କରୋନା ଭାଇରସ୍‌

ରାଜଧାନୀରୁ ୪୮ ନୂଆ ପଜିଟିଭ୍‌ ଚିହ୍ନଟ: ଲକ୍ଷ୍ମୀସାଗର-ଚନ୍ଦ୍ରଶେଖରପୁର ଅଞ୍ଚଳରୁ ସର୍ବାଧିକ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରୁ କରୋନା ସଂକ୍ରମଣ କମୁଥିବା ଦେଖାଯାଉଛି। ଏହି କ୍ରମରେ ମଙ୍ଗଳବାର ସହରରେ ୪୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀର ମୋଟ ସଂକ୍ରମିତ ସଂଖ୍ୟା ୩୦,୨୨୭କୁ ବୃଦ୍ଧି ପାଇଛି। ସେଥିରୁ ୨୯୩୫୮ଜଣ ସୁସ୍ଥ…

କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୬୦ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ…

କମୁଛି ସଂଖ୍ୟା: ରାଜ୍ୟରେ ୬୪୪ ନୂଆ ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୦୫୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୭୧…

ଭୁବନେଶ୍ୱରରୁ ଆଜି ପୁଣି ୫୨ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଲକ୍‌ଡାଉନ୍‌ ଲାଗୁ ହେବାର ଆବଶ୍ୟକତା ନାହିଁ, ମାସ୍କ୍‌ ଦ୍ୱାରା ସଂକ୍ରମଣରୁ ରହିହେବ ଦୂରେଇ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୧୬।୧୧: ଦିଲ୍ଲୀରେ କରୋନା ମହାମାରୀର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଛି। ଦିନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଏଥିପାଇଁ ଲକ୍‌ଡାଉନ୍‌ ଲାଗୁ କରିବାର ଆବଶ୍ୟକତା ନାହିଁ। ମାସ୍କ୍‌ ପିନ୍ଧିବାକୁ ବାଧ୍ୟତା ମୂଳକ କରିବା ଦ୍ୱାରା…

ଦିଲ୍ଲୀରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ: ସଂସଦର ଶୀତ ଅଧିବେଶନ ନେଇ ଅନିଶ୍ଚିତତା !

ନୂଆଦିଲ୍ଲୀ,୧୬।୧୧: ଦିଲ୍ଲୀରେ କରୋନା ମହାମାରୀର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଛି। ଦିନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସଙ୍କଟ ଯୋଗୁ ସଂସଦର ଶରତ ଅଧିବେଶନ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଶୀତ ଅଧିବେଶନ ପାଇଁ…

ଆଜି ଆଉ ୧୬ ଜୀବନ ନେଲା କରୋନା, ସୁନ୍ଦରଗଡ଼ରୁ ସର୍ବାଧିକ; ମୃତ୍ୟୁସଂଖ୍ୟା ୧୫୪୩କୁ ବୃଦ୍ଧି

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୫୪୩ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ…

ଆଜି ରାଜ୍ୟରେ ୭୪୯ ପଜିଟିଭ୍‌ ଚିହ୍ନଟ: ବୌଦ୍ଧରେ ଶୂନ, ବାକି ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ସୋମବାର ରାଜ୍ୟର ୨୯ ଜିଲାରୁ ୭୪୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୯,୪୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୭ ଜଣ…

ଛଠ୍‌ ପୂଜା ଉପରେ କରୋନା ସଙ୍କଟ: କଟକଣା ଜାରି

ନୂଆଦିଲ୍ଲୀ,୧୬।୧୧: ଦୀପାବଳିର ୬ ଦିନ ପରେ ପାଳନ କରାଯାଉଥିବା ଛଠ୍‌ ପର୍ବ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କଟକଣା ଜାରି କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସାର୍ବଜନୀକ ଭାବେ ଛଠ୍‌ ପାଳନ କରା ନ…

ଖୋଲିଲା ଧାର୍ମିକ ସ୍ଥଳ

ମୁମ୍ବାଇ,୧୬।୧୧: ମହାରାଷ୍ଟ୍ରରେ ସୋମବାର ଠାରୁ ଧାର୍ମିକ ସ୍ଥଳଗୁଡ଼ିକୁ ଖୋଲାଯାଇଛି। ତେବେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରାଯାଇଛି। ଧାର୍ମିକସ୍ଥଳରେ ୬୫ ବର୍ଷ ବୟସରୁ ଅଧିକ ବୟସ୍କ ବ୍ୟକ୍ତି, ଗର୍ଭବତୀ…

୨୦୨୧ରେ ଭୋକିଲାଙ୍କ ସଂଖ୍ୟା ବଢ଼ିଯିବ: ଜାତିସଂଘ

ଜେନେଭା,୧୫।୧୧: ଚଳିତ ବର୍ଷ କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଜାରି ରହିଛି। କେତେକ ସ୍ଥାନରେ ଖାଦ୍ୟର ଘୋର ସଙ୍କଟ ଦେଖାଦେଇଛି। ତେବେ ଆସନ୍ତା ବର୍ଷ ପୃଥିବୀରେ ଭୋକିଲାଙ୍କ ସଂଖ୍ୟା ପୁଣି ବଢ଼ିଯିବ ବୋଲି ଜାତିସଂଘ ପକ୍ଷରୁ କୁହାଯାଇଛି। ଏସମ୍ପର୍କରେ ଜାତିସଂଘର…

ସୋମବାରଠାରୁ ମହାରାଷ୍ଟ୍ରରେ ଖୋଲିବ ଧାର୍ମିକ ସ୍ଥଳ: ମାର୍ଗଦର୍ଶିକା ଜାରି

ମୁମ୍ବାଇ,୧୫।୧୧: ସୋମବାର ଠାରୁ ମହାରାଷ୍ଟ୍ରରେ ଧାର୍ମିକ ସ୍ଥଳ ଖୋଲିବ। ଏନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ୬୫ ବର୍ଷ ବୟସରୁ ଅଧିକ ବୟସ୍କ ବ୍ୟକ୍ତି, ଗର୍ଭବତୀ ମହିଳା, ୧୦ ବର୍ଷରୁ କମ୍‌ ବୟସ୍କ ଛୋଟ ପିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?