ସ୍କୁଲ ଖୋଲିବା ପରେ ୨୭ ଛାତ୍ର କରୋନା ପଜିଟିଭ
କୁର୍ନୁଲ, ୨୧।୧୦: ଆନ୍ଧ୍ର ପ୍ରଦେଶ କୁର୍ନୁଲ ଜିଲାର ୪ଟି ଘରୋଇ ବିଦ୍ୟାଳୟର ୨୭ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ଘଟଣା ସେତେବେଳେ ସାମ୍ନାକୁ ଆସିଥିଲା, ଯେତେବେଳେ ସ୍ବାସ୍ଥ୍ୟ ଅଧିକାରୀମାନେ ଶ୍ରୀସାଇଲାମ ମଣ୍ଡଳରେ ୧୬୯ ଛାତ୍ରୀଛାତ୍ରଙ୍କ କରୋନା ଟେଷ୍ଟ କରାଇଥିଲେ।…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୧୬ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୧।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୨୭୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୨୦୬, ଅନୁଗୋଳରୁ ୨୦୧, ମୟୂରଭଞ୍ଜରୁ ୧୫୬, କଟକରୁ ୧୧୯, ନୂଆପଡ଼ାରୁ ୧୦୬, ବଲାଙ୍ଗିରରୁ ୧୦୫, ବରଗଡ଼ରୁ ୧୦୦, ସମ୍ବଲପୁରରୁ…
ଆଜି ରାଜଧାନୀରୁ ୨୩୯ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୦୨
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୨୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୩ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୧୭୬ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। ସେହିପରି ଆଜି…
ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି।…
CORONAVIRUS UPDATE: ରାଜ୍ୟରେ ନୂଆ ୧୯୩୧ ପଜିଟିଭ ଚିହ୍ନଟ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ପୁଣି ୧୯୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨୭୪୧୮୧ ଆକ୍ରାନ୍ତଙ୍କ ସଂଖ୍ୟା ୨୭୪୧୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
ରାଜ୍ୟରେ ଅଢ଼େଇ ଲକ୍ଷ ଟପିଲା ଆରୋଗ୍ୟ ସଂଖ୍ୟା
ଭୁବନେଶ୍ୱର, ୨୦।୧୦: ଓଡ଼ିଶାରେ କରୋନାରୁ ଆରୋଗ୍ୟ ହୋଇଥିବା ଲୋକ ସଂଖ୍ୟା ଅଢ଼େଇ ଲକ୍ଷ ଅତିକ୍ରମ କରିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ରାଜ୍ୟରେ ଆଉ ୨,୬୨୨ ଜଣ ଆକ୍ରାନ୍ତ…
ରାଜଧାନୀରୁ ଚିହ୍ନଟ ହେଲେ ଆଉ ୨୨୯ ଆକ୍ରାନ୍ତ
ଭୁବନେଶ୍ୱର, ୨୦।୧୦: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୨୨୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୭ ଜଣ ଏବଂ ଲୋକାଲ୍ କଣ୍ଟାକ୍ଟ କେସ୍ ୧୮୨ ଜଣ ରହିଛନ୍ତି ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)…
ଟିକା ନେଲେ ବି କରୋନା ସଂକ୍ରମଣଠାରୁ ରହି ହେବନି ଦୂରେଇ
ଲଣ୍ଡନ, ୨୦।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବ୍ରିଟେନ୍ର ବରିଷ୍ଠ ବୈଜ୍ଞାନିକ ପାଟ୍ରିକ୍ ଓ୍ବାଲେସ୍ଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ପାଟ୍ରିକ୍ କହିଛନ୍ତି ଯେ, ପ୍ରତିଷେଧକ ଟିକା ନେଲେ ବି କରୋନା ମହାମାରୀ…
କରୋନା ଭାଇରସ: ଭାରତକୁ ପ୍ରଶଂସା କଲେ ବିଲ୍ ଗେଟ୍ସ
ନୂଆଦିଲ୍ଲୀ,୨୦ ।୧୦: ବିଶ୍ୱର ନାମୀ ଉଦ୍ଦ୍ୟୋପତି ତଥା ସପ୍ଟୱେୟାର କମ୍ପାନୀ ମାଇକ୍ରୋସପ୍ଟର ସହ-ସଂସ୍ଥାପକ ବିଲ୍ ଗେଟ୍ସ ପୁଣିଥରେ ଭାରତର ପ୍ରଶଂସା କରିଛନ୍ତି । କରୋନା ମହାମାରୀ ଲଢେଇରେ ଭାରତର ଯୋଗଦାନକୁ ସେ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗ୍ରାଣ୍ଡ…
କରୋନା ସଂକ୍ରମଣ ମସ୍ତିଷ୍କ ଉପରେ ପକାଉଛି ପ୍ରଭାବ: ଏମ୍ସ
ନୂଆଦିଲ୍ଲୀ,୨୦ ।୧୦: କରୋନା ସଂକ୍ରମଣ ପରେ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ପାଖରେ ଆହୁରି କିଛି ଶାରୀରିକ ସମସ୍ୟା ଦେଖାଯାଉଛି ବୋଲି ପୂର୍ବରୁ କରାଯାଇଥିବା କିଛି ଗବେଷଣାରୁ ଜଣାପଡିଥିଲା । ଏବେ ନୂଆଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)…
ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୬୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…
CORONAVIRUS UPDATE: ରାଜ୍ୟରେ ୧୯୦୪ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୯୦୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୨୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୫…
Archives


