଟିକା ମିଳିବ ବୋଲି ଏମ୍ସ୍ର ନିର୍ଦ୍ଦେଶକ ଡ.ରଣଦୀପ୍ ଗୁଲେରିଆ ସୂଚନା ଦେଇଛନ୍ତି। ସମ୍ପ୍ରତି ଦେଶରେ କରୋନା ଟିକାର…
କରୋନା ଲଢ଼େଇ: ଶତ୍ରୁ ରାଷ୍ଟ୍ର ବି ପାଲଟିଲେ ମିତ୍ର
ଓ୍ବାଶିଂଟନ,୩।୧୨: କରୋନା ମହାମାରୀ ଲଢ଼େଇରେ ପୃଥିବୀର ବିଭିନ୍ନ ରାଷ୍ଟ୍ରର ବୈଜ୍ଞାନିକ ଔଷଧ ପ୍ରସ୍ତୁତି ପାଇଁ ଦିନରାତି ଲାଗି ରହିଛନ୍ତି। ପୃଥିବୀର କଲ୍ୟାଣ ପାଇଁ ଶତ୍ରୁ ରାଷ୍ଟ୍ର ବି କରୋନା ବିରୋଧରେ ମିତ୍ର ଭଳି କାମ କରିଛନ୍ତି। ଏମ୍-ଆର୍ଏନ୍ଏ(ଏମ୍-ରାଇବୋ ନ୍ୟୁକ୍ଲିକ୍ଏସିଡ୍) ଜ୍ଞାନକୌଶଳ କ୍ଷେତ୍ରରେ…
ରାଜ୍ୟରେ ପୁଣି ୪୩୪ କରୋନା ପଜିଟିଭ୍ ଚିହ୍ନଟ, ୫ ମୃତ
ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍…
ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍ ପ୍ରକାଶ ଚୌତାଲା କରୋନା ସଂକ୍ରମିତ
ସିରସା,୩ ।୧୨: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଇଣ୍ଡିଆନ୍ ନ୍ୟାଶନାଲ ଲୋକଦଳର ମୁଖ୍ୟ ଓମ ପ୍ରକାଶ ଚୌତାଲା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ବୁଧବାର ତାଙ୍କ କୋଭିଡ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା । ଏବେ ତାଙ୍କୁ ମେଦାନ୍ତ ହସ୍ପିଟାଲରେ…
ଭୁବନେଶ୍ୱରରୁ ଆଜି ପୁଣି ୨୪ ପଜିିଟିଭ୍ ଚିହ୍ନଟ: ୪୨ ସୁସ୍ଥ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦ ଜଣ ରହିଥିବା ବେଳେ ଲୋକାଲ କେସ୍ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ଅମାନିଆଙ୍କ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ମାସ୍କ୍ ନ ପିନ୍ଧିଲେ କରୋନା କେନ୍ଦ୍ରରେ ୧୫ ଦିନ ମାରିବାକୁ ପଡ଼ିବ ଝାଡୁ
ସୁରଟ,୨।୧୨: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍ ପିନ୍ଧିବା ଲାଗି ମାର୍ଗଦର୍ଶିକା ଜାରି କରାଯାଇଛି। ମାତ୍ର ଏହାକୁ ଅମାନିଆମାନେ ଉଲ୍ଲଂଘନ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଗୁଜରାଟ ହାଇକୋର୍ଟଙ୍କ ପକ୍ଷରୁ ବୁଧବାର ନୂଆ ନିର୍ଦ୍ଦେଶ ଜାରି…
ଆସନ୍ତା ସପ୍ତାହରୁ ଦିଆଯିବ କରୋନା ଟିକା: ଫାଇଜର-ବାୟୋଏନ୍ଟେକ୍ ଟିକାକୁ ବ୍ରିଟେନରେ ମଞ୍ଜୁରୀ
ଲଣ୍ଡନ,୨।୧୨: ବ୍ରିଟେନରେ ଆସନ୍ତା ସପ୍ତାହରୁ ଲୋକଙ୍କୁ କରୋନା ପ୍ରତିଷେଧକ ଟିକା ଦିଆଯିବ। ଏନେଇ ସରକାରଙ୍କ ପକ୍ଷରୁ ଫାଇଜର ଏବଂ ବାୟୋଏନ୍ଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା ଟିକାକୁ ମଞ୍ଜୁରୀ ଦିଆଯାଇଛି। ଏହା ଦ୍ୱାରା ପ୍ରଥମ ପାଶ୍ଚାତ୍ୟ ଦେଶ ଭାବେ ବ୍ରିଟେନ୍ରେ କରୋନା ଟିକା…
କରୋନା ଟେଷ୍ଟ ଫି’ ନିର୍ଦ୍ଧାରଣ କଲେ ସରକାର, ୪୦୦ ଟଙ୍କାରେ ହେବ ଟେଷ୍ଟ
ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଘରୋଇ ଲ୍ୟାବ୍ରେ କରୋନା ଟେଷ୍ଟ ଫି’ ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ସରକାର। ଘରୋଇ ଲ୍ୟାବ୍ରେ ଆରଟିପିସିଆର ଟେଷ୍ଟ ପାଇଁ ଏଣିକି ସର୍ବାଧିକ ୪୦୦ ଟଙ୍କା ଦେବାକୁ ପଡ଼ିବ। ଜିଏସ୍ଟି ସହ ଟେଷ୍ଟ ଫି’ ୪୦୦ ଟଙ୍କା ଧାର୍ଯ୍ୟ କରାଯାଇଛି।…
ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୮୦ କରୋନା ପଜିଟିଭ୍ , ୬ ମୃତ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ ସଂଖ୍ୟା ସଂଖ୍ୟା କମିବାରେ ଲାଗିଛି। ବୁଧବାର ରାଜ୍ୟରେ ୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୬ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୨୦୪ ଜଣ…
Archives


