ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି କରୁଛି କଳା ପଲିଥିନରେ ଥିବା କରୋନା ସଂକ୍ରମିତଙ୍କ ମୃତଦେହ!
ମସ୍କୋ,୧ ।୧୧: ରୁଷିଆରେ କରୋନା ସଂକ୍ରମଣର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇ ଯାଇଛି । ଯାହା ପୂର୍ବାପେକ୍ଷା ଅଧିକ ବୋଲି ଅନୁମାନ କରାଯାଉଛି । ଶୁକ୍ରବର ଏଠାରେ ୧୮,୨୮୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ୩୫୫ଜଣଙ୍କ ମୃତ୍ୟୁ ସମସ୍ତଙ୍କୁ ଚିନ୍ତାରେ…
ବଢିଲା କରୋନା ସଂକ୍ରମଣ: ଏକ ମାସ ପାଇଁ ପୁଣିଥରେ ଲକ୍ଡାଉନ ଘୋଷଣା କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ
ଲଣ୍ଡନ,୧ ।୧୧: ଶୀତ ବଢିଲା ବଢିଲା କରୋନା ଭାଇରସ ସଂକ୍ରମଣ । ବ୍ରିଟେନରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଚିନ୍ତାରେ ପଡିଯାଇଛନ୍ତି ପ୍ରଧାନମନ୍ତ୍ରୀ ବୋରିସ ଜନସନ । ଏହାକୁ କାବୁ କରିବାକୁ ଯାଇ ନଭେମ୍ବର ୧ରୁ ଡିସେମ୍ବର ୨ ପର୍ଯ୍ୟନ୍ତ…
୭୦୦ କି.ମି. ଟ୍ରାଫିକ୍ ଜାମ୍
ପ୍ୟାରିସ୍,୧।୧୧: କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ଏହାକୁ ପ୍ରତିହତ କରିବା ଲାଗି ଫ୍ରାନ୍ସ ସରକାର ପୁଣି ଥରେ ୪ ସପ୍ତାହ ପାଇଁ ଦେଶବ୍ୟାପୀ ଲକ୍ଡାଉନ ଘୋଷଣା କରିଛନ୍ତି। ଶୁକ୍ରବାରଠାରୁ ସେଠାରେ ଲକ୍ଡାଉନ ଆରମ୍ଭ ହୋଇଛି। ସହର ମଧ୍ୟରେ ଆବଦ୍ଧ ହୋଇ ରହିବା ଅପେକ୍ଷା…
ବରଗଡ଼ରୁ ପୁଣି ୬୧ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୮୬୩୦ରେ
ବରଗଡ଼ ଅଫିସ,୩୧।୧୦: ବରଗଡ ଜିଲାରେ ଶନିବାର ପୁଣି ୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୦ ମହିଳା ଏବଂ ୩୧ ପୁରୁଷ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୩୦ରେ ପହଞ୍ଚିଛି। ସେମାନଙ୍କ…
ଲୋକଙ୍କୁ ଗୁପ୍ତରେ କରୋନା ଟିକା ଦେଉଛି ଚାଇନା: ବାହାରେ ପ୍ରକାଶ କରିବାକୁ ମନା
ବେଜିଂ,୩୧।୧୦: ଚାଇନାରେ ଗୁପ୍ତରେ ଏହାର ଲୋକଙ୍କୁ କରୋନା ଟିକା ଦେବା ଆରମ୍ଭ କରିଛି। ତେବେ ଏନେଇ ବାହାରେ ପ୍ରକାଶ ନ କରିବାକୁ ଲୋକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଔଷଧ କମ୍ପାନୀଗୁଡ଼ିକୁ ଏସମ୍ପର୍କରେ ପରିଚାଳନା ବୋର୍ଡ ବ୍ୟାତିତ ଅନ୍ୟ କାହାକୁ ନ ଜଣାଇବାକୁ…
ଅନ୍ଲକ୍-୬ ଗାଇଡ୍ଲାଇନ୍: ଜାଣନ୍ତୁ କ’ଣ ଖୋଲିବ, କ’ଣ ବନ୍ଦ ରହିବ…
ଭଚବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ଜାରି କରିଛନ୍ତି ଅନ୍ଲକ୍-୬ ଗାଇଡ୍ଲାଇନ୍। ନଭେମ୍ବର ମାସ ଯାଏ ଜାରି ହୋଇଥିବା ଏହି ଗାଇଡ୍ଲାଇନ୍ରେ ସ୍କୁଲ ଖୋଲିବାକୁ ସରକାର ଅନୁମତି ଦେଇଛନ୍ତି। ତେବେ କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ସ୍କୁଲ ଯିବାକୁ ଅନୁମତି…
ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ
ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୨୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍…
କୋଭିଡ୍ ଟିକା ପରିଚାଳନା ଲାଗି କମିଟି ଗଠନ କର
ନୂଆଦିଲ୍ଲୀ,୩୧।୧୦(ପି.ଟି.): କୋଭିଡ୍-୧୯ ଟିକା ଯେପରି ସୁବିଧାରେ ଉପଯୁକ୍ତ ବ୍ୟକ୍ତିଙ୍କ ପାଖରେ ପହଞ୍ଚତ୍ପାରିବ ସେ ଦିଗରେ ସମନ୍ବୟ ରଖିବା ଓ ଟିକାକରଣର ତଦାରଖ ଲାଗି କମିଟି ଗଠନ କରିବାକୁ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଟିକାକରଣ ଅଭିଯାନ ବେଳେ ନିୟମିତ ସ୍ବାସ୍ଥ୍ୟସେବା…
ଟିକା ପାଇଁ ବୀମା କବଚ
ବ୍ରସେଲ୍ସ,୩୧ା୧୦: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କରୋନା ଭାକ୍ସିନର ଏକ ବୀମା ଯୋଜନା ପ୍ରସ୍ତୁତ କରାଯାଉଛି। ଏହି ସ୍କିମ ପାଇଁ ଅନ୍ୟ କେତେକ ପକ୍ଷଙ୍କ ସହ ମିଶି ଡବ୍ଲ୍ୟୁଏଚ୍ଓ ଏକ ପାଣ୍ଠି ଗଠନ କରିବ। ବୀମା ଯୋଜନାରେ ୯୨ ସ୍ବଳ୍ପ…
ଭୁବନେଶ୍ୱରରୁ ଆଜି ୮୭ ପଜିଟିଭ୍ ଚିହ୍ନଟ : ଲୋକାଲ କେସ ୬୮
ଭୁବନେଶ୍ୱର,୩୦।୧୦(ଡି.ଏନ.ଏ.)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୬୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ଓଡ଼ିଶାରେ ହେଉଛି କରୋନା ରି-ଇନ୍ଫେକ୍ସନ
ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଓଡ଼ିଶାରେ କରୋନା ରି-ଇନ୍ଫେକ୍ସନ ହେଉଛି। ଭୁବନେଶ୍ୱରସ୍ଥିତ ଆଇଏଲ୍ଏସ୍ (ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ)ର ନିର୍ଦ୍ଦେଶକ ଅଜୟ ପରିଡ଼ା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାରେ କରୋନା ରି-ଇନ୍ଫେକ୍ସନ ହେଉଛି, କିନ୍ତୁ ବହୁତ କମ୍। ଆଇଏଲ୍ଏସ୍ରେ କିଛି…
ଆଜି ଆଉ ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୦୦ ଟପିଲା
ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ୩ ଆକ୍ରାନ୍ତଙ୍କ…
Archives


