କରୋନା ଭାଇରସ୍‌

କମିବା ପରେ ପୁଣି ବଢୁଛି ଦେଶରେ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୫ ।୧୧: ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ଲକ୍ଷ୍ୟ କରାଯାଇଥିଲା । ହେଲେ ଗୁରୁବାର ପୁଣି ଏହି ସଂଖ୍ୟାରେ ବୃଦ୍ଧି ପରି ଲକ୍ଷିତ ହୋଇଛି । ଗତ ୨୪ ଘଣ୍ଟାରେ ୫୦,୨୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ…

ଦୀପାବଳିରେ ବାଣ ନ ଫୁଟାଇ ଲକ୍ଷ୍ମୀପୂଜା କରିବାକୁ ଅପିଲ୍‌ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୫।୧୧: ଦିଲ୍ଲୀରେ ବଢ଼ୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଦୀପାବଳିରେ ବାଣ ନ ଫୁଟାଇବାକୁ ଦିଲ୍ଲୀବାସୀଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଚଳିତ ଥର ଦିଲ୍ଲୀ ସରକାର ଜନତାଙ୍କ ସହ ମିଶି ଦୀପାବଳି ମନାଇବା ପାଇଁ ଏକ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି।…

ଚାଇନା ସ୍କୁଲ ପାଠ୍ୟକ୍ରମରେ କରୋନା ଲଢ଼େଇ ସାମିଲ

ବେଜିଂ,୫।୧୧: ଏଣିକି ଛୋଟ ପିଲା କରୋନା ବିରୋଧରେ ହୋଇଥିବା ଲଢ଼େଇ ବିଷୟରେ ପଢ଼ିବେ। ଚାଇନାର ସ୍କୁଲ ପାଠ୍ୟକ୍ରମରେ କରୋନା ଲଢ଼େଇକୁ ସାମିଲ କରାଯାଇଛି। ଏନେଇ ଚାଇନା ଶିକ୍ଷାମନ୍ତ୍ରଣାଳୟ ପକ୍ଷରୁ ଏସମ୍ପର୍କିତ ଏକ ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ଏହାଦ୍ୱାରା ଛୋଟ ପିଲା କମ୍ୟୁନିଷ୍ଟ…

କରୋନା ନେଲା ଆଉ ୧୪ ଜୀବନ: ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୩୭୮କୁ ବୃଦ୍ଧି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ ୨୪ଘଣ୍ଟା ମଧ୍ୟରେ କରୋନା ଜନିତ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି ପାଇଛି। ବୁଧବାର କରୋନାରେ ୧୨ଜଣଙ୍କ ଜୀବନ ଯାଇଥିବା ବେଳେ ଗୁରୁବାର ଏହି ସଂଖ୍ୟା…

CORONAVIRUS UPDATE: ରାଜ୍ୟରେ ପୁଣି ୧୩୮୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ପ୍ରକୋପ ଜାରି ରହିଛି। ଗୁରୁବାର ରାଜ୍ୟରେ ପୁଣି ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୩ଲକ୍ଷରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮ କ୍ୱାରାଣ୍ଟାଇନ୍‌…

କର୍ନାଟକରେ ୨ କୋଟିରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ: ରାଜ୍ୟ ସରକାରଙ୍କ ରିପୋର୍ଟ

ବେଙ୍ଗାଲୁରୁ,୫।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦିଲ୍ଲୀ, କେରଳ ଏବଂ ମହାରାଷ୍ଟ୍ରରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଥିବା କୁହାଯାଉଛି। ଏପରିସ୍ଥଳେ କର୍ନାଟକ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶିତ ହୋଇଥିବା କରୋନା ସର୍ଭେ ରିପୋର୍ଟ ନେଇ…

ଡିସେମ୍ବର ୨ୟ ସପ୍ତାହ ପରେ ସଂକ୍ରମଣ ଆଶଙ୍କା

ଭୁବନେଶ୍ୱର,୫।୧୧(ବ୍ୟୁରୋ): ୟୁରୋପ ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶରେ ପ୍ରଥମ ପର୍ଯ୍ୟାୟ କୋଭିଡ୍‌ ସଂକ୍ରମଣ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି। ଓଡ଼ିଶାରେ ଡିସେମ୍ବର ଦ୍ୱିତୀୟ ସପ୍ତାହ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ରହିଛି। ଏବେଠାରୁ ସତର୍କ ରହିବାକୁ ପଡିବ ବୋଲି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୧୫୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୮୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ…

ମହାରାଷ୍ଟ୍ରରେ ଖୋଲିବ ସିନେମା ହଲ୍‌, ମଲ୍ଟିପ୍ଲେକ୍ସ: ସରକାର ଜାରି କଲେ ଗାଇଡ୍‌ଲାଇନ

ମୁମ୍ବାଇ,୪।୧୧: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ପ୍ରକୋପ ଜାରି ରହିଛି। ହେଲେ ସଂକ୍ରମିତଙ୍କ ସୁସ୍ଥ ହାର ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏବେ ଅନ୍‌ଲକ୍‌-୬.୦ ଜାରି ରହିଥିବା ବେଳେ ଏହି ସମୟରେ ଲୋକଙ୍କ ଜୀବନ ଜୀବୀକାକୁ ଦୃଷ୍ଟିରେ ରଖି କେନ୍ଦ୍ରସରକାର…

ରାଜଧାନୀରେ ଖସୁଛି କରୋନା ଗ୍ରାଫ୍‌: ଆଜି ୭୫ ଚିହ୍ନଟ, ସୁସ୍ଥ ହେଲେ ୧୪୨

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ବୁଧବାର ରାଜଧାନୀରୁ ୭୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪ ଜଣ ଚିହ୍ନଟ…

ରାଜଧାନୀରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ !

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ବୁଧବାର ସୂଚନା ଦେଇଛନ୍ତି। ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏପରି କୁହାଯାଇ ପାରିବ ବୋଲି ସେ କହିଛନ୍ତି। ଗତ ୧୦ ଦିନ ମଧ୍ୟରେ…

କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ: ରାଜ୍ୟରେ ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୩୬୪ରେ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 2.A…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?