କରୋନା ଭାଇରସ୍‌

ପୁଣି ରାଜ୍ୟରେ ୧୪ ମୁଣ୍ଡ ନେଲା କରୋନା: ଭୁବନେଶ୍ୱରରୁ ରହିଛନ୍ତି ସର୍ବାଧିକ ମୃତକ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୪ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୩୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଆଜି…

CORONAVIRUS UPDATE: ରାଜ୍ୟରେ ୨୦୧୯ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୨୦୧୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬୮୩୬୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୬୮…

ମାସ୍କ୍‌ ନ ପିନ୍ଧିଲେ ଜେଲଦଣ୍ଡ

କଲୋମ୍ବୋ, ୧୮।୧୦: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଶ୍ରୀଲଙ୍କାରେ କଡ଼ା ଆଇନ ଲାଗୁ କରାଯାଇଛି। ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ଯେ, ମାସ୍କ୍‌ ନ ପିନ୍ଧିଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜେଲ ଦଣ୍ଡାଦେଶ କରାଯିବ। ଏଭଳି ଅମାନିଆଙ୍କୁ ୬ ମାସ…

ସାତ ଶହ କରୋନା ସଂକ୍ରମିତ ପ୍ରସୂତିଙ୍କ ପ୍ରସବ କରାଇ ରେକର୍ଡ କଲା ମୁମ୍ବାଇର ଏକ ହସ୍ପିଟାଲ

ମୁମ୍ବାଇ,୧୮ ।୧୦: କରୋନା ମହାମାରୀ ସମୟରେ ସୁରକ୍ଷିତ ପ୍ରସବ ଉଭୟ ପ୍ରସୂତି ଓ ଡାକ୍ତରଙ୍କ ପାଇଁ ଚ୍ୟାଲେଞ୍ଜ ପାଲଟି ଯାଇଛି । ଏଥିରେ ଉଭୟ ମା’ ଓ ଶିଶୁ ଉଭୟଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ଜରୁରୀ । ତେବେ ଏହି…

‘ଟିକା ଯୋଗାଣ ପ୍ରକ୍ରିୟା ତ୍ୱରାନ୍ବିତ କର’

ନୂଆଦିଲ୍ଲୀ, ୧୮ା୧୦: ନିର୍ବାଚନ ଓ ପ୍ରକୃତିକ ଦୁର୍ବିପାକ ସମୟରେ ଯେଭଳି ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଏ, କରୋନା ଟିକା ଯୋଗାଣ କ୍ଷେତ୍ରରେ ସେହିଭଳି ପ୍ରକ୍ରିୟା ଜାରି ରହିବା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱାରୋପ କରିଛନ୍ତି। ଶନିବାର କରୋନା ଟିକା ପ୍ରସ୍ତୁତି…

‘ସ୍ପୁଟନିକ୍‌ ଭି’ର କ୍ଲିନିକାଲ ପରୀକ୍ଷା ହେବ

ନୂଆଦିଲ୍ଲୀ,୧୮ା୧୦(ଆଇଏଏନ୍‌ଏସ୍‌): ରୁଷିଆ ଦ୍ୱାରା ବିକଶିତ କୋଭିଡ୍‌-୧୯ ଟିକା ‘ସ୍ପୁଟନିକ୍‌ ଭି’ର ସୁରକ୍ଷାକୁ ନେଇ ସନ୍ଦେହ ଥିବାବେଳେ ଭାରତରେ ଏହାର କ୍ଲିନିକାଲ ମାନବ ପରୀକ୍ଷା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ‘ସ୍ପୁଟନିକ୍‌ ଭି’ର ୨ୟ ଓ ୩ୟ ପର୍ଯ୍ୟାୟ ପରୀକ୍ଷା ନିମନ୍ତେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୨୮୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ ୪୩୪ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୨୩୭, ନୂଆପଡ଼ା ୧୬୧…

ଆଜି ରାଜଧାନୀରୁ ୨୧୬ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୩୦୭

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଶନିବାର ରାଜଧାନୀରୁ ଆଉ ୨୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୬୧ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି…

ଭଗବାନଙ୍କ ଦର୍ଶନ ପାଇଁ କରୋନା ନେଗେଟିଭ ରିପୋର୍ଟ ଜରୁରୀ

ଥିରୁଭାନନ୍ତପୁରମ,୧୭ ।୧୦: କରୋନା ଭାଇରସ ମହାମାରୀ ପାଇଁ ଦୀର୍ଘ ପ୍ରାୟ ୬ ମାସ ହେବ ବନ୍ଦ ରହିଥିବା କେରଳର ପ୍ରସିଦ୍ଧ ସାବରିମାଳା ମନ୍ଦିର ଶନିବାର ସକାଳୁ ଶ୍ରଦ୍ଧାଳୁଙ୍କ ଉଦ୍ଦେଶ୍ୟରେ ଖୋଲାଯାଇଛି । ତେବେ କରୋନାର ସମସ୍ତ କଟକଣାକୁ ମାନି ଭଗବାନଙ୍କ ଦର୍ଶନ…

୩୦ କୋଟି ଭାରତୀୟଙ୍କୁ ପ୍ରଥମ ପର୍ଯ୍ୟାୟରେ ଦିଆଯିବ କରୋନା ଟିକା: ତାଲିକା ପ୍ରସ୍ତୁତ କରୁଛନ୍ତି ସରକାର

ନୂଆଦିଲ୍ଲୀ, ୧୭।୧୦: ପ୍ରଥମ ପର୍ଯ୍ୟାୟରେ ଦେଶର ୩୦ କୋଟି ଳୋକଙ୍କୁ କରୋନା ଟିକା ଦିଆଯିବ। ଏନେଇ ସରକାରଙ୍କ ପକ୍ଷରୁ ତାଲିକା ପ୍ରସ୍ତୁତି କାର୍ଯ୍ୟ କରୁଛନ୍ତି। ୩୦ କୋଟି ଲୋକଙ୍କୁ ୬୦ କୋଟି ଟିକା ଦିଆଯିବ। ପ୍ରତିଷେଧକ ଟିକାକୁ ଅନୁମୋଦନ ମିଳିବା ପରେ…

ଏଆଇଏଡିଏମ୍‌କେ ପ୍ରତିଷ୍ଠା ଦିବସରେ କରୋନା ମାର୍ଗଦର୍ଶିକାର ଉଲ୍ଲଂଘନ

ଚେନ୍ନାଇ, ୧୭।୧୦: ତାମିଲନାଡୁରେ ଏଆଇଏଡିଏମ୍‌କେର ୪୯ତମ ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଛି। ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ କରୋନା ମାର୍ଗଦର୍ଶିକାର ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ସାମାଜିକ ଦୂରତାର ପାଳନ କରାଯାଇ ନ ଥିବାବେଳେ କେତେକ ଦଳୀୟ ସଦସ୍ୟ ମାସ୍କ୍‌…

ଗୋମୂତ୍ର ପିଇଲେ ଭଲ ହେବ କରୋନା: ଏମିତି କହୁଥିବା ଭାଜପା ନେତା ନିଜେ କରୋନାରେ ସଂକ୍ରମିତ

କୋଲକାତା,୧୭ ।୧୦: ପଶ୍ଚିମବଙ୍ଗ ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ତଥା ଏମ୍‌ପି ଦିଲ୍ଲିପ ଘୋଷ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏହାପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନାରୁ ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?