କରୋନା ଭାଇରସ୍‌

ଫେବୃୟାରୀ ବେଳକୁ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁବ ୬୫ କୋଟି

ନୂଆଦିଲ୍ଲୀ, ୨୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳରେ କେନ୍ଦ୍ରୀୟ ସରକାରୀ କମିଟି ପକ୍ଷରୁ ଜାରି ହୋଇଥିବା ରିପୋର୍ଟ ନେଇ ଲୋକ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ, ଫେବୃୟାରୀ ବେଳକୁ ଦେଶରେ କରୋନା…

ଆଇସିୟୁରେ ଏସି ବ୍ୟବହାର ଯୋଗୁ କରୋନାରେ ଅଧିକ ସଂକ୍ରମିତ ହେଉଛନ୍ତି ଡାକ୍ତର!

ନୂଆଦିଲ୍ଲୀ,୨୦ ।୧୦: କରୋନା ମହାମାରୀ ଏବେ ତା’ର କାୟା ବିସ୍ତାର କରି ଚାଲିଛି । ଆଗକୁ ବିଭିନ୍ନ ପର୍ବପର୍ବାଣୀ ସାଙ୍ଗକୁ ଶୀତଋତୁ ଆସୁଥିବାରୁ କରୋନା ଆହୁରି ବଢିବ ବୋଲି ବିଶେଷଜ୍ଞମାନେ ଅନୁମାନ ଲଗାଇଛନ୍ତି । ତେଣୁ ଏହି ସମୟରେ ଅଧିକ ସତର୍କ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୩୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୭୩୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୯, ଅନୁଗୋଳରୁ ୧୭୪, ସୁନ୍ଦରଗଡରୁ ୧୫୪, ବାଲେଶ୍ୱରରୁ ୧୧୪, ମୟୂରଭଞ୍ଜରୁ ୧୧୦, ପୁରୀରୁ ୧୦୯, ସମ୍ବଲପୁରରୁ ୧୦୭, କଳାହାଣ୍ଡିରୁ…

ଭୁବନେଶ୍ୱରରୁ ଆଜି ପୁଣି ୨୧୩ ପଜିିଟିଭ୍‌ ଚିହ୍ନଟ: ବଢ଼ୁଛି ଲୋକାଲ କେସ୍‌ ସଂଖ୍ୟା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୪୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୦୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ବରଗଡ଼ରୁ ୪୬ ନୂଆ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୮ହଜାର ଟପିଲା

ବରଗଡ଼ ଅଫିସ,୧୯।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଜିଲାରୁ ପୁଣି ୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରୁ ୬ ଝଣ ରହିଥିବା ବେଳେ ବରଗ ବ୍ଲକର ୬,…

୭ମାସ ପରେ ଖୋଲିଲା ସ୍କୁଲ

ଲକ୍ଷ୍ନୌ/ଚଣ୍ଡିଗଡ଼, ୧୯।୧୦: ଦୀର୍ଘ ୭ ମାସ ପରେ ପଞ୍ଜାବ ଏବଂ ଉତ୍ତରପ୍ରଦେଶରେ ସୋମବାର ସ୍କୁଲ ଖୋଲିଛି। ସରକାରୀ ମାର୍ଗଦର୍ଶିକାକୁ ପାଳନ କରାଯାଇ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ସ୍କୁଲକୁ ଆସିବାକୁ ଅନୁମତି ପ୍ରଦାନ କରାଯାଇଛି। ସାମାଜିକ ଦୂରତା ନିୟମକୁ ପାଳନ କରିବା…

ଆଜି ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୧୫୨କୁ ବୃଦ୍ଧି

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ କଟକରୁ…

କରୋନା ଲଢ଼େଇ: ଭାରତର ପ୍ରସ୍ତାବକୁ ସମର୍ଥନ କଲେ ନେପାଳ-ପାକିସ୍ତାନ, ଅମଙ୍ଗ ହେଲା ଆମେରିକା

ଜେନେଭା, ୧୯।୧୦: କରୋନା ଲଢ଼େଇରେ ଭାରତ ପକ୍ଷରୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନକୁ ଦିଆଯାଇଥିବା ପ୍ରସ୍ତାବକୁ ନେପାଳ ଏବଂ ପାକିସ୍ତାନ ସମର୍ଥନ କରିଛନ୍ତି। ଅପରପକ୍ଷରେ ଆମେରିକା ପ୍ରସ୍ତାବରେ ଅମଙ୍ଗ ରହିଛି। ଭାରତ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା ଯେ, ପୃଥିବୀର ସମସ୍ତ ଦେଶକୁ କରୋନା ଟିକା…

