କରୋନା ଭାଇରସ୍‌

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୨୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୦୩ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୭୩,…

ଭୁବନେଶ୍ୱରରୁ ଆଜି ପୁଣି ୩୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮ ଜଣ ରହିଥିବା ବେଳେ ଲୋକାଲ କେସ୍‌୨୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ପଞ୍ଜାବରେ ଫେରିଲା ରାତ୍ରିକାଳୀନ କର୍ଫ୍ୟୁ: ମାସ୍କ ନ ପିନ୍ଧିଲେ ହଜାରେ ଟଙ୍କା ଜରିମାନା

ଚଣ୍ଡିଗଡ଼,୨୫।୧୧: ଦିଲ୍ଲୀ-ଏନ୍‌ସିଆରରେ କରୋନାର ଗମ୍ଭୀର ସ୍ଥିତିକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ରାଜ୍ୟରେ ନୂଆ କଟକଣା ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ। ସମସ୍ତ ସହରଗୁଡ଼ିକରେ ପୁଣି ଥରେ ରାତ୍ରିକାଳୀନ କର୍ଫ୍ୟୁ ଜାରି…

ରାଜ୍ୟରେ ଆଖିବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୬୮୭ରେ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୧୬…

ରାଜ୍ୟରେ ପୁଣି ଚିହ୍ନଟ ହେଲେ ୭୩୦ କରୋନା ପଜିଟିଭ; ୩୧୬୦୦୧ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୭୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୦୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

କେବେ ଦିଆଯିବ କରୋନା ଟିକା: ଲୋକଙ୍କ ପାଖକୁ ଏସ୍‌ଏମ୍‌ଏସ୍‌ ପଠାଇବେ ସରକାର

ନୂଆଦିଲ୍ଲୀ,୨୫।୧୧: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ପିଫାଇଜର, ମୋଡେର୍ନା, ଆଷ୍ଟ୍ରାଜେନିକା ଏବଂ ସ୍ପୁଟନିକ୍‌-ଭି ଆଦି ୪ଟି କରୋନା ପ୍ରତିଷେଧକ ଟିକାର କ୍ଲିନିକାଲ ପରୀକ୍ଷା ବେଶ୍‌ ଉତ୍ସାହ ଜନକ ରହିଛି। ଅକ୍ସଫୋର୍ଡ ୟୁନିଭରସିଟି ଦ୍ୱାରା ପ୍ରସ୍ତୁତ ଆଷ୍ଟ୍ରାଜେନିକାର…

ସୁନ୍ଦରଗଡ଼ରେ ବଢ଼ୁଛି କରୋନା ମୃତ୍ୟୁ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ଏବେ ଚିନ୍ତାଜନକ ହେଲାଣି। ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଉଥିବାରୁ ଯେତିକି ଆଶ୍ୱସ୍ତି ମିଳିଛି ମୃତ୍ୟୁ ସଂଖ୍ୟା ବୃଦ୍ଧି ସେତିକି ଚିନ୍ତା ବଢ଼ାଉଛି। ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୭୧ରେ ପହଞ୍ଚତ୍ଛି। ଏବେ ସବୁ…

ଏପ୍ରିଲରୁ ଅକ୍ଟୋବର ମଧ୍ୟରେ ୧.୪୭ ଲକ୍ଷ ଅଣକୋଭିଡ୍‌ ରୋଗୀ ମୃତ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ୨୦୨୦ ଏପ୍ରିଲ୍‌ରୁ ଅକ୍ଟୋବର ମଧ୍ୟରେ ରାଜ୍ୟରେ ୧,୪୭,୮୭୪ଜଣ ଅଣକୋଭିଡ୍‌ ରୋଗୀଙ୍କ ମୃତ୍ୟୁ ହୋଇଛି। ବିଜେଡି ସଭ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ମଙ୍ଗଳବାର ବିଧାନସଭାରେ ଏହା…

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୪୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ଆରୋଗ୍ୟ ହେଲେ ୬୪୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୭୩୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି। ମଙ୍ଗଳବାର ଆରୋଗ୍ୟ ହୋଇଥିବା…

୧୦ଡଲାରରୁ କମ୍‌ରେ ମିଳିବ ସ୍ପୁଟନିକ୍‌-ଭି ଭାକ୍ସିନ

ମସ୍କୋ,୨୪।୧୧: ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣ ଲଗାତର ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏହି ମହାମାରୀର ମୁକାବିଲା ପାଇଁ ଏଯାଏଁ ଔଷଧ ପ୍ରସ୍ତୁତ ହୋଇ ନ ଥିବା ବେଳେ ସମସ୍ତଙ୍କର ଆଶା ଭାକ୍ସିନ ଉପରେ ରହିଛି। ତେବେ କରୋନାର ଭାକ୍ସିନ ମାର୍କେଟକୁ…

କରୋନା ଭ୍ୟାକ୍ସିନ କେବେ ଆସିବ ତା’ର ସମୟ ଆମେ ସ୍ଥିର କରିପାରିବା ନାହିଁ: ମୋଦି

ନୂଆଦିଲ୍ଲୀ,୨୪ ।୧୧: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏହାର ନିୟନ୍ତ୍ରଣ ପାଇଁ ସରକାର ଏବେ ସତର୍କ ହୋଇ ଯାଇଛନ୍ତି । ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ-୧୯ ବର୍ତ୍ତମାନର ସ୍ଥିତି ସମିକ୍ଷା କରିବାକୁ ଓ ଭ୍ୟାକ୍ସିନ…

ଆର୍‌ଟି-ପିସିଆର୍‌ କରୋନା ଟେଷ୍ଟ୍‌ ୪୦୦ ଟଙ୍କାରେ: ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ, ୨ ସପ୍ତାହ ମଧ୍ୟରେ ଜବାବ ତଲବ

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ସଂକ୍ରମଣ ପୁଣି ଫେରିଥିବାବେଳେ ମଙ୍ଗଳବାର ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନୋଟିସ୍‌ ଜାରି କରାଯାଇଛି। ଆର୍‌ଟି-ପିସିଆର୍‌ କରୋନା ଟେଷ୍ଟ୍‌ ୪୦୦ ଟଙ୍କାରେ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟରେ ଏକ ଆବେଦନ କରାଯାଇଥିଲା। ଏନେଇ କୋର୍ଟ ପକ୍ଷରୁ ସମସ୍ତର ରାଜ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?