ଦିଲ୍ଲୀରୁ ଚଣ୍ଡିଗଡ଼ ଆସୁଥିବା ଲୋକଙ୍କ ପାଇଁ ଆଡ଼ଭାଇଜରୀ ଜାରି
ନୂଆଦିଲ୍ଲୀ,୧୯।୧୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରୁ ଚଣ୍ଡିଗଡ଼ ଆସୁଥିବା ଲୋକଙ୍କ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ ଆଡ଼ଭାଇଜରୀ ପ୍ରକାଶ ପାଇଛି। ଏଭଳି ଲୋକଙ୍କଠାରୁ ୬ ଫୁଟ ଦୂରତା…
୨୪ ଘଣ୍ଟାରେ ୩୦% ଅଧିକ ସଂକ୍ରମିତ
ନୂଆଦିଲ୍ଲୀ, ୧୯ା୧୧: ଭାରତରେ କରୋନା ସଂକ୍ରମଣ ହାର କମିଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଏହା ୩୦% ଅଧିକ ବ୍ୟକ୍ତିଙ୍କୁ ସଂକ୍ରମିତ କରିଥିବା ଜଣାପଡ଼ିଛି। ମଙ୍ଗଳବାର ୨୯,୧୬୪ ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ବୁଧବାର ହଠାତ୍ ଏହା ବୃଦ୍ଧିପାଇ ୩୮,୬୧୭ରେ ପହଞ୍ଚିଛି।…
ଚୂଡ଼ାନ୍ତ ପରୀକ୍ଷାରେ ଫାଇଜର ଟିକା ୯୫% ଫଳପ୍ରଦ
ନୂଆଦିଲ୍ଲୀ, ୧୯।୧୧: ଆମେରିକୀୟ ଫାର୍ମା କମ୍ପାନୀ ଫାଇଜର ଏବଂ ବାୟୋଏନ୍ଟେକ୍ ଦ୍ୱାରା ପ୍ରସ୍ତୁତ କୋଭିଡ୍-୧୯ ଟିକା ୯୫ ପ୍ରତିଶତ ଫଳପ୍ରଦ। ଚୂଡ଼ାନ୍ତ ପରୀକ୍ଷାରୁ ଏହା ଜଣାପଡ଼ିଥିବା ଫାଇଜର ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ଏହା ପୂର୍ବରୁ ହୋଇଥିବା ତୃତୀୟ ପର୍ଯ୍ୟାୟ ପରୀକ୍ଷାରେ…
ରାଜ୍ୟରେ ସୁସ୍ଥ ହେଲେ ୧୩୦୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ…
ଭୁବନେଶ୍ୱର,୧୮ ା୧୧(ବ୍ୟୁରୋ)- ରାଜ୍ୟରେ ବୁଧବାର ଆଉ ୧୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୧୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୦୩, ମୟୂରଭଞ୍ଜରୁ ୧୦୧, ସୁନ୍ଦରଗଡରୁ ୯୭, ଖୋର୍ଦ୍ଧାରୁ ୯୬, ଝାରସୁଗୁଡାରୁ ୮୬, ଜଗତସିଂହପୁରରୁ ୫୫, ବାଲେଶ୍ବରରୁ…
ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅପଶବ୍ଦ କହିଲେ ମନୋଜ ତିଓ୍ବାରୀ
ନୂଆଦିଲ୍ଲୀ,୧୮।୧୧: ଛଠ୍ ପୂଜାକୁ ସାର୍ବଜନୀନ ଅନୁମତି ଦେବାକୁ ନେଇ ଭାଜପା ସଦସ୍ୟ ମନୋଜ ତିଓ୍ବାରୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପ୍ରତି ଅପଶବ୍ଦ ପ୍ରୟୋଗ କରିଛନ୍ତି। ରାଜ୍ୟରେ କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଛଠ୍ ପୂଜା ପାଇଁ କଡ଼ା କଟକଣା…
ସାର୍ବଜନୀକ ଛଠ୍ ପୂଜା ପାଇଁ ଅନୁମତି ମନା, ପାର୍ବଣ ତୁଳନାରେ ବଞ୍ଚିରହିବା ଗୁରୁତ୍ୱପୂର୍ଣ୍ଣ: ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ,୧୮।୧୧: ସାର୍ବଜନୀକ ଛଠ୍ ପୂଜା ପାଇଁ ଅନୁମତି ଦେବାକୁ ଦିଲ୍ଲୀ ହାଇକୋର୍ଟ ମନା କରିଛନ୍ତି। କୋର୍ଟ କହିଛନ୍ତି ଯେ, ପାର୍ବଣ ତୁଳନାରେ ବଞ୍ଚିରହିବା ଗୁରୁତ୍ୱପୂର୍ଣ୍ଣ। ବଞ୍ଚି ରହିଲେ ହିଁ ପର୍ବ ପାଳନ କରାଯାଇ ପାରିବ। ସାମ୍ପ୍ରତିକ କରୋନା ମହାମାରୀ ସ୍ଥିତିକୁ ଦୃଷ୍ଟିରେ…
ଆଉ ହେବନି ଲକ୍ଡାଉନ୍: ଆବଶ୍ୟକ ପଡ଼ିଲେ ବଜାର ରହିବ ବନ୍ଦ
ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ପର୍ଯ୍ୟାୟ ଜାରି ରହିଛି। ଏପରିସ୍ଥଳେ ଲକ୍ ଡାଉନ୍ ଜାରି ହେବ କି ନାହିଁ ସେନେଇ ନାନା କଳ୍ପନା ଜଳ୍ପନା ଜାରି ରହିଥିଲା। ତେବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ କ୍ୟାବିନେଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ…
କରୋନାରେ ଆଖିବୁଜିଲେ ଆଉ ୧୫: ସୁନ୍ଦରଗଡ଼ରୁ ରହିଛନ୍ତି ସର୍ବାଧିକ ୩
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୫୭୫ରେ ପହଞ୍ଚିଛି। ସୁନ୍ଦରଗଡ଼…
ଦିଲ୍ଲୀରେ କରୋନା ଆତଙ୍କ: ନୋଏଡ଼ା ସୀମାରେ ର଼୍ୟାଣ୍ଡମ୍ ଟେଷ୍ଟିଂ ଆରମ୍ଭ
ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ନୋଏଡ଼ା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ନୋଏଡ଼ା ସୀମାରେ ର଼୍ୟାଣ୍ଡମ୍ ଟେଷ୍ଟିଂ ଆରମ୍ଭ ହୋଇଛି। ପ୍ରତିଦିନ ଦିଲ୍ଲୀ-ନୋଏଡ଼ା ମଧ୍ୟରେ ବହୁ ଲୋକ ଯିବା…
ରାଜ୍ୟରେ ପୁଣି ୮୬୮ କରୋନା ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ପୁଣି ୧୦୦ ଟପିଲା
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୮୬୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୦୯୨୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ…
୮ ସ୍କୁଲର ୮୦ ଛାତ୍ରୀଛାତ୍ର କରୋନା ପଜିଟିଭ୍: ସରକାରଙ୍କ ଅକଲ ଗୁଡୁମ୍
ରେଓ୍ବାଡ଼ି,୧୮।୧୧: ଦେଶରେ କରୋନା ମହାମାରୀ ଆତଙ୍କ ଜାରି ରହିଛି। ଦେଶର କେତେକ ରାଜ୍ୟରେ ସ୍କୁଲ ଖୋଲା ଯାଇଛି। ତେବେ ହରିୟାଣାରେ ରେଓ୍ବାଡ଼ିରେ ଖୋଲା ଯାଇଥିବା ୮ଟି ସ୍କୁଲରେ ୮୦ ଜଣ ଛାତ୍ରୀଛାତ୍ରଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଖବର…
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୧୫ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ଟପିଲା
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ଆଉ ୧୩୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୦୦୪୭୪କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଟୁଇଟ୍ କରି ସୂଚନା ଦିଆଯାଇଛି। ଟୁଇଟ୍ ଦେଖି…
Archives


