କରୋନା ଭାଇରସ୍‌

ରାଜ୍ୟରେ ପୁଣି ୪୩୪ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ...

ପୂର୍ବତନ ମୁଖ୍ୟମନ୍ତ୍ରୀ ଓମ୍ ପ୍ରକାଶ ଚୌତାଲା କରୋନା ସଂକ୍ରମିତ

ସିରସା,୩ ।୧୨: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଇଣ୍ଡିଆନ୍ ନ୍ୟାଶନାଲ ଲୋକଦଳର ମୁଖ୍ୟ ଓମ ପ୍ରକାଶ ଚୌତାଲା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ବୁଧବାର ତାଙ୍କ କୋଭିଡ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା । ଏବେ ତାଙ୍କୁ ମେଦାନ୍ତ...

ଭୁବନେଶ୍ୱରରୁ ଆଜି ପୁଣି ୨୪ ପଜିିଟିଭ୍‌ ଚିହ୍ନଟ: ୪୨ ସୁସ୍ଥ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ଅମାନିଆଙ୍କ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ମାସ୍କ୍‌ ନ ପିନ୍ଧିଲେ କରୋନା କେନ୍ଦ୍ରରେ ୧୫ ଦିନ ମାରିବାକୁ ପଡ଼ିବ ଝାଡୁ

ସୁରଟ,୨।୧୨: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍‌ ପିନ୍ଧିବା ଲାଗି ମାର୍ଗଦର୍ଶିକା ଜାରି କରାଯାଇଛି। ମାତ୍ର ଏହାକୁ ଅମାନିଆମାନେ ଉଲ୍ଲଂଘନ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଗୁଜରାଟ ହାଇକୋର୍ଟଙ୍କ ପକ୍ଷରୁ ବୁଧବାର ନୂଆ ନିର୍ଦ୍ଦେଶ...

ଆସନ୍ତା ସପ୍ତାହରୁ ଦିଆଯିବ କରୋନା ଟିକା: ଫାଇଜର-ବାୟୋଏନ୍‌ଟେକ୍‌ ଟିକାକୁ ବ୍ରିଟେନରେ ମଞ୍ଜୁରୀ

ଲଣ୍ଡନ,୨।୧୨: ବ୍ରିଟେନରେ ଆସନ୍ତା ସପ୍ତାହରୁ ଲୋକଙ୍କୁ କରୋନା ପ୍ରତିଷେଧକ ଟିକା ଦିଆଯିବ। ଏନେଇ ସରକାରଙ୍କ ପକ୍ଷରୁ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା ଟିକାକୁ ମଞ୍ଜୁରୀ ଦିଆଯାଇଛି। ଏହା ଦ୍ୱାରା ପ୍ରଥମ ପାଶ୍ଚାତ୍ୟ ଦେଶ ଭାବେ ବ୍ରିଟେନ୍‌ରେ କରୋନା...

କରୋନା ଟେଷ୍ଟ ଫି’ ନିର୍ଦ୍ଧାରଣ କଲେ ସରକାର, ୪୦୦ ଟଙ୍କାରେ ହେବ ଟେଷ୍ଟ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଘରୋଇ ଲ୍ୟାବ୍‌ରେ କରୋନା ଟେଷ୍ଟ ଫି’ ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ସରକାର। ଘରୋଇ ଲ୍ୟାବ୍‌ରେ ଆରଟିପିସିଆର ଟେଷ୍ଟ ପାଇଁ ଏଣିକି ସର୍ବାଧିକ ୪୦୦ ଟଙ୍କା ଦେବାକୁ ପଡ଼ିବ। ଜିଏସ୍‌ଟି ସହ ଟେଷ୍ଟ ଫି’ ୪୦୦ ଟଙ୍କା ଧାର୍ଯ୍ୟ...

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୮୦ କରୋନା ପଜିଟିଭ୍‌ , ୬ ମୃତ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ ସଂଖ୍ୟା ସଂଖ୍ୟା କମିବାରେ ଲାଗିଛି। ବୁଧବାର ରାଜ୍ୟରେ ୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୬ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୦୪...

କରୋନା ମାର୍ଗଦର୍ଶିକାକୁ ଫୁ: ଭାଜପା ନେତାଙ୍କ ନାତୁଣୀ ନିର୍ବନ୍ଧରେ ୬ ହଜାରରୁ ଅଧିକ ଅତିଥି

ସୁରଟ,୨।୧୨: ଗୁଜରାଟରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ଏଥିରୁ ଦୂରେଇ ରହିବା ପାଇଁ କଡ଼ା ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ମାର୍ଗଦର୍ଶିକାକୁ ସାଧାରଣ ଲୋକେ ପାଳନ କରୁଥିବାବେଳେ ରାଜନୈତିକ ନେତା ଏହାକୁ ଖୋଲା ଖୋଲି...

ସନ୍ନି ଦେଓଲ କରୋନା ପଜିଟିଭ୍‌

ଗୁରୁଦାସପୁର,୨।୧୨: ଗୁରୁଦାସପୁର ଏମ୍‌ପି ସନ୍ନି ଦେଓଲଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ବୁଧବାର ସନ୍ନି ଟୁଇଟ୍‌ କରି ଜଣାଇଛନ୍ତି। ସେ ଏବେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ତାଙ୍କର ସ୍ବାସ୍ଥ୍ୟବସ୍ଥା ଭଲ ଅଛି। ତାଙ୍କ ସହିତ ମିଳାମିଶା କରି...

ଚାଇନାର ବନ୍ଧୁ ପଣିଆ: କିମ୍‌ ଜୋଙ୍ଗ୍‌ଙ୍କୁ କରୋନା ଟିକା ଦେଲେ ଜିନ୍‌ପିଙ୍ଗ୍‌

ବେଜିଂ,୧।୧୨: ଚାଇନା ଉତ୍ତର କୋରିଆ ପ୍ରତି ଥିବା ନିଜର ବନ୍ଧୁ ପଣିଆ ଦେଖାଇଛି। ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ପ୍ରତି ନିଜର ପ୍ରତିଶ୍ରୁତି ବଦ୍ଧତା ଦେଖାଇ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ସରକାର କରୋନା ଟିକା ପହଞ୍ଚାଇଛନ୍ତି।...

ରାଜ୍ୟରେ ୪୦୦ ତଳକୁ ଖସିଲା କରୋନା ପଜିଟିଭ୍‌ ସଂଖ୍ୟା , ୫ ମୃତ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍‌ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୯ ଜଣ...

୨୦୨୨ ସୁଦ୍ଧା ପୃଥିବୀର ସମସ୍ତଙ୍କୁ ଦିଆଯିବ କରୋନା ଟିକା: ୨୦୦୦ ହଜାର କାର୍ଗୋ ବିମାନରେ ହେବ ପରିବହନ

ଓ୍ବାଶିଂଟନ,୧।୧୨: ପୃଥିବୀର ସମସ୍ତ ଲୋକଙ୍କୁ ୨୦୨୨ ସୁଦ୍ଧା କରୋନା ଟିକା ଦିଆଯିବ।  ୭ ଶହ କୋଟି ଲୋକଙ୍କ ପାଖରେ ୧୪ ଶହ କୋଟି ଟିକା ପହଞ୍ଚାଇବା ପାଇଁ ବିଭିନ୍ନ ବିମାନ କମ୍ପାନୀଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ଟିକା ପରିବହନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri