କରୋନା ଭାଇରସ୍‌

ଆମେରିକାର ଅଭିଯୋଗ: କରୋନା ସମ୍ପର୍କିତ ସୂଚନା ପ୍ରସାର କରିବାରେ ଡବ୍ଲ୍ୟୁଏଚ୍‌ଓ ବିଫଳ

ଓ୍ବାଶିଂଟନ,୧୧।୧୧: ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ବିରୋଧରେ ଆମେରିକା ଗୁରୁତର ଅଭିଯୋଗ ଆଣିଛି। ଆମେରିକା କହିଛି ଯେ, କରୋନ ଭୂତାଣୁର ଉତ୍ପତ୍ତି ତଥା ଏସମ୍ପର୍କିତ ତଥ୍ୟ ପ୍ରସାର କରିବାରେ ଡବ୍ଲ୍ୟୁଏଚ୍‌ଓ ବିଫଳ ରହିଛି। ଚାଇନା ପାଖରେ ଏସମ୍ପର୍କିତ ତଥ୍ୟ ମହଜୁଦ୍‌ ଥିଲେ ମଧ୍ୟ ଜାଣିଶୁଣି…

ଆମେରିକାରେ ହାହାକାର: ୨୪ ଘଣ୍ଟାରେ ୨ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ,୧୧।୧୧: ଆମେରିକାରେ ପୁଣିଥରେ କରୋନା ତାଣ୍ଡବ ଆରମ୍ଭ ହୋଇଛି। ଗତ ୨୪ ଘଣ୍ଟାରେ ଏଠାରେ ୨ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଇତିମଧ୍ୟରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ୫୫…

୧ ହଜାର ତଳକୁ ଖସିଲା ସଂକ୍ରମଣ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହେବାରେ ଲାଗିଛି। ଦୀର୍ଘ ସାଢ଼େ ୩ମାସ ପରେ ମଙ୍ଗଳବାର ଦୈନିକ ସଂକ୍ରମଣ ଏକ ହଜାର ତଳକୁ ଖସିଛି। ଜୁଲାଇ ୨୧ରେ ପ୍ରଥମ ଥର ପାଇଁ ରାଜ୍ୟରେ ଏକ ହଜାରରୁ ଊର୍ଦ୍ଧ୍ୱ ଅର୍ଥାତ ୧,୦୭୮…

ବିଏମ୍‌ସିର ନୂଆ ଗାଇଡ୍‌ଲାଇନ: ବିବାହରେ ୧୦୦, ଅନ୍ତିମ ସଂସ୍କାରରେ ୫୦

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ଶୀତଋତୁରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବିବାହ କାର୍ଯ୍ୟକ୍ରମ ଓ ଅନ୍ତିମ ସଂସ୍କାର ପାଇଁ ଏକ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଏହି ନିର୍ଦ୍ଦେଶାବଳୀ ଅନୁଯାୟୀ ବିବାହ…

ଆମେ ଥକି ଯାଇଛେ ହେଲେ କରୋନା ଥକିନି: ଡବ୍ଲୁଏଚ୍‌ଓ ମୁଖ୍ୟ

ଜେନେଭା,୧୦ ।୧୧: କରୋନା ମହାମାରୀ କିଛି ଦେଶରେ କମ୍ ହୋଇଥିବା ବେଳେ ଆଉ କିଛି ଦେଶରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି । ଏହାକୁ ଦୃଷ୍ଟିରେ ରଖି କିଛି ଦେଶ ଲକ୍‌ଡାଉନ ଘୋଷଣା ମଧ୍ୟ କରି ସାରିଛନ୍ତି । ଏ…

ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୫୪ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ…

ଫାଇଜର କୋଭିଡ୍‌ ଟିକା ୯୦% ପ୍ରଭାବୀ

ନୂଆଦିଲ୍ଲୀ, ୧୦।୧୧: ଆମେରିକୀୟ ଫାର୍ମା କମ୍ପାନୀ ଫାଇଜର ଏବଂ ଜର୍ମାନ ସହଯୋଗୀ ବାୟୋଏନ୍‌ଟେକ୍‌ ମିଳିତ ଭାବେ ପ୍ରସ୍ତୁତ କରିଥିବା କୋଭିଡ୍‌-୧୯ ଟିକା ତୃତୀୟ ପର୍ଯ୍ୟାୟ ପରୀକ୍ଷାରେ ୯୦ ପ୍ରତିଶତରୁ ଅଧିକ ପ୍ରଭାବ ପକାଉଥିବା ସାବ୍ୟସ୍ତ ହୋଇଛି। ସୋମବାର ଫାଇଜର ପକ୍ଷରୁ ଏହା…

ଭୁବନେଶ୍ୱରରୁ ଆଜି ପୁଣି ୭୦ କରୋନା ପଜିିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୫୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଆଜି ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୪୧କୁ ବୃଦ୍ଧି

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧା ଏବଂ…

ଆଜି ରାଜ୍ୟରେ ୧୨୧୯ ପଜିଟିଭ୍‌ ଚିହ୍ନଟ, ୧୦୦ ଉପରେ ୩ ଜିଲା

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସୋମବାର ୩୦ ଜିଲାରୁ ୧୨୧୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୨୭୯୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୦୮ ଜଣ ଚିହ୍ନଟ…

କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ…

CORONAVIRUS UPDATE: ରାଜ୍ୟରେ ଆଜି ୧୪୩୪ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ରବିବାର ୧୪୩୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦୧୫୭୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୮୩୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?