ପାର୍ବଣରେ ବଢ଼ିପାରେ ସଂକ୍ରମଣ

ନୂଆଦିଲ୍ଲୀ,୧୯ା୧୦(ପି.ଟି.): ଭାରତରେ ଚଳିତ ପାର୍ବଣ ଋତୁରେ କରୋନା ସଂକ୍ରମଣ ବୃଦ୍ଧିପାଇବା ଆଶଙ୍କା ରହିଛି। ଏଥିପାଇଁ ବିଶେଷଜ୍ଞଙ୍କଠାରୁ ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ସତର୍କ କରିଦିଆଯାଇଛି। ନୀତି ଆୟୋଗ ବିଷେଶଜ୍ଞଙ୍କ ମତରେ ଶୀତଋତୁରେ କୋଭିଡ୍‌-୧୯ର ଦ୍ୱିତୀୟ ପ୍ରବାହ…

ଫ୍ରୋଜନ ଫୁଡ ପ୍ୟାକେଟ ଉପରେ ଜୀବନ୍ତ କରୋନା ଭାଇରସ: ଚିନ୍ତାରେ ବିଶେଷଜ୍ଞ

ବେଜିଂ,୧୮ ।୧୦: ପୁଣିଥରେ ଚାଇନାର ଚିନ୍ତା ବଢାଇଛି କରୋନା ଭାଇରସ । ଚାଇନାର ସ୍ୱାସ୍ଥ୍ୟ ପ୍ରାଧିକରଣ କ୍ୱିଙ୍ଗଦାଓ ବନ୍ଦର ସହରରେ ଆୟୋଜିତ ସମୁଦ୍ର ମାଛର ଫ୍ରୋଜନ ଫୁଡ ପ୍ୟାକେଟର ବାହାର ଭାଗରେ ଜୀବିତ କରୋନା ଭାଇରସ ଥିବା ସ୍ପଷ୍ଟ କରିଛି ।…

ଦେଶରେ ରୂପ ବଦଳାଇ ନାହିଁ କରୋନା ଭାଇରସ ତେଣୁ ସତର୍କତା ଜରୁରୀ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮ ।୧୦: ଦେଶରେ କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା.ହର୍ଷ ବର୍ଦ୍ଧନ କହିଛନ୍ତି ଏବେବି ଦେଶରେ କରୋନା ତା’ର ରୂପ ବଦଳାଇ ନାହିଁ । ତେଣୁ ଆମକୁ ସତର୍କ ରହିବାକୁ ପଡିବ…

ନୂତନବର୍ଷ ଆରମ୍ଭରେ ଉପଲବ୍ଧ ହେବ କରୋନା ଟିକା: ୧୦ ବର୍ଷ ପର୍ଯ୍ୟନ୍ତ ରହିବ ଏହାର ପ୍ରଭାବ

ନୂଆଦିଲ୍ଲୀ,୧୮ା୧୦: କରୋନା ଭୂତାଣୁରେ ପରିବର୍ତ୍ତନ ହୋଇଥିଲେ ମଧ୍ୟ ଏହା ପାଇଁ ପ୍ରସ୍ତୁତ ଟିକା ଦୀର୍ଘ ସମୟ ପର୍ଯ୍ୟନ୍ତ ପ୍ରଭାବଶାଳୀ ରହିବ ବୋଲି ଆଇସିଏମ୍‌ଆରର ମହାନିର୍ଦ୍ଦେଶକ ଡକ୍ଟର ବଳରାମ ଭାର୍ଗବ କହିଛନ୍ତି। ଏହି ପରିବର୍ତ୍ତନକୁ ସେ ‘ଡ୍ରଫ୍ଟସ’ (ସାମାନ୍ୟ ପରିବର୍ତ୍ତନ) ବୋଲି କହିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri