ରାଜଧାନୀରେ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭୧
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ ମାତ୍ର ୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୬ ଜଣ…
ଆମେରିକାରେ କରୋନାର ଦୋହରା ମାଡ଼: ୨୪ ଘଣ୍ଟାରେ ଲକ୍ଷେ ୭୭ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ
ଓ୍ବାଶିଂଟନ,୧୪।୧୧: ଆମେରିକାରେ କରୋନାର ଦୋହରା ମାଡ଼ ଆରମ୍ଭ ହୋଇଛି। ଗତ ୨୪ ଘଣ୍ଟାରେ ଏଠାରେ ଲକ୍ଷେ ୭୭ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଇଲିନୋଇସ୍, ଲୋଓ୍ବା, କାନସାସ୍ ଏବଂ ଓହିଓ ଆଦି ରାଜ୍ୟରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…
ନିର୍ବାଚନ ଫଳାଫଳ ପରେ ପ୍ରଥମଥର ସାମ୍ନାକୁ ଆସିଲେ ଟ୍ରମ୍ପ
ୱାଶିଂଟନ,୧୪ ।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଆସିବା ପରେ ପ୍ରଥମଥର ପାଇଁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ର୍ମ୍ପ ସାମ୍ନାକୁ ଆସିଛନ୍ତି । ଏକ ଉଦ୍ବୋଧନରେ ଟ୍ରମ୍ପ କହିଛନ୍ତି ଆସନ୍ତା ବର୍ଷ ଏପ୍ରିଲ ସୁଦ୍ଧା ଆମେରିକାକୁ କରୋନା ଟିକା ମିଳିଯିବ ।…
ଆସନ୍ତା ମାସ ସୁଦ୍ଧା ଆସିପାରେ କରୋନା ଟିକା
ନୂଆଦିଲ୍ଲୀ,୧୪ ।୧୧: ଆସନ୍ତା ମାସ ସୁଦ୍ଧା ଦେଶକୁ ୧୦ କୋଟି କରୋନା ଟିକା ମିଳିଯିବ ବୋଲି ଦାବି କରିଛନ୍ତି ସିରମ ଇନଷ୍ଟିଚ୍ୟୁଟର ଅଫ୍ ଇଣ୍ଡିଆର ସିଇଓ ଅଦାର ପୁନାୱାଲା । ସିରମ ଇନଷ୍ଟିଚ୍ୟୁଟ ଅକ୍ସଫୋର୍ଡ ୟୁନିଭର୍ସିଟି ସହ ମିଶି ଏହି ଟିକା…
ଆଜି ଆଉ ୧୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୯୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ…
ଆଜି ରାଜ୍ୟରେ ୧୦୧୮ ପଜିଟିଭ୍ ଚିହ୍ନଟ: ରାୟଗଡ଼ାରେ ଶୂନ, ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଶୁକ୍ରବାର ୨୯ ଜିଲାରୁ ୧୦୧୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୭୦୦୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୮୫ ଜଣ ଚିହ୍ନଟ…
କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି
କଟକ ଅଫିସ, ୧୨।୧୧: କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡ଼ି ତିଆରି ହୋଇଛି। ଆର୍ଏମ୍ଆର୍ସି ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ସେରୋ ସର୍ଭେ ନେଇ ଆର୍ଏମ୍ଆର୍ସି ନିର୍ଦ୍ଦେଶିକା ସଂଘମିତ୍ରା ପତି ସୂଚନା ଦେଇଛନ୍ତି।…
ବଢୁଛି ପ୍ରଦୂଷଣ କମୁଛି ତାପମାତ୍ରା: ରାଜଧାନୀରେ ବେକାକୁ ହେଲାଣି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୧୨ ।୧୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଏବେ ସବୁ ରେକର୍ଡକୁ ଭାଙ୍ଗି ଦେଇଛି । ଗତ ୨୪ ଘଣ୍ଟାରେ ପାଖାପାଖି ୯ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସରକାରଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ବୁଧବାର ଏଠାରେ…
କରୋନା ସଂକ୍ରମଣରେ ଭାଜପା ନେତାଙ୍କ ପରଲୋକ
ଡେରାଡୁନ,୧୨ ।୧୧: ଉତ୍ତରାଖଣ୍ଡର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ସୁରେନ୍ଦ୍ର ସିଂ ଜିନାଙ୍କର ପରଲୋକ ହୋଇଛି । କରୋନା ସଂକ୍ରମିତ ହେବା ପରେ ସେ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧିନ ଅବସ୍ଥାରେ ହିଁ ତାଙ୍କର ମୃତ୍ୟୁ ହୋଇଛି…
ରାଜ୍ୟରେ ପୁଣି ୯୮୬ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪୧୪ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ…
ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୧୫ ଆକ୍ରାନ୍ତ
ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୬୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ…
ରାଜ୍ୟରୁ ପୁଣି ୧୨୨୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୩ଲକ୍ଷ ୫ହଜାରରେ
ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୨୨୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୫୦୦୦ ହଜାରରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Archives


