କରୋନା ଭାଇରସ୍‌

CORONAVIRUS UPDATE: ରାଜ୍ୟରେ ନୂଆ ୧୯୩୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ପୁଣି ୧୯୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨୭୪୧୮୧ ଆକ୍ରାନ୍ତଙ୍କ ସଂଖ୍ୟା ୨୭୪୧୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ...

ରାଜ୍ୟରେ ଅଢ଼େଇ ଲକ୍ଷ ଟପିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର, ୨୦।୧୦: ଓଡ଼ିଶାରେ କରୋନାରୁ ଆରୋଗ୍ୟ ହୋଇଥିବା ଲୋକ ସଂଖ୍ୟା ଅଢ଼େଇ ଲକ୍ଷ ଅତିକ୍ରମ କରିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ରାଜ୍ୟରେ ଆଉ ୨,୬୨୨ ଜଣ...

ରାଜଧାନୀରୁ ଚିହ୍ନଟ ହେଲେ ଆଉ ୨୨୯ ଆକ୍ରାନ୍ତ

ଭୁବନେଶ୍ୱର, ୨୦।୧୦: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୨୨୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୭ ଜଣ ଏବଂ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୧୮୨ ଜଣ ରହିଛନ୍ତି ବୋଲି ଭୁବନେଶ୍ୱର ମହାନଗର ନିଗମ...

ଟିକା ନେଲେ ବି କରୋନା ସଂକ୍ରମଣଠାରୁ ରହି ହେବନି ଦୂରେଇ

ଲଣ୍ଡନ, ୨୦।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବ୍ରିଟେନ୍‌ର ବରିଷ୍ଠ ବୈଜ୍ଞାନିକ ପାଟ୍ରିକ୍‌ ଓ୍ବାଲେସ୍‌ଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ପାଟ୍ରିକ୍‌ କହିଛନ୍ତି ଯେ, ପ୍ରତିଷେଧକ ଟିକା ନେଲେ ବି କରୋନା...

କରୋନା ଭାଇରସ: ଭାରତକୁ ପ୍ରଶଂସା କଲେ ବିଲ୍ ଗେଟ୍ସ

ନୂଆଦିଲ୍ଲୀ,୨୦ ।୧୦: ବିଶ୍ୱର ନାମୀ ଉଦ୍ଦ୍ୟୋପତି ତଥା ସପ୍ଟୱେୟାର କମ୍ପାନୀ ମାଇକ୍ରୋସପ୍ଟର ସହ-ସଂସ୍ଥାପକ ବିଲ୍ ଗେଟ୍ସ ପୁଣିଥରେ ଭାରତର ପ୍ରଶଂସା କରିଛନ୍ତି । କରୋନା ମହାମାରୀ ଲଢେଇରେ ଭାରତର ଯୋଗଦାନକୁ ସେ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

କରୋନା ସଂକ୍ରମଣ ମସ୍ତିଷ୍କ ଉପରେ ପକାଉଛି ପ୍ରଭାବ: ଏମ୍ସ

ନୂଆଦିଲ୍ଲୀ,୨୦ ।୧୦: କରୋନା ସଂକ୍ରମଣ ପରେ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ପାଖରେ ଆହୁରି କିଛି ଶାରୀରିକ ସମସ୍ୟା ଦେଖାଯାଉଛି ବୋଲି ପୂର୍ବରୁ କରାଯାଇଥିବା କିଛି ଗବେଷଣାରୁ ଜଣାପଡିଥିଲା । ଏବେ ନୂଆଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ...

ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୬୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ...

CORONAVIRUS UPDATE: ରାଜ୍ୟରେ ୧୯୦୪ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୯୦୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୨୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

ଫେବୃୟାରୀ ବେଳକୁ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁବ ୬୫ କୋଟି

ନୂଆଦିଲ୍ଲୀ, ୨୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳରେ କେନ୍ଦ୍ରୀୟ ସରକାରୀ କମିଟି ପକ୍ଷରୁ ଜାରି ହୋଇଥିବା ରିପୋର୍ଟ ନେଇ ଲୋକ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ, ଫେବୃୟାରୀ ବେଳକୁ ଦେଶରେ...

ଆଇସିୟୁରେ ଏସି ବ୍ୟବହାର ଯୋଗୁ କରୋନାରେ ଅଧିକ ସଂକ୍ରମିତ ହେଉଛନ୍ତି ଡାକ୍ତର!

ନୂଆଦିଲ୍ଲୀ,୨୦ ।୧୦: କରୋନା ମହାମାରୀ ଏବେ ତା’ର କାୟା ବିସ୍ତାର କରି ଚାଲିଛି । ଆଗକୁ ବିଭିନ୍ନ ପର୍ବପର୍ବାଣୀ ସାଙ୍ଗକୁ ଶୀତଋତୁ ଆସୁଥିବାରୁ କରୋନା ଆହୁରି ବଢିବ ବୋଲି ବିଶେଷଜ୍ଞମାନେ ଅନୁମାନ ଲଗାଇଛନ୍ତି । ତେଣୁ ଏହି ସମୟରେ ଅଧିକ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୩୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୭୩୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୯, ଅନୁଗୋଳରୁ ୧୭୪, ସୁନ୍ଦରଗଡରୁ ୧୫୪, ବାଲେଶ୍ୱରରୁ ୧୧୪, ମୟୂରଭଞ୍ଜରୁ ୧୧୦, ପୁରୀରୁ ୧୦୯, ସମ୍ବଲପୁରରୁ ୧୦୭,...

ଭୁବନେଶ୍ୱରରୁ ଆଜି ପୁଣି ୨୧୩ ପଜିିଟିଭ୍‌ ଚିହ୍ନଟ: ବଢ଼ୁଛି ଲୋକାଲ କେସ୍‌ ସଂଖ୍ୟା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୪୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୦୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri