ମହାରାଷ୍ଟ୍ରରେ କରୋନା ଭ୍ୟାକ୍ସିନ ବିତରଣ ପାଇଁ ଗଠନ କରାଯାଇଛି ଟାକ୍ସ ଫୋର୍ସ: ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୨୪ ।୧୧: ଦେଶରେ କରୋନା ମହାମାରୀ ପୁଣିଥରେ ତା’ର କାୟା ବିସ୍ତାର କରିଥିବା ବେଳେ ଏବେ ଏହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଏହାର ନିରାକରଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଏକ…
କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୭୧ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…
କମୁଛି ସଂଖ୍ୟା: ରାଜ୍ୟରେ ୬୪୨ନୂଆ ପଜିଟିଭ୍ ଚିହ୍ନଟ, ଆଗରେ କେନ୍ଦୁଝର
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୨ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୫୨୭୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୭୪…
କରୋନା ସ୍ଥିତି ସମୀକ୍ଷା କଲେ ମୋଦି-ଶାହା
ନୂଆଦିଲ୍ଲୀ,୨୪।୧୧: କରୋନା ମହାମାରୀ ସଙ୍କଟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ମଙ୍ଗଳବାର ଭିଡ଼ିଓ କନଫରେନ୍ସିଂରେ ଏକ ବୈଠକରେ ଯୋଗଦେଇ ସ୍ଥିତି ସମୀକ୍ଷା କରିଛନ୍ତି। କେରଳ, ପଶ୍ଚିମବଙ୍ଗ, ହରିୟାଣା, ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ, ମହାରାଷ୍ଟ୍ର, ଛତିଶଗଡ଼ ଆଦି…
ଦିଲ୍ଲୀର କରୋନା ସ୍ଥିତି ଅସମ୍ଭାଳ: ପ୍ରତି ଘଣ୍ଟାରେ ୫ ଜଣଙ୍କର ହେଉଛି ମୃତ୍ୟୁ
ନୂଆଦିଲ୍ଲୀ,୨୪।୧୧: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ପ୍ରତି ଘଣ୍ଟାଏରେ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଲଗାତାର ୪ ଦିନ ଧରି ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ରୁ ଅଧିକ ରହୁଛି। ଗତ ୧୦…
କୋଭିଡ୍ ନେଗେଟିିଭ୍ ସାର୍ଟିଫିକେଟ୍ ବିନା ମହାରାଷ୍ଟ୍ର ମନା
ମୁମ୍ବାଇ, ୨୪ା୧୧: ମହାରାଷ୍ଟ୍ର ସରକାର ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଓ ଗୋଆବାସୀଙ୍କ ଯାତ୍ରା ଉପରେ ସୋମବାର କଟକଣା ଲଗାଇଛନ୍ତି। କରୋନା ଆର୍ଟିପିସିଆର୍ ନେଗେଟିଭ୍ ସାର୍ଟିଫିକେଟ ବିନା ଏହି ରାଜ୍ୟବାସୀ ମହାରାଷ୍ଟ୍ର ଯାତ୍ରା କରିପାରିବେ ନାହିଁ। ଏହି ସବୁ ରାଜ୍ୟରେ ଏଷବ କରୋନା…
ଅକ୍ସଫୋର୍ଡ ଟିକା ୯୦% ଫଳପ୍ରଦ
ନୂଆଦିଲ୍ଲୀ, ୨୪।୧୧(ପି.ଟି.): ଅକ୍ସଫୋର୍ଡ ଟିକା ପାଖାପାଖି ୯୦ ପ୍ରତିଶତ ଫଳପ୍ରଦ ହୋଇପାରିବ ଓ ଏହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ ବୋଲି ବ୍ରିଟେନ କମ୍ପାନୀ ଅଷ୍ଟ୍ରାଜେନିକା ସୋମବାର ଘୋଷଣା କରିଛି। ବିଶ୍ୱରୁ କରୋନା ମହାମାରୀକୁ ରୋକିବାରେ ଏହା ଆଉ ଏକ ସଫଳତା…
ଏହି ରାଜ୍ୟରେ ଡିସେମ୍ବର ୩୧ ଯାଏଁ ସ୍କୁଲ, କଲେଜ ବନ୍ଦ: ୪ଟି ଜିଲାରେ ରାତ୍ରକାଳୀନ କର୍ଫ୍ୟୁ ଘୋଷଣା
ଶିମଲା,୨୩।୧୧: ହିମାଚଳ ପ୍ରଦେଶରେ କରୋନାର ବର୍ଦ୍ଧିତ ମାମଲାକୁ ଦେଖି ଡିସେମ୍ବର ୩୧ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏହାସହ ନଭେମ୍ବର ୨୬ରୁ ଅନ୍ଲାଇନ୍ କ୍ଲାସ୍ ଆରମ୍ଭ ହେବ। ସେହିପରି ୪ଟି ଜିଲାରେ ରାତ୍ରକାଳୀନ…
ମଙ୍ଗଳବାର ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୋଦି: ଭ୍ୟାକ୍ସିନ ଉପରେ ହୋଇପାରେ ଚର୍ଚ୍ଚା
ନୂଆଦିଲ୍ଲୀ,୨୩।୧୧: ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ ବେକାବୁୁ ହେବାରେ ଲାଗିଛି। କିଛି ଦିନରୁ ଭାରତରେ କରୋନା ସଂକ୍ରମଣ ମାମଲା ୫୦ହଜାରୁ ତଳକୁ ଥିବା ବେଳେ ଆଉ କେତେକ ରାଜ୍ୟରେ କରୋନା ଗ୍ରାଫ୍ ବଢ଼ିବାରେ ଲାଗିଛି। ଏହାର ମୁକାବିଲା ପାଇଁ କେନ୍ଦ୍ର…
ଭୁବନେଶ୍ୱରରୁ ଆଜି ପୁଣି ୩୭ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୬ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ବିବାହ ଉତ୍ସବରେ ସାମିଲ ହେବେ ମାତ୍ର ଶହେ ଜଣ: ବ୍ୟାଣ୍ଡବାଜା, ଡିଜେ ଉପରେ ଲାଗିଲା ପ୍ରତିବନ୍ଧକ
ଲକ୍ଷ୍ନୌ,୨୩।୧୧: ଦେଶରେ କରୋନା ଭାଇରସ୍ ମହାମାରୀ ଆତଙ୍କ ଜାରି ରହିଛି। ଦିଲ୍ଲୀ, ଗୁଜରାଟ ସମେତ କେତେକ ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ କେତେକ ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଓ ଲକ୍ଡାଉନ ଲାଗୁ ନେଇ ବିଚାର…
ଲକ୍ଡାଉନ୍ କ’ଣ ଏକମାତ୍ର ସମାଧାନ: ହାଇକୋର୍ଟ କଲେ ପ୍ରଶ୍ନ
ନୂଆଦିଲ୍ଲୀ,୨୩।୧୧: ଦିଲ୍ଲୀରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ରାଜ୍ୟରେ ଲକ୍ଡାଉନ୍ ଜାରି କରିବା ନେଇ କରାଯାଇଥିବା ଏକ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। କୋର୍ଟ ପ୍ରଶ୍ନ କରିଛନ୍ତି ଯେ, କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍ଡାଉନ୍ କ’ଣ ଏକମାତ୍ର…
Archives


