କରୋନା ଭାଇରସ୍‌

ମାଗଣା କରୋନା ଭ୍ୟାକ୍ସିନକୁ ନେଇ ଭାଜପା ଉପରେ ବର୍ଷିଲେ ଶିବସେନା ନେତା

ମୁମ୍ବାଇ,୨୩ ।୧୦: ବିହାର ବିଧାନସଭା ନିର୍ବାଚନକୁ ନେଇ ସବୁଦଳ ପ୍ରାୟ ସେମାନଙ୍କର ସଂକଳ୍ପ ପତ୍ର ଜାରି କରିଥିବା ବେଳେ ଏବେ ଭାରତୀୟ ଜନତା ପାର୍ଟି(ଭାଜପା)ର ଘୋଷଣାକୁ ନେଇ ବିରୋଧି ପ୍ରଶ୍ନ କରିଛି । ଭାଜପା କହିଛି ନିର୍ବାଚନରେ ବିଜୟ ଲାଭ କରିବା…

ରାଜ୍ୟରେ ଆଜି ୧୭୯୩ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୧୭୯୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୭,୮୮୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୩୧ ଜଣ…

ଲୋକଙ୍କୁ ମାଗଣା କରୋନା ଟିକା ଦେବାକୁ ଘୋଷଣା କଲେ ଏହି ମୁଖ୍ୟମନ୍ତ୍ରୀ

ଚେନ୍ନାଇ, ୨୨।୧୦: ବିହାର ପରେ ଏବେ ତାମିଲନାଡ଼ୁ ସରକାର ଲୋକଙ୍କୁ ମାଗଣା କରୋନା ଟିକା ଦେବାକୁ ଘୋଷଣା କରିଛନ୍ତି। ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ବାମୀ କହିଛନ୍ତି, ଥରେ କରୋନା ଟିକା ପ୍ରସ୍ତୁତ ହୋଇଗଲେ ରାଜ୍ୟର ସମସ୍ତ ଲୋକଙ୍କୁ ମାଗଣାରେ ଦିଆଯିବ। ଉଲ୍ଲେଖଯୋଗ୍ୟ,…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୨୧୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୪୯, କଟକରୁ ୧୪୦, ସୁନ୍ଦରଗଡରୁ ୧୧୪, ବାଲେଶ୍ୱରରୁ ୧୦୪, ମୟୁରଭଞ୍ଜରୁ ୧୦୦, ନବରଙ୍ଗପୁରରୁ ୧୦୦, ନୂଆପଡାରୁ ୯୯, ଯାଜପୁରରୁ…

କଟକ ସହରରୁ ୬୭ ନୂଆ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୨୨।୧୦: କଟକ ସହରରୁ ଗୁରୁବାର ୬୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନରୁ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୧୩ ଏବଂ ଲୋକାଲ କେସ୍‌ ୨୯ ରହିଛି। ଏ ନେଇ…

ରାଜଧାନୀରୁ ୨୦୧ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୨୯୨

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୨୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୬୪ ଏବଂ ଲୋକାଲ କେସ୍‌ ୧୩୭ ଜଣ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ…

ବିହାର ନିର୍ବାଚନ ପୂର୍ବରୁ ଭାଜପାକୁ ଆଉ ଏକ ଝଟ୍‌କା

ପାଟନା,୨୨ ।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଲାଗିଛି ଆଉ ଏକ ଝଟ୍‌କା । ପାର୍ଟିର ଷ୍ଟାର ପ୍ରଚାରକ ଶାହନବାଜ ହୁସେନଙ୍କ ପରେ ଏବେ ବିହାରର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି କରୋନା ଭାଇରସରେ ସଂକ୍ରମିତ…

କରୋନାରେ ୧୫ ଜୀବନ ଗଲା

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୫…

ଆଜି ରାଜ୍ୟରେ ପୁଣି ୧୯୧୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୧୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୦୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…

କରୋନା ମହାମାରୀକୁ ନେଇ ଟ୍ରମ୍ପଙ୍କ ଉପରେ ବର୍ଷିଲେ ଓବାମା

ୱାଶିଂଟନ,୨୨ ।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ବେଳକୁ ବେଳ ପାଖେଇ ଆସୁଥିବା ବେଳେ ପ୍ରାର୍ଥିମାନେ ପରସ୍ପର ଉପରେ ଆକ୍ରମଣ କରିବା ମୁଡ୍‌ରେ ଥିବା ଦେଖାଯାଇଛି । ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ଡେମୋକ୍ରାଟିକ ପାର୍ଟିର ସଦସ୍ୟ ବାରାକ ଓବାମା କରୋନା ଭାଇରସକୁ…

ଅଷ୍ଟ୍ରାଜେନିକା କୋଭିଡ-୧୯ ଭ୍ୟାକ୍ସିନ ପରୀକ୍ଷଣ ପରେ ବ୍ରାଜିଲ ସ୍ୱେସ୍ଥାସେବୀଙ୍କ ମୃତ୍ୟୁ

ବ୍ରାସିଲିୟା,୨୨ ।୧୦: ବ୍ରାଜିଲର ସ୍ୱାସ୍ଥ୍ୟ ପ୍ରାଧିକରଣ ଏନୱିସା ବୁଧବାର ପ୍ରକାଶ କରିଛି ଯେ ଅଷ୍ଟ୍ରାଜେନିକା ଓ ଅକ୍ସୋଫୋର୍ଡ ବଶ୍ୱବିଦ୍ୟାଳୟ ଦ୍ୱାରା ବିକଶିତ କରାଯାଇଥିବା କୋଭିଡ-୧୯ ଭ୍ୟାକ୍ସିନର କ୍ଲିନିକାଲ ପରୀକ୍ଷଣ ବେଳେ ବ୍ରାଜିଲର ଜଣେ ସ୍ୱେଚ୍ଛାସେବୀଙ୍କ ମୃତ୍ୟୁ ହୋଇଛି । ହେଲେ ଏହାପରେ…

‘କୋଭିରାପ୍‌’କୁ ଆଇସିଏମ୍‌ଆର୍‌ ସ୍ବୀକୃତି

ନୂଆଦିଲ୍ଲୀ, ୨୨ା୧୦ (ଆଇଏଏନ୍‌ଏସ୍‌): କରୋନା ସଂକ୍ରମଣ ଚିହ୍ନଟ ଲାଗି ଆଇଆଇଟି ଖଡ଼ଗପୁରର ଗବେଷକଙ୍କ ଦ୍ୱାରା ଏକ ରୋଗ ନିରୂପଣ ଯନ୍ତ୍ର (ଡାଇଗ୍ନୋଷ୍ଟିକ୍‌ ଟେଷ୍ଟ ମେଶିନ) ବିକଶିତ କରାଯାଇଛି। ଏହାର ନାମ ‘କୋଭିରାପ୍‌’ ରଖାଯାଇଥିବାବେଳେ ଇଣ୍ଡିଆନ୍‌ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?