ସ୍ମୃତି ଇରାନୀଙ୍କୁ କରୋନା, ଟୁଇଟ୍ କରି ଦେଲେ ସୂଚନା
ନୂଆଦିଲ୍ଲୀ,୨୮ା୧୦: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ବୁଧବାର ସନ୍ଧ୍ୟାରେ ସ୍ମୃତି ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏକ କଥା ଘୋଷଣା କରିବା ସମୟରେ ଶବ୍ଦ ଖୋଜିବା ମୋ’ ପାଇଁ ବିରଳ। ତେଣୁ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୨୦୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛଇ। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୧୨ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୋଳରୁ ୨୧୮…
ପ୍ରଦୂଷଣ ଯୋଗୁ ବଢିଛି ୧୫ ପ୍ରତିଶତ କରୋନା ମୃତ୍ୟୁ ସଂଖ୍ୟା
ୱାଶିଂଟନ,୨୮ ।୧୦: କରୋନା ଭାଇରସ ସଂକ୍ରମଣ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ପକାଇଛି । ଏହାରି ଭିତରେ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଛି ଏହି କରୋନା ମହାମାରୀ ଯୋଗୁ । ଏବେ ଏକ ଅଧ୍ୟୟନରୁ ଜଣାପଡିଛି ଯେ ପ୍ରଦୂଷଣ ଯୋଗୁ…
କରୋନାରେ ୧୨ ଜୀବନ ଗଲା
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ୧୨…
ଆଜି ରାଜ୍ୟରେ ପୁଣି ୧୫୪୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୧୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୮୬ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୬୫୪ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ…
ଖସୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୨୮।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦେଶରେ ସଂକ୍ରମଣ ମାମଲା ପ୍ରାୟ ୩୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୮୯୩ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୫୦୮…
ଭୁବନେଶ୍ୱରରୁ ଆଜି ପୁଣି ୮୮ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୭ ଜଣ ରହିଥିବା ବେଳେ ଲୋକାଲ କେସ୍ ୭୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୩୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୨୦୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୬୪, ମୟୁରଭଞ୍ଜରୁ ୧୦୩, ସୁନ୍ଦରଗଡରୁ ୧୦୨, ସୋନପୁରରୁ ୯୯, କେନ୍ଦୁଝରରୁ ୮୯, ବଲାଙ୍ଗୀରରୁ ୮୬, ବରଗଡରୁ ୭୯,…
ରାଜ୍ୟରେ ଆଉ ୧୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ମଙ୍ଗଳବାର ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ରାଜସ୍ଥାନରେ ମାସ୍କ ପିନ୍ଧିବା ହେବ ବାଧ୍ୟତାମୂଳକ
ଜୟପୁର,୨୭ ।୧୦: କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜସ୍ଥାନରେ ଏବେ ମାସ୍କ ପିନ୍ଧିବା ବାଧ୍ୟତା ମୂଳକ କରିବାକୁ ସରକାର ଚିନ୍ତା କରୁଛନ୍ତି । ଏଥିପାଇଁ ଏକ ନୂଆ ଆଇନ ମଧ୍ୟ ଆସିବ ବୋଲି କୁହାଯାଉଛି । ଆସନ୍ତା ବିଧାନସଭା ଅଧିବେଶନରେ ଏ…
କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୩୬ ହଜାରରୁ ଅଧିକ ଚିହ୍ନଟ, ୪୮୮ ମୃତ୍ୟୁ
ନୂଆଦିଲ୍ଲୀ,୨୭।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ କମିବାରେ ଲାଗିଛି। ମଙ୍ଗଳବାର ଦେଶରେ ସଂକ୍ରମଣ ମାମଲା ପ୍ରାୟ ୩୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୬ ହଜାର ୪୧୦ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୪୮୮…
ଭୁବନେଶ୍ୱରରୁ ଆଜି ପୁଣି ୯୧ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୮ ଜଣ ରହିଥିବା ବେଳେ ଲୋକାଲ କେସ୍ ୬୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
Archives


