ଆଜି ରାଜ୍ୟରେ ୭୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗଜପତିରୁ ଶୂନ; ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦୦ ତଳେ ରହିଛି। ତେବେ ଆଜି ୨୯ ଜିଲାରୁ ୬୩୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୯୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
ମୃତ କରୋନା ଆକ୍ରାନ୍ତ ଶ୍ରାଦ୍ଧର ଗୋଟିଏ ଦିନ ପୂର୍ବରୁ ଫେରିଲେ ଘରକୁ
କୋଲକାତା,୨୨।୧୧: କରୋନା ମହାମାରୀ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଅଞ୍ଚଳରେ ହସ୍ପିଟାଲ ପକ୍ଷରୁ ମୃତ ଘୋଷଣା କରାଯାଇଥିବା ଜଣେ କରୋନା ଆକ୍ରାନ୍ତ ତାଙ୍କ ଶ୍ରାଦ୍ଧର ଗୋଟିଏ ଦିନ ପୂର୍ବରୁ ଘରକୁ ଫେରିଛନ୍ତି। ଏହାଯୋଗୁ…
କୋଭିଡ୍ ପରୀକ୍ଷା ବଢ଼ାଇବାକୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୨୨।୧୧: ସଂକ୍ରମଣ ବଢ଼ିଚାଲିଥିବାରୁ ଏହାକୁ ନଜରରେ ରଖି କୋଭିଡ୍ ପରୀକ୍ଷା ବଢ଼ାଇବା ଲାଗି କେନ୍ଦ୍ର ସରକାର ଶନିବାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ୟୁରୋପ ଓ ଆମେରିକୀୟ ଦେଶଗୁଡ଼ିକରେ ଦୈନିକ ସଂକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିଚାଲିଛି।…
ଶ୍ରମିକଙ୍କୁ ବାଟଖର୍ଚ୍ଚ ଦେବେ ନିଯୁକ୍ତିଦାତା
ନୂଆଦିଲ୍ଲୀ, ୨୨ା୧୧: ପ୍ରବାସୀ ଶ୍ରମିକଙ୍କ କଲ୍ୟାଣ ଓ ପରିବାର ପ୍ରତି ସେମାନଙ୍କ କର୍ତ୍ତବ୍ୟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଶ୍ରମ ନିୟମାବଳୀରେ କେତେକ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି। ଏହି ଚିଠା ନିୟମାବଳୀ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି। ଏହା ଉପରେ…
ଭୁବନେଶ୍ୱରରୁ ଆଜି ୪୬ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୩୬
ଭୁବନେଶ୍ୱର,୨୧।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ବିଧାୟକଙ୍କ ରିପୋର୍ଟ ନେଗେଟିଭ୍ ନା ପଜିଟିଭ୍?
ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନର ଶନିବାର ହେଉଛି ଦ୍ବିତୀୟ ଦିନ। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତ ଶୀତ ଅଧିବେଶନ ପାଇଁ ବିଧାୟକଙ୍କ ସମେତ ଅନ୍ୟ କର୍ମଚାରୀଙ୍କ କୋଭିଡ୍ ଟେଷ୍ଟ କରାଯାଇଥିଲା। ନେଗେଟିଭ ରିପୋର୍ଟ ଆସିଥିବା ବିଧାୟକମାନେ ହିଁ ଗୃହ କାର୍ଯ୍ୟରେ…
ଦିଲ୍ଲୀ ପରେ ଏବେ ନଏଡ଼ାରେ ବି ବିବାହ ଭୋଜିରେ ସାମିଲ ହେବେ କେବଳ ଶହେ ଲୋକ
ନଏଡା,୨୧ ।୧୧: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏବେ ଗୌତମ ବୁଦ୍ଧ ନଗର ଜିଲା ପ୍ରଶାସନ ସତର୍କ ହୋଇ ଯାଇଛି । ଗୋଟିଏ ପଟେ ଦିଲ୍ଲୀ-ନଏଡ଼ା ସୀମାରେ ସ୍ୱାସ୍ଥ୍ୟ ବିଭାଗର ଟିମ୍ ର୍ୟାଣ୍ଡମ ଯାଞ୍ଚ କରୁଥିବା ବେଳେ ଅନ୍ୟପଟେ ଜିଲା ପ୍ରଶାସନ…
କରୋନା କର୍ଫ୍ୟୁ: ଅଟକିଲା ୧୭ ଶହ ବାହାଘର
ଅହମଦାବାଦ୍,୨୧।୧୧:ଗୁଜରାଟରେ କରୋନା ମହାମାରୀ ପୁଣି ଥରେ ଲୋକଙ୍କୁ ଆତଙ୍କିତ କରିବା ଆରମ୍ଭ କରିଛି। ସଂକ୍ରମଣରେ ରୋକ ଲଗାଇବା ଲାଗି ସରକାରଙ୍କ ପକ୍ଷରୁ କର୍ଫ୍ୟୁ ଜାରି ହୋଇଛି। ଫଳରେ ଅହମଦାବାଦ୍ରେ ୧୭ ଶହ ବାହାଘର ଅଟକି ରହିଛି। ଶନିବାର ସହରରେ ୫ ଶହ…
କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୨୫ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…
କମୁଛି ସଂଖ୍ୟା: ରାଜ୍ୟରେ ୭୭୮ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାକୁ ପଛରେ ପକାଇଲା ଅନୁଗୋଳ
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୭୭୮ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୩୩୨୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪୪୬…
ଦିଲ୍ଲୀରେ ବଢ଼ୁଛି କରୋନା ଗ୍ରାଫ: ୨୪ ଘଣ୍ଟାରେ ଗଲା ୧୧୮ଜୀବନ
ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀରେ ଏବେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ମୁକାବିଲା ପାଇଁ ରାଜ୍ୟସରକାର ଯେତେ ପ୍ରଚେଷ୍ଟା କଲେ ମଧ୍ୟ ସେଥିରେ ବିଫଳ ହୋଇଛନ୍ତି। ପରିସ୍ଥିତି ଏପରି ହେଲାଣି ଯେ,…
କରୋନାର ଦୋହରା ମାଡ଼: ପୁଣି କଟକଣା, ସ୍କୁଲ ବନ୍ଦ
ନୂଆଦିଲ୍ଲୀ,୨୧।୧୧: ଦେଶରେ କରୋନା ମହାମାରୀର ଦୋହରା ମାଡ଼ ଆରମ୍ଭ ହୋଇଛି। ଫଳରେ କେତେକ ରାଜ୍ୟରେ ପୁଣି କଟକଣା ଜାରି କରାଯିବା ସହିତ ଖୋଲା ଯାଇଥିବା ସ୍କୁଲକୁ ବନ୍ଦ କରାଯାଇଛି। ଗୁଜରାଟ ଏବଂ ମଧ୍ୟପ୍ରଦେଶରେ କର୍ଫ୍ୟୁ ଲଗାଯିବ ସହିତ କେତେକ କଟକଣା ମଧ୍ୟ…
Archives


