CORONAVIRUS UPDATE: ରାଜ୍ୟରେ ପୁଣି ୧୪୭୪ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୨,୯୫,୮୮୯ରେ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୪୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୫,୮୮୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ…
ଚାଇନାକୁ ଦାୟିତ୍ୱ ଦେଲା ଡବ୍ଲ୍ୟୁଏଚ୍ଓ
ଜେନେଭା, ୪।୧୧:କରୋନା ମହାମାରୀ ସାରା ବିଶ୍ୱକୁ କାୟା ମେଲାଇ ଏବେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ କରିଥିବାବେଳେ ଏହି ଭୂତାଣୁର ଉତ୍ସ ସନ୍ଧାନ କରିବାରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ଚାଇନା ନିକଟରେ ଏକପ୍ରକାର ଆତ୍ମସମର୍ପଣ କରିଥିବା ଦେଖାଯାଇଛି। ସଂକ୍ରମଣ ଆରମ୍ଭ…
ଆକ୍ରାନ୍ତଙ୍କଠାରୁ ସୁସ୍ଥ ଅଧିକ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜଧାନୀରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥ ସଂଖ୍ୟା ଅଧିକ ରହିଛି। ଭୁବନେଶ୍ୱରରୁ ଗତ ୨୪ଘଣ୍ଟାରେ ୬୯ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୮୦ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୪ଜଣ କ୍ୱାରାଣ୍ଟାଇନ ସେଣ୍ଟରର…
ନଭେମ୍ବର ୧୬ରୁ ଏହି ରାଜ୍ୟରେ ଖୋଲିବ ବିଶ୍ୱବିଦ୍ୟାଳୟ
ଚଣ୍ଡିଗଡ଼,୩।୧୧: ମହାମାରୀ କରୋନା ଭାଇରସ୍ ଯୋଗୁ ସାରା ଦେଶରେ ଗତ କିଛି ମାସରୁ ସ୍କୁଲ, କଲେଜ ବନ୍ଦ ରହିଛି। ବର୍ତ୍ତମାନ ଦେଶରେ ଅନ୍ଲକ୍-୬.୦ ଜାରି ରହିଥିବା ବେଳେ କେନ୍ଦ୍ର ସରକାର କରୋନା କାଳରେ ପିଲାଙ୍କ ଭବ୍ୟଷ୍ୟତକୁ ଦୃଷ୍ଟିରେ ରଖି କଲେଜ ଓ…
କରୋନା ସମୟରେ ୪୬ ପ୍ରତିଶତ ଭାରତୀୟ ପରିବାର ଉଧାର ନେଇ ଚଳୁଛନ୍ତି!
ନୂଆଦିଲ୍ଲୀ,୩ ।୧୧: କରୋନା ଭାଇରସ ସଂକ୍ରମଣ କାରଣରୁ ବିଶ୍ୱ ଏକ ପ୍ରକାର ସଂଘର୍ଷ କରି ଚାଲିଛି । ଅନେକ ଲୋକ ଏକ ପ୍ରକାର ଏହି ସମୟରେ ରୋଜଗାର ହରାଇ ବସିଛନ୍ତି । ପରିବାର ପୋଷଣ ପାଇଁ ଏବେ ୪୬ ପ୍ରତିଶତ ଭାରତୀୟ…
ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ଗତ ୨୪ଘଣ୍ଟାରେ ୩୮ହଜାର ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ,୩।୧୧: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। ଯେ ପର୍ଯ୍ୟନ୍ତ କରୋନା ମୁକାବିଲା ପାଇଁ କୌଣସି ଔଷଧ ବା ଟିକା ଆସିନାହିଁ ସେଯାଏଁ ଅବହେଳାର ପ୍ରଶ୍ନ ଉଠୁନାହିଁ। ଯାହା ଏହି ଯୁଦ୍ଧର ଏବେ ମୂଳ ଲକ୍ଷ୍ୟ ପାଲଟିଛିି। କିନ୍ତୁ…
କରୋନା ମହାମାରୀର ଫାଇଦା ନେଉଛି ପାକିସ୍ତାନ: ଆତଙ୍କବାଦୀ ଅନୁପ୍ରବେଶ ପାଇଁ ରଚିଛି ଷଡ଼ଯନ୍ତ୍ର
ଜେନେଭା/ନୂଆଦିଲ୍ଲୀ,୩।୧୧: କରୋନା ମହାମାରୀର ଫାଇଦା ନେଇ ପାକିସ୍ତାନ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର ରଚିଛି। ଜାତିସଂଘରେ ଭାରତ ପକ୍ଷରୁ ପାକିସ୍ତାନ ବିରୋଧରେ ଏଭଳି ଅଭିଯୋଗ ଅଣାଯାଇଛି। ଜାତିସଂଘରେ ଭାରତର ସ୍ଥାୟୀ ମିଶନର ସଚିବ ଆଶିଷ ଶର୍ମା ଏହା କହିଛନ୍ତି। ଭାରତର…
ପରଲୋକରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୩।୧୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ସତୀଶ ପ୍ରସାଦ ସିଂହଙ୍କ ନୂଆଦିଲ୍ଲୀରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ଗତ କିଛି ଦିନ ତଳେ ସତୀଶ ପ୍ରସାଦ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ତାଙ୍କୁ ଦିଲ୍ଲୀର ମ୍ୟାକ୍ସ ହସ୍ପିଟାଲରେ…
ପୁଣି ରାଜ୍ୟରେ ୧୨ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୨ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୫୨ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ…
CORONAVIRUS UPDATE: ରାଜ୍ୟରେ ୧୨୦୧ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା
ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୨୦୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪୪୧୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬୯୭…
ଗେହଲଟ ସରକାରଙ୍କ ନୂଆ ଆଇନ: ମାସ୍କ ପିନ୍ଧିବା ଅନିବାର୍ଯ୍ୟ
ଜୟପୁର,୩।୧୧: ଦେଶର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନରେ ସର୍ବ ସାଧାରଣସ୍ଥଳରେ ମାସ୍କ ପିନ୍ଧିବାକୁ ଅନିବାର୍ଯ୍ୟ କରାଯାଇଛି। ରାଜ୍ୟରେ ଦନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ବିଧାନସଭାରେ…
ଭୁବନେଶ୍ୱରରୁ ଆଜି ପୁଣି ୭୪ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍
ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୬ ଜଣ ରହିଥିବା ବେଳେ ଲୋକାଲ କେସ୍ ୫୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
Archives